ରାଜ୍ୟ

ଚିକିତ୍ସିତ ହୋଇ ଫେରିବା ବାଟରେ ଦୁର୍ଘଟଣା: ୪ ମୃତ

ପଟ୍ଟାମୁଣ୍ଡାଇ/ଆଳି,୧୬ା୯ (କଳ୍ପତରୁ ନାୟକ/ବନମାଳୀ ସେନାପତି): ଏମିତି ବି ଆସେ ମୃତ୍ୟୁ। ଚାହୁଁ ଚାହୁଁ ଚାଲିଗଲା ଅକାଳରେ ୨ ପରିବାରର ୪ ଜୀବନ। ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲରେ ଚିକିତ୍ସା କରାଇ ଆମ୍ବୁଲାନ୍ସରେ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋରଠାରେ ରାସ୍ତାରେ ଠିଆ ହୋଇଥିବା ତେଲ…

ସୃଷ୍ଟି ହେବ ୧୨୭୩ ଇଞ୍ଜିନିୟରିଂ ପଦବୀ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସ ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସରେ ୧୨୭୩ଟି ନୂଆ ପଦବୀ ସୃଷ୍ଟି ହେବ। ପୂର୍ତ୍ତ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସରେ କ୍ୟାଡର…

ସାରା ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ୍‌ କରିଛନ୍ତି। ଗ୍ରାମାଞ୍ଚଳ ପରିବହନ, ମହିଳା ସଶକ୍ତୀକରଣ, କୃଷି, ଜଳସେଚନ, ପାନୀୟ ଜଳ ଓ…

ଧରାପଡ଼ିଲେ ୬ ଶିକାରୀ: ପିସ୍ତଲ, ଭାଲୁ ନଖ ଜବତ

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବନ୍ୟପ୍ରାଣୀଙ୍କ ବେଆଇନ କରବାର କରୁଥିବା ଅଭିଯୋଗରେ ବରଗଡ଼ ବନ ବିଭାଗ ଭଟଲି ଫରେଷ୍ଟ ରେଞ୍ଜ କର୍ମଚାରୀ ଶୁକ୍ରବାର ୬ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି । ସେମାନେ ହେଲେ ବାଲେଶ୍ବର ଜିଲା ଚାନ୍ଦିପୁରର ମନୋରଞ୍ଜନ ନନ୍ଦ(୨୪), ସଞ୍ଜୟ ଦାଶ(୩୮), ବରଗଡ଼…

ଶିଶୁ ଅପହରଣ, ହତ୍ୟା ମାମଲାର ରାୟ ପ୍ରକାଶ: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଓ ଦୌରା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଶୁକ୍ରବାର ବହୁଚର୍ଚ୍ଚିତ ୧ ବର୍ଷର ଶିଶୁ ଅପହରଣ ଏବଂ ହତ୍ୟା ମାମଲାର ୯ ବର୍ଷ ପରେ ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ…

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ଶେଷସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ଟେଣ୍ଡର

ଭୁବନେଶ୍ୱର,୧୫ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସମ୍ପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଶୁକ୍ରବାର…

କାର୍ଯ୍ୟ ଦିବସ ନଷ୍ଟକଲେ ଭରଣା କରିବ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୩ ଦଫା ଦାବି ନେଇ ସେପ୍ଟେମ୍ବର ୮ରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏଥିଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଗଭୀର ଭାବେ ପ୍ରଭାବିତ ହୋଇଛି।…

ଓଡ଼ିଶାର ଏମ୍‌ପି, ବିଧାୟକଙ୍କ ନାମରେ ୩୨୩ ମାମଲା ବିଚାରାଧୀନ

ନୂଆଦିଲ୍ଲୀ,୧୫ା୯:ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ମାମଲା ୫ ବର୍ଷରୁ ଊର୍ଦ୍ଧ୍ୱ ବିଚାରାଧୀନ ରହିବାରେ ଦେଶର ଶୀର୍ଷ ୩ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ଏହି ରାଜ୍ୟରେ ଆଇନ ପ୍ରଣେତାମାନଙ୍କ ବିରୋଧରେ ୩୨୩ ମାମଲା ୫ ବର୍ଷରୁ ଅଧିକ ସମୟ ହେଲା ବିଚାର…

ଆଜି କ୍ୟାବିନେଟ୍‌, ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଆସନ୍ତା…

ବଲିଉଡ୍‌ ଷ୍ଟାର ଗୋବିନ୍ଦାଙ୍କୁ ଜେରା କରିବ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୫।୯(ସୂର୍ଯ୍ୟକାନ୍ତ ବେହେରା): ଏସ୍‌ଟିଏ ଟୋକନ କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ବଲିଉଡ ଷ୍ଟାର୍‌ ଗୋବିନ୍ଦାଙ୍କୁ ସମନ…

ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୯(ସତ୍ୟଜିତ୍‌ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍‌ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…

୨୦୨୭ ସୁଦ୍ଧା ଫାଇଲେରିଆମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର,୧୫ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁର ପ୍ରକୋପ ଥିବାବେଳେ ପାଖାପାଖି ୬୦ ପ୍ରତିଶତ ଲୋକ ଫାଇଲେରିଆ ରୋଗରେ ଆକ୍ରାନ୍ତ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୦୨୭ ମସିହା ସୁଦ୍ଧା ରାଜ୍ୟରେ ଫାଇଲେରିଆ ରୋଗକୁ ନିର୍ମୂଳ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?