କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍ଲାଇନ୍ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର ବିଏମ୍ସି…
ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗ୍ରାଣ୍ଟ-ଇନ୍-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ ପହିଲାରୁ…
ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ପୁରୀ ଅଫିସ,୨୧।୧: ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ…
ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ
ପରଜଙ୍ଗ,୨୧।୧(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ ପରଜଙ୍ଗ…
ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର
ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ…
‘ଭିଡିଓ କ୍ଲିପ୍ ବିକ୍ରି ନେଇ ତଦନ୍ତ କରାଯିବ’
ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ ପୁରୀ…
ହକି ଟିକେଟ ବ୍ଲାକ୍: ଆଉ ୪ ଗିରଫ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍ରେ…
ବୋହୂଙ୍କୁ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇନାହିଁ
କଟକ ଅଫିସ,୨୧ା୧: କାଉନ୍ସେଲିଂ ପରେ କଟକ ମହିଳା ଥାନା ବାହାରକୁ ଆସି ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିଥିବା ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାମଲା ଶୁକ୍ରବାର ଟିକେ ଅଲଗା ଅଲଗା ଲାଗିଛି। ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ବୋହୂ ଶ୍ରୀୟା…
ଆଜି କ୍ୟାବିନେଟ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ, ଉଚ୍ଚଶିକ୍ଷା,…
ଇଡିରେ ହାଜର ହେଲେ ତାଳଚେର ବିଧାୟକ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ ଏନେଇ…
ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ
ଯାଜପୁର ଅଫିସ/ଯାଜପୁର ରୋଡ୍,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍ଫର୍ମରେ ଉଦ୍ଘାଟନ କରି ଏହି ଅବସରକୁ ଏକ ଐତିହାସିକ ଘଟଣା ବୋଲି ଅଭିହିତ କରିଛନ୍ତି।…
ଅର୍ଚ୍ଚନାଙ୍କ ପାଇଁ ହେବ ସ୍ବତନ୍ତ୍ର ପରୀକ୍ଷା ଗୃହ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଆଇନ ପରୀକ୍ଷା ଦେବେ । ଏ ନେଇ ସେ ଜେଲ୍ ଭିତରେ ଫର୍ମ ଫିଲଅପ୍ କରିଛନ୍ତି। ଫର୍ମକୁ କ୍ୟାପିଟାଲ ଲ’ କଲେଜରେ ଅର୍ଚ୍ଚନାଙ୍କ ଓକିଲ ଦେବାଶିଷ ମହାପାତ୍ର ଦାଖଲ କରିଛନ୍ତି । ଛାତ୍ରୀଛାତ୍ର ଅର୍ଚ୍ଚନାଙ୍କ ସହ…
Archives


