ରାଜ୍ୟ

ରିଅଲ ଇଷ୍ଟେଟ୍‌ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୬ା୯(ସୂର୍ଯ୍ୟକାନ୍ତ ବେହେରା): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍‌ ଓ୍ବାନର ମାଲିକ ତପନ ମହାନ୍ତିଙ୍କୁ ଶନିବାର କାର୍ଯ୍ୟାଳୟକୁ ଡାକି ଜେରା କରିଛି। ଇଓଡବ୍ଲ୍ୟୁର ଜଣେ ମହିଳା ଡିଏସ୍‌ପି ରାଙ୍କର ଅଧିକାରୀଣୀ ତାଙ୍କୁ…

ନେତାଜୀ ବସ୍‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ,୧୬ା୯: କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ ଲୋକାର୍ପଣ କରିଛନ୍ତି। ସହରର ଗମନାଗମନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ଏବଂ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବସ୍‌ ଟର୍ମିନାଲର ଆଜି ଶୁଭ…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ : ଇଆସି

ଭୁବନେଶ୍ୱର,୧୬।୯: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । କିନ୍ତୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ତଳିଆ ଅଞ୍ଚଳରେ ପାଣି ପଶିଛି । ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟରେ ରଖାଯାଇଛି। ଲଗାତର ଭାବେ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ମଧ୍ୟ…

ଘୁଞ୍ଚିଲା ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୬।୯: ଦିନକ ପାଇଁ ଘୁଞ୍ଚିଲା ବାଚସ୍ପତି ନିର୍ବାଚନ । ନୂଆଁଖାଇକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସେପ୍ଟେମ୍ବର ୨୧ରେ ବାଚସ୍ପତି ନିର୍ବାଚନ ପାଇଁ ସରକାର ପୂର୍ବର ତାରିଖ ଘୋଷଣା କରିଥିଲେ। ତେବେ ଏହାକୁ ୨୨ ତାରିଖକୁ…

ଚାକିରି ଆଳରେ ଠିକାଦାରଙ୍କୁ ୩.୬୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ହନିଟ୍ରାପ୍‌ କୁଇନ୍‌ ଇରାନୀଙ୍କ ଗ୍ୟାଙ୍ଗ୍‌ ବିଷୟରେ ତମାଣ୍ଡୋ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଇରାନୀ କେବଳ ପ୍ରେମ ଜାଲରେ ଫସାଉ ନ ଥିଲେ, ସେ ଚାକିରି ଆଳରେ ମଧ୍ୟ ଏକାଧିକ ଲୋକଙ୍କୁ ଠକିଛନ୍ତି। ଶୁକ୍ରବାର ସ୍ଥାନୀୟ ଅଞ୍ଚଳର…

ବେଳାଭୂମି ସଫେଇରେ ସମର୍ପିତ ଦୁଇ ଯୁବକ

ଭୁବନେଶ୍ୱର, ୧୬ା୯(ଅସମାପିକା ସାହୁ): ପ୍ରତିବର୍ଷ ସେପ୍ଟେମ୍ବର ତୃତୀୟ ଶନିବାରକୁ ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା ଦିବସ ଭାବେ ପାଳନ କରାଯାଉଛି। ବେଳାଭୂମି ସହ ସମୁଦ୍ରକୁ ପ୍ରଦୂଷଣରୁ ସୁରକ୍ଷା ଦେବା ପାଇଁ ଲୋକଙ୍କ ମଧ୍ୟରେ ସୃଷ୍ଟି କରିବା ହେଉଛି ଏହି ଦିବସ ପାଳନର ମୁଖ୍ୟ…

ରାଜ୍ୟରେ ଡେଙ୍ଗୁ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୬ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଜ୍ୱର ହେଲେ ଲୋକଙ୍କୁ ଡେଙ୍ଗୁ ଭୟ ଘାରୁଛି। ଘରେ ଘରେ ଜ୍ୱର ବ୍ୟାପୁଥିବାବେଳେ ଡାକ୍ତରଖାନାରେ ଭିଡ଼ ଜମୁଛି। ଟିକେଟ କାଉଣ୍ଟରଠାରୁ ଆରମ୍ଭ କରି ଡାକ୍ତରଙ୍କ ଚାମ୍ବର ଓ…

କାରିଗରଙ୍କ ପାଇଁ ‘ବିଶ୍ୱକର୍ମା ଯୋଜନା’ ଆରମ୍ଭ କରିବ କେନ୍ଦ୍ର: ପ୍ରତାପ

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): କାରିଗରମାନେ ସମାଜର ସୌନ୍ଦର୍ଯ୍ୟକରଣ କରୁଛନ୍ତି। କିନ୍ତୁ ତାଙ୍କ ବିଷୟରେ କେହି ଚିନ୍ତାକରୁ ନ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଶ୍ୱକର୍ମା ଯୋଜନା’ର ଘୋଷଣା କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଞ୍ଚଳର ପାରମ୍ପରିକ କାରିଗର…

ବାଚସ୍ପତି ନିର୍ବାଚନ ବର୍ଜନ କରିବ ଭାଜପା: ନାଉରୀ

ସମ୍ବଲପୁର,୧୬ା୯ (ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ପରଦିନ ଅର୍ଥାତ୍‌ ସେପ୍ଟେମ୍ବର ୨୧ରେ ସରକାର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଭାବାବେଗ ସହିତ ଜଡିତ ଏହି ପର୍ବକୁ ଲୋକେ ଉତ୍ସାହର ସହ ପାଳନ…

୩ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ

ଭୁବନେଶ୍ୱର, (ଅଭିଜିତ ଦାସ)/ବଲାଙ୍ଗୀର (ବୀରେନ୍ଦ୍ର ଝାଙ୍କର) /ବରଗଡ (ପ୍ରେମାନନ୍ଦ ଖମାରୀ) /ସୁନ୍ଦରଗଡ,୧୬।୯ (ଜୟ ନାରାୟଣ ମେଣ୍ଡୁଳି): ରାଜ୍ୟରେ ଏବେ ଡେଙ୍ଗୁ ସହ ଚିନ୍ତା ବଢ଼ାଇଛି ସ୍କ୍ରବ୍‌ ଟାଇଫସ୍‌। ଗତ କିଛିଦିନ ହେବ ଚିଗର ନାମକ ବିଷାକ୍ତ ପୋକ କାମୁଡାରୁ ଏହି ସ୍କ୍ରବ…

୭ ଘଣ୍ଟା ଉପାସ ରହିଲେ ମହାପ୍ରଭୁ

ପୁରୀ,୧୬ା୯(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ ଘଟିଛି। ଏପରିକି ଦୁଇଥର ବଡ଼ ମହାସ୍ନାନ କରାଯାଇଛି। ଫଳରେ ଦାରୁଦିଅଁଙ୍କୁ ଦୀର୍ଘ ୭ଘଣ୍ଟା ଉପବାସ ରହିବାକୁ ପଡ଼ିଛି। ସେହିପରି ଜଗତ ଠାକୁରଙ୍କ ଦର୍ଶନ ଓ ମହାପ୍ରସାଦ ନ ପାଇ ଅନେକ ଭକ୍ତଙ୍କୁ…

ନିର୍ଦ୍ଧାରିତ ସମୟରେ କାଗଜାତ ନ ଦେଲେ ଦଣ୍ଡିତ ହେବେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ବେସାମରିକ ସେବା (ପେନ୍‌ସନ) ନିୟମାବଳୀ, ୧୯୯୨ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଦ୍ୱାରା ଅବସର ନେଉଥିବା ସରକାରୀ କର୍ମଚାରୀଙ୍କ ଚୂଡ଼ାନ୍ତ ପେନ୍‌ସନ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି। ସରକାରୀ କର୍ମଚାରୀ ଅବସର ତାରିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?