ହାତୀଛୁଆର ମୃତଦେହ ଉଦ୍ଧାର
ରାଇକିଆ,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାରବା ରେଞ୍ଜ ଅନ୍ତର୍ଗତ ଖମନଖୋଲ ଗ୍ରାମ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆର ମୃତ୍ୟୁ ନେଇ କାରଣ ଅସ୍ପଷ୍ଟ ରହିଛି। ବୁଧବାର ସକାଳୁ ଛୁଆ ହାତୀର ମୃତଦେହ ପଡ଼ିଥିବା ନେଇ ବନ…
କମ୍ପୁଛି ବାରବାଟୀ: ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବ ଆରମ୍ଭ
କଟକ ଅଫିସ,୧୧ା୧: ବୁଧବାର ହକି ବିଶ୍ୱକପ ଉଦ୍ଘାଟନୀ ଉତ୍ସବ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଜି କମ୍ପିଛି ବାରବାଟୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ହକି ମହାକୁମ୍ଭର ଉଦ୍ଘାଟନ କରିଛନ୍ତି। ବଲିଉଡ୍ ସୁପରଷ୍ଟାର ରଣବୀର ସିଂ,…
ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା, ଜଗବନ୍ଧୁ ,ଖଗେଶ୍ୱର
ଭୁବନେଶ୍ୱର,୧୧।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲାରେ ବୁଧବାର କୋର୍ଟରେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ହାଜର ହେବେ । ଭୁବନେଶ୍ୱର ଜିଲା ଓ ଦୌରାଜଜଙ୍କ କୋର୍ଟରେ ସେମାନେ ହାଜର ହେବା ନେଇ ସୂଚନା ମିଳିଛି । ପୂର୍ବ ତାରିଖରେ…
ହକି ବିଶ୍ବକପ ଉଦଘାଟନୀ ଉତ୍ସବ: ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍
ଭୁବନେଶ୍ୱର,୧୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ବକପ ଉଦ୍ଘାଟନୀ ଉତ୍ସବରେ ଯୋଗ ଦେବାକୁ ଟୁଇଟ୍ କରିଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ଐତିହାସିକ ବାରବାଟୀ ଷ୍ଟାଡିୟମରେ ଉଦଘାଟନୀ ଉତ୍ସବ ହେବ । ଦର୍ଶକ ଓ ଖେଳାଳିଙ୍କ ପାଇଁ ି ମନୋରଂଜନ କାର୍ଯ୍ୟକ୍ରମର…
ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି
ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍ଏଚ୍ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…
ପିଏମ୍ଜିକେଏଓ୍ବାଇ ବନ୍ଦ ନେଇ କେନ୍ଦ୍ରକୁ ଟାର୍ଗେଟ କଲା କଂଗ୍ରେସ
ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ରର ମୋଦି ସରକାର ଜାନୁୟାରୀ ୨୦୨୩ରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଉଚ୍ଛେଦ କରିବାର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏହି ଯୋଜନାରେ ଏପ୍ରିଲ-୨୦୨୦ରୁ ପ୍ରତ୍ୟେକ ‘ଜାତୀୟ ଖାଦ୍ୟ ନିରାପତ୍ତା ଆଇନ’ର ହିତାଧିକାରୀମାନେ ପ୍ରତି ମାସରେ ମୁଣ୍ଡ ପିଛା ୫…
ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ
ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କାର୍ଯ୍ୟାଳୟ ସମେତ ସମ୍ବଲପୁର ବୁର୍ଲାସ୍ଥିତ ବାସଭବନ, ବଲାଙ୍ଗୀରର…
ଏସ୍ଏଚ୍ଜିକୁ ସୁଧ ଛାଡ଼ ଶ୍ରେୟ କେନ୍ଦ୍ରର: ଭାଜପା
ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ସମସ୍ତ ଜନକଲ୍ୟାଣ ଯୋଜନାକୁ ରାଜ୍ୟ ସରକାର ନିଜ ଯୋଜନା କହି ସଂଘୀୟ ବ୍ୟବସ୍ଥାର ଅସମ୍ମାନ କରୁଛନ୍ତି। ଏହା ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କରୁଛି । କେନ୍ଦ୍ର ସରକାର ରାଜ୍ୟକୁ କୋଟି କୋଟି ଟଙ୍କା ଅର୍ଥ ଯୋଗାଉଛନ୍ତି…
କାହାଣୀ ଦୁନିଆରେ ହଜିବ ମନ
ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା ନୁହେଁ, ବଡ଼ ଲୋକମାନେ ମଧ୍ୟ କାଳ୍ପନିକ କାହାଣୀ ଦୁନିଆରେ ନିଜକୁ ସାମିଲ କରିବେ। କାରଣ…
ସିସିଟିଭି ନଜରରେ ରାଜଧାନୀ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ବୁଧବାର କଟକରେ…
୪ ଛୁଆ ଜନ୍ମଦେଲା ସିଂହୀ ରେୱା
ବାରଙ୍ଗ,୧୧।୧(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ମଙ୍ଗଳବାର ସିଂହୀ ରେୱା ପ୍ରଥମଥର ମା’ ହୋଇଥିବା ବେଳେ ୪ଟି ଛୁଆକୁ ଜନ୍ମ ଦେଇଛି। ହେଲେ ଜନ୍ମଦେବାର କିଛି ସମୟ ମଧ୍ୟରେ ନବଜାତକ ଛୁଆଙ୍କୁ ମା’ସ୍ନେହରୁ ବଞ୍ଚତ୍ତ ହେବାକୁ ପଡିଛି। ମା’ ରେୱା ଜନ୍ମ ଦେଇଥିଲେ…
ଜଗତ୍ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ
ଜଗତ୍ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ ୨୦୬୨ଟି ପକ୍ଷୀ ଚିହ୍ନଟ ହୋଇଛନ୍ତି। କଟକ ବନଖଣ୍ଡ ଏସ୍ଟିଏଫ୍ ସୌଭାଗ୍ୟ କୁମାର ସାହୁ…
Archives


