ରାଜ୍ୟ

ଜୟନାରାୟଣଙ୍କୁ ଗୋଡ଼ାଉଛି ୫-ଟି ଭୟ: ବିଜେଡି

ଭୁବନେଶ୍ୱର,୯ା୯(ଅନିଲ ଦାସ): ଓଡ଼ିଶା ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ ୫-ଟି ଭୂତ ଗୋଡ଼ାଉଛି। ଯେଉଁଠାରେ ସେ ଏହାକୁ ଦେଖୁଛନ୍ତି ସେଠାରେ ଖାଲି ୫-ଟି ଜପ କରୁଛନ୍ତି। ସେ କିଡ୍‌ନୀ ଏବଂ ମାନସିକ ସମସ୍ୟାର ଚିକିତ୍ସା ପାଇଁ ଯାଇଥିଲେ। ତାଙ୍କର କିଡ୍‌ନୀ ଚିକିତ୍ସା…

ପରିବା ବିକି ଅଭିନବ ପ୍ରତିବାଦ

ଭୁବନେଶ୍ୱର,୯।୯ (ଅନୁରାଧା ମହାରଣା): ଫାର୍ମାସିଷ୍ଟ ପଦବୀ ଏବଂ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀ ପୂରଣ ଦାବିରେ ଓଡିଶା ପଞ୍ଜୀକୃତ ଫାର୍ମାସିଷ୍ଟ ମହାସଂଘ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ଓଡ଼ିଶାର ସମସ୍ତ ୪୫ହଜାର ପଞ୍ଜୀକୃତ ଫାର୍ମାସିଷ୍ଟ ଏବଂ ୨୧ହଜାର ଫାର୍ମାସି ଛାତ୍ରୀଛାତ୍ରଙ୍କୁ ନେଇ…

୧୪ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୯ା୯(ଅନିଲ ଦାସ): ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୧୪ ତାରିଖରେ ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଉପକୂଳ ସମେତ ରାଜ୍ୟର ବିିଭିନ୍ନ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା…

ତାଳଗଛ କରିବ ବଜ୍ରପାତ ମୁକାବିଲା

ଭୁବନେଶ୍ୱର,୯ା୯(ଅନିଲ ଦାସ): ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବଜ୍ରପାତଜନିତ ମୃତ୍ୟୁକୁ ହ୍ରାସ କରିବାକୁ ରାଜ୍ୟରେ ବହୁ ପରିମାଣରେ ତାଳଗଛ ଲଗାଯିବ। ଗ୍ରାମାଞ୍ଚଳରେ ବହୁ ପରିମାଣରେ…

୨ ବିଦ୍ୟାଳୟରେ ପାଳିକରି ହିନ୍ଦୀ ପଢ଼ାଉଛନ୍ତି ଜଣେ ଶିକ୍ଷକ

ଭୁବନେଶ୍ୱର,୯।୯(ଅନୁରାଧା ମହାରଣା): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଉଛି। ବିଦ୍ୟାଳୟ ରୂପାନ୍ତରୀକରଣରେ ଆଖିବୁଜା ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଖୋଦ୍‌ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ବିଦ୍ୟାଳୟରେ ଶିକ୍ଷକ ଓ ଅଣଶିକ୍ଷକ…

ଖୋର୍ଦ୍ଧାରେ ହେବ ଓଡ଼ିଶା ପାଇକ ଏକାଡେମୀ

ଭୁବନେଶ୍ୱର,୯ା୯(ଅନିଲ ଦାସ): ଖୋର୍ଦ୍ଧା ଜିଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଶୁକ୍ରବାର ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୂହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ…

ପ୍ରାକ୍ତନ ବିଏସ୍‌ଏଫ୍‌ ଯବାନଙ୍କୁ ଗୁଳିକରି ହତ୍ୟା

ରାଉରକେଲା,୮।୯(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଅଧୀନ କଦମଡିହି ଅଞ୍ଚଳରେ ଜଣେ ପ୍ରାକ୍ତନ ବିଏସ୍‌ଏଫ୍‌ ଯବାନଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସୁଖଲାଲ ପୂର୍ତ୍ତି। ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା…

ଜଳପ୍ରପାତରେ ବୁଡି ନିଖୋଜ ଥିଲେ: ମିଳିଲା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ

କୁଚିଣ୍ଡା,୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ମହୁଲପାଲି ଥାନା ଅଧୀନ ଗୁଦ୍‌ଗୁଦା ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ ୨୪ଘଣ୍ଟା ପରେ ଶୁକ୍ରବାର ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ସାଇନଗର ଗ୍ରାମର…

ଯୁବକଙ୍କୁ ହାଣି ହତ୍ୟା: ମୃତକଙ୍କ ନାଁରେ ରହିଛି ଆପରାଧିକ ମାମଲା

ବଡବିଲ,୮।୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଦାମୁହଟିଂ ସ୍ଥିତ ଭୂୟାଁ ସାହିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଦାମୁହଟିଂ ଅଞ୍ଚଳରେ ରହୁଥିବା ମହେନ୍ଦ୍ର ମହାକୁଡ଼ ଓରଫ ମୁନ୍ନା (୩୫)। କେତେକ ଦୁର୍ବୃତ୍ତ ମହେନ୍ଦ୍ରଙ୍କ ମୁଣ୍ଡକୁ…

୧୨ରେ ପୁଣି ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୮।୯: ରାଜ୍ୟରେ ଧୀରେ ଧୀରେ ଲଘୁଚାପ ଦୁର୍ବଳ ହୋଇଛି । ତେବେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱର ସମେତ ଢେଙ୍କାନାଳ, ବାରିପଦା, କଟକ ଭଳି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇଛି ।…

କଂଗ୍ରେସରୁ ସୁର ରାଉତରାୟଙ୍କ ପୁଅଙ୍କୁ ନିଲମ୍ବିତ

ଭୁବନେଶ୍ୱର,୮।୯: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ମନ୍ମଥ ରାଉତରାୟଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ନିଲମ୍ବିତ କରାଯାଇଛି। ଏ ନେଇ ଓ ପ୍ରଦେଶ କଂଗ୍ରେସ ଡିସିପ୍ଲିନାରୀ ଆକ୍ସନ କମିଟି…

ବାତ୍ୟା, ବଜ୍ରପାତର ହେବ ଠିକ୍‌ ନିରୂପଣ

ବାଲେଶ୍ୱର ଜିଲା ଚାନ୍ଦିପୁର ନିକଟସ୍ଥ ହିଡ଼ିଗାଁ ଅଞ୍ଚଳରେ ନିର୍ମାଣ ଚାଲିଛି ‘ଡପ୍‌ଲର ରାଡାର ଷ୍ଟେଶନ’। ଏହା ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହେଲେ ବଜ୍ରପାତ ପୂର୍ବରୁ ଠିକ୍‌ ଭାବେ ସ୍ଥାନ ନିରୂପଣ ସହିତ ବାତ୍ୟାକୁ ଟ୍ରାକ୍‌ କରିବାରେ ସହାୟକ ହେବ। ଫଳରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?