ଶ୍ୱଶୁରଙ୍କୁ ହତ୍ୟା: ଜ୍ୱାଇଁଙ୍କୁ ଆଜୀବନ ଜେଲ୍
ବାରିପଦା ଅଫିସ,୧୨ା୧- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍(୧) କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସୁରେଶ ଚନ୍ଦ୍ର ପ୍ରଧାନ ମାମଲାର ବିଚାର କରି ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…
ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ
ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ହକି ବିଶ୍ୱକପ୍: ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଜଜାନୁୟାରୀ ୧୩ ଅର୍ଥାତ୍ ଶୁକ୍ରବାରଠୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱରରେ ୮୧ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ। ୧୩ ଏଡିସିପି, ୩୩ ଏସିପି, ୬୨…
ରାଜ୍ୟରେ କମିବ ଶୀତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବ-ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି। ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ପାଇବା ସହ ଶୀତ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଓବିସିରେ ୨୦ ଜାତି ସାମିଲ ସୁପାରିସ
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଓବିସିରେ ସାମିଲ ପାଇଁ ୨୦ ଜାତିକୁ ଚିହ୍ନଟ କରାଯାଇଛି। ଏନେଇ ରାଜ୍ୟ ଓବିସି କମିଶନ ସଦସ୍ୟା ମିତାଲି ଚିନାରା ସୂଚନା ଦେଇଛନ୍ତି। ଭୁଲ ବନାନ ଯୋଗୁ ବହୁ ଜାତି ପଛୁଆ ବର୍ଗ ତାଲିକାରୁ ବାଦ୍ ପଡ଼ିଛନ୍ତି। ୨୦ ଜାତିକୁ ଚିହ୍ନଟ…
ଶ୍ରଦ୍ଧାଞ୍ଜଳିଙ୍କୁ ସମନ
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଲେଡି ବ୍ଲାକ୍ ମେଲର ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ହାଜର ହେବା ପାଇଁ କୋର୍ଟ ସମନ ଜାରି କରିଛନ୍ତି। ଆସନ୍ତା ୨୪ ତାରିଖରେ ଶ୍ରଦ୍ଧାଞ୍ଜଳି ବ୍ୟକ୍ତିଗତ ଭାବେ ହାଜର ହେବାକୁ ଜିଲା ଓ ଦୌରାଜଜ୍ କୋର୍ଟଙ୍କ ପକ୍ଷରୁ ସମନ…
ଏନ୍ଆଇଟି, ଆଇଆଇଆଇଟି ନାମଲେଖା ପାଇଁ ନୂଆ ଗାଇଡ୍ଲାଇନ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଏନ୍ଆଇଟି, ଆଇଆଇଆଇଟି ଏବଂ ସିଏଫ୍ଟିଆଇରେ ନାମଲେଖା ପାଇଁ ନୂଆ ଗାଇଡ୍ଲାଇନ ଆଣିଛି। ନୂଆ ନିୟମାନୁସାରେ, ଦ୍ବାଦଶ ପରୀକ୍ଷାରେ ୭୫ ପ୍ରତିଶତ ନମ୍ବର ରଖିଥିଲେ ନାମଲେଖା ପାଇଁ ଅନୁମତି ମିଳିବ। ଏହାଛଡ଼ା ଦ୍ବାଦଶ ପରୀକ୍ଷାରେ ଟପ୍…
ବିପଦରେ ପାରାଦୀପ ଭ୍ୟୁ ଟାୱାର
ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା ହେବାରେ ଲାଗିଛି। ଏପରିକି ମୁହାଣ ପଥରବନ୍ଧଠାରୁ ମାଛଧରା ବନ୍ଦର ପର୍ଯ୍ୟନ୍ତ ନଦୀ ତଟ…
ଟିମ୍ ପ୍ରାଇଡ୍କୁ ପ୍ରଶଂସା, ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା
ଭୁବନେଶ୍ୱର, ୧୨।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟ ଓ ଭୁବନେଶ୍ୱର କରିବା ପାଇଁ ବିଡିଏ, ବିଏମ୍ସି ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମିଳିତ ପଦକ୍ଷେପ ନିଆଯାଇଛି। ଏଥିପାଇଁ ‘ଟିମ୍ ପ୍ରାଇଡ୍’ ବା ପାର୍ଟି ଫର୍ ରେଗୁଲାର୍ ଇମ୍ପ୍ରୁଭ୍ମେଣ୍ଟ ଆଣ୍ଡ୍ ଡିସିପ୍ଲିନ୍ ଥ୍ରୁ…
ଓଏଏସ୍ ସ୍ତରରେ ଅଦଳବଦଳ: ଶ୍ବେତ କୁମାର ଦାଶ ବିଡିଏ ଯୁଗ୍ମ ଆୟୁକ୍ତ (ଇଷ୍ଟେଟ)
ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ (ପ୍ରଶାସନ)…
ଷ୍ଟେଟ୍ ଫୋରେନ୍ସିକ୍ ଲାବ୍ର ତଥ୍ୟରେ ଇଡି ଅସନ୍ତୁଷ୍ଟ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ବେଆଇନ ଅର୍ଥ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଅଧିକ ତଦନ୍ତ କରାଯାଉଛି। ବୁଧବାର ଅର୍ଚ୍ଚନା, ଜଗବନ୍ଧୁ…
ଧବଳେଶ୍ୱରଙ୍କ ପୀଠକୁ ଯିବା ପ୍ରତିବନ୍ଧକ ହଟିଲା
ଖୁଣ୍ଟୁଣୀ,୧୨ା୧(ଡି.ଏନ୍.ଏ.): କଟକ ଜିଲା ଧବଳେଶ୍ୱରଙ୍କ ପୀଠକୁ ଯିବାକୁ ଏଣିକି ସମସ୍ତ ପ୍ରତିବନ୍ଧକ ହଟିଛି। ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟରେ ମଞ୍ଚେଶ୍ୱରର ପାଇକେରାପୁର ମହାନଦୀ ତୁଠଠାରୁ ଧବଳେଶ୍ବର ପର୍ଯ୍ୟଟନ କମ୍ୟୁନିଟି କେନ୍ଦ୍ର ଯାଏ ଦୀର୍ଘ ୨ କିମିରୁ ଊର୍ଦ୍ଧ୍ୱ ବାଲିରେ ନିର୍ମିତ…
Archives


