ରାଜ୍ୟ

ବିପଦରେ ପଡ଼ିପାରନ୍ତି ସଚେତନକାରୀ

ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କ ଉପରେ ନଜର ରଖିବାକୁ ସାଧାରଣ ଲୋକ କିମ୍ବା ସତର୍କ ନାଗରିକଙ୍କ ସହଯୋଗ ଲୋଡାଯାଇଛି। ଏଥିପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ନେକ୍ସଟ ଜେନ୍‌ ଏମ୍‌ ପରିବହନ ଆପ୍ଲିକେଶନରେ ‘ସିଟିଜେନ ସେଣ୍ଟିନେଲ’ ନାମକ…

ସମ୍ବାଦ କାର୍ଯ୍ୟାଳୟରେ ଇଓଡବ୍ଲ୍ୟୁ ଚଢ଼ାଉ

ଭୁବନେଶ୍ୱର,୧୯।୯(ସତ୍ୟଜିତ୍‌ ରାଉତ):ଦୈନିକ ଖବରକାଗଜ ‘ସମ୍ବାଦ’ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ସଂସ୍ଥାର ମାନବ ସମ୍ବଳ ଓ ବିତ୍ତ ବିଭାଗ ଅଧିକାରୀଙ୍କ ଜରିଆରେ ଚାପ ପକାଇ, ଚାକିରି ନେଇଯିବାର ଭୟ ଦେଖାଇ ଏବଂ କାଗଜପତ୍ର ଜାଲିଆତି କରି ପ୍ରାୟ ୩୦୦ କର୍ମଚାରୀଙ୍କ ନଁାରେ…

୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧୯ା୯(ଅନିଲ ଦାସ):ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ୧୯ ତାରିଖରୁ ରାଜ୍ୟର ବିଭିନ୍ନ ଭାଗରେ…

ଆନ୍ଦୋଳନରତ ଶିକ୍ଷକ ସଂଘରେ ଫାଟ

ଭୁବନେଶ୍ୱର, ୧୯ା୯ (ଅସମାପିକା ସାହୁ):ଆନ୍ଦୋଳନ ଚଳାଇଥିବା ୧୦ ପ୍ରାଥମିକ ଶିକ୍ଷକ ସଂଘ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ସୋମବାର ଆନ୍ଦୋଳନ ୧୧ ଦିନରେ ପହଞ୍ଚତ୍ଥିବାବେଳେ ଶିକ୍ଷକଙ୍କ ଦାବି ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ ବସିଥିଲା। ହେଲେ ତାହା ଫଳପ୍ରଦ ହୋଇ ନ…

ଭାଜପାରେ ଯୋଗ ଦେଲେ ଅନ୍ୟ ଦଳର ୭ଜଣ କର୍ମୀ

କୁଚିଣ୍ଡା,୧୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଭାଜପା କାର୍ଯ୍ୟାଳୟରେ ସୋମବାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରା ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କୁଚିଣ୍ଡା ବ୍ଲକ କୁଲେଇଗଡ଼ ପଞ୍ଚାୟତର ଅନ୍ୟ ଦଳର ୭ଜଣ…

ନାବାଳିକାଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ

ଜମନକିରା,୧୮ା୯ (ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭଗୀୟ ହାଜତକୁ ପଠାଇ…

ଲଘୁଚାପ ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର,୧୮।୯: ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କି.ମି. ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ୪୮ ଘଣ୍ଟା…

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୮ ଆହତ

ପୁରୀ,୧୮ା୯(ଅଜିତ ମହାନ୍ତି): ପୁରୀ ବାଲିଘାଇ ଛକ ନିକଟରେ ସୋମବାର ବସ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ଦୁର୍ଘଟଣାରେ କାର୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଖୋର୍ଦ୍ଧା…

ବାଉଁଶ ଦେଇଛି ଜୀବିକା

ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବାଉଁଶ ଦେଇଛି ଜୀବିକା, ପାଲଟିଛି ବେସାହାରାଙ୍କ ସାହାରା। ଗାଁର ସୁରକ୍ଷା ବାଡ଼ଠାରୁ ଆରମ୍ଭ କରି ଘର ଛପର, ଘରୋଇ ଉପକରଣ ଓ ସାଜସଜ୍ଜା ସାମଗ୍ରୀଠାରୁ ସହରର ନଭଶ୍ଚୁମ୍ବୀ କୋଠା ନିର୍ମାଣ, ସବୁଥିରେ ବାଉଁଶର ବ୍ୟବହାର ହେଉଛି। ତେଣୁ ଭାରତରେ…

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନଓ୍ବାଡ଼ି କର୍ମୀ

ଭୁବନେଶ୍ୱର,୧୮ା୯(ଅନୁରାଧା ମହାରଣା): ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା ଓ ମିନି ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭତ୍ତା ବୃଦ୍ଧି ସହ ଆଉ କେତେକ ଦାବି ପୂରଣ ନ ହେବାରୁ ପୁଣି ଆନ୍ଦୋଳନ ଧମ ଦେଇଛି ଅଙ୍ଗନଓ୍ବାଡ଼ି କର୍ମଚାରୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚା। ଅକ୍ଟୋବର ୩ରେ ବଡ଼ଧରଣର…

ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ

ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର…

ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା

ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?