ରାଜ୍ୟ

ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା

ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…

କ୍ୟାମ୍ପସରେ ହୋର୍ଡିଂକୁ ନେଇ ବିବାଦ

ଭୁବନେଶ୍ୱର, ୧୮।୯(ଅସମାପିକା ସାହୁ): ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଛାତ୍ର ଯୋଜନା ଓ ଛାତ୍ର ବୃତ୍ତି ସମ୍ବନ୍ଧୀୟ ହୋର୍ଡିଂ ଲଗାଯିବା ନିଷ୍ପତ୍ତିକୁ ବିବାଦ ଦେଖାଦେଇଛି। ଏଭଳି ହୋର୍ଡିଂ ଲଗାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବ ଓ ଡିଗ୍ରୀ…

ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ…

ଭଉଣୀ ଗୀତାଙ୍କ ଶେଷଦର୍ଶନ କଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୯: ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୀତାଙ୍କ ଭାଇ ନବୀନ ପଟ୍ଟନାୟକ। ରବିବାର ଦିଲ୍ଲୀ ଯାଇ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି। ଭଉଣୀଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ନବୀନ କହିଛନ୍ତି। ସୂଚନାଯୋଗ୍ୟ, ଗୀତା…

ବଜ୍ରପାତରେ ଚାଲିଗଲା ୧୩ ଗୋରୁଙ୍କ ଜୀବନ

ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଆରଦା ଗ୍ରାମରେ ରବିବାର ମଧ୍ୟାହ୍ନରେ ବଜ୍ରପାତ ଘଟି ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ବର୍ଷା ହେଉଥିବା ବେଳେ ଗୋରୁପଲ ଏକ ପଡ଼ିଆ ନିକଟରେ ଥିବା ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ…

ପାନବରଜ, କିଆ ଫୁଲ ଚାଷୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର ୧୭।୯ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି…

ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର

ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ସେପ୍ଟେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଶନିବାରରୁ…

ସ୍କ୍ରବ୍‌ ଟାଇଫସ ସଂକ୍ରମଣ: ଅନୁଧ୍ୟାନ କଲେ ବୁର୍ଲା ଡାକ୍ତରଖାନା ଟିମ୍‌

ବରଗଡ଼,୧୭ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍‌ ଟାଇଫସ ସଂକ୍ରମଣ ଯୋଗୁ ୫ଜଣଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ଆଦେଶକ୍ରମେ ଭୀମସାର୍‌, ବୁର୍ଲା ୩ ଜଣିଆ ଟିମ ଶନିବାର ବରଗଡ଼ ଗସ୍ତରେ ଆସି ଏହାର ଅନୁଧ୍ୟାନ କରିଛନ୍ତି।…

ମୁଣ୍ଡ ପିଛା ଆୟ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତ ବିଶ୍ୱର ୫ମ ଅର୍ଥ ବ୍ୟବସ୍ଥା ହେବା ଏକ ‘ପ୍ରଭାବୀ ସଫଳତା’ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ କହିଛନ୍ତି। ହେଲେ ଦେଶର ମୁଣ୍ଡ ପିଛା ଆୟ ମଧ୍ୟ ଏହା ସହ ବଢିବା…

ପୁରସ୍କୃତ ହେଲେ ୪ ଓଡ଼ିଆ

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶନିବାର ଦେଶର ମୋଟ ୮୪ଜଣ ବର୍ଷୀୟାନ କଳାକାରଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ପ୍ରଦାନ କରାଯାଇଛି। ଓଡ଼ିଶାରୁ ୪ କଳାକାରଙ୍କୁ ଏହି ମର୍ଯ୍ୟାଦାଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ…

ଆଜି ପବିତ୍ର ବିଶ୍ବକର୍ମାଙ୍କ ପୂଜା

ଭୁବନେଶ୍ୱର,୧୭।୯: ଆଜି ପବିତ୍ର ବିଶ୍ବକର୍ମାଙ୍କ ପୂଜା । ସବୁ ପର୍ବପର୍ବାଣୀ ପରି ବିଶ୍ବକର୍ମା ପୂଜା ମଧ୍ୟ ପ୍ରାୟ ସବୁ ଶିଳ୍ପାନୁଷ୍ଠାନଗୁଡିକରେ ଧୂମଧାମରେ ପାଳିତ ହେଉଛି । ବିଶ୍ବକର୍ମାଙ୍କ ପୂଜାକୁ ନେଇ ସବୁଠି ଚଳଚଞ୍ଚଳ। ସାରା ରାଜ୍ୟରେ ବିଶ୍ବକର୍ମା ପୂଜାକୁ ନେଇ ଉତ୍ସାହ…

ଲଘୁଚାଷଜନିତ ବର୍ଷା, ବନ୍ୟାରେ ଜନଜୀବନ ଅସ୍ତବ୍ୟସ୍ତ

ଖୁଣ୍ଟୁଣୀ,୧୭ା୯(ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପ ଜନିତ ବର୍ଷାରେ ମହାନଦୀରେ ବନ୍ୟା ଆସିବାରୁ କଟକ ଜିଲାର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଗାଁଗୁଡ଼ିକ ଜଳମଗ୍ନ ହୋଇଯିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ପାଣି ଜମି ରହିଥିବାରୁ କ୍ଷେତରେ ଫସଲ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?