ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍
ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ ଲକ୍ଷ୍ମୀନାରାୟଣପୁର ଗ୍ରାମର ପ୍ରେମିକ ଦିବାକର ଦୋରା ସହ ନିୟମିତ ବ୍ୟବଧାନରେ ଶାରୀରିକ ସମ୍ପର୍କ…
ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…
ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ସାମଲ କହିଛନ୍ତି ଯେ, ରାଜ୍ୟର ଭାଜପା ସରକାର…
ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ମନମୋହନ ସାମଲ କହିଲେ…
ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ କରାଯିବ। ନୂଆ ସଫ୍ଟଓୟାର ଲାଗୁ ହେବାରୁ ଗତ ଦୁଇ…
୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ
ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ ବ୍ରିଜ୍ ଉପରେ ଅଟକି ଯାଇଥିଲେ। ତେବେ ବ୍ରିଜ୍ ଉପରେ ଇଭୟ ଫଟୋ ଉଠାଇବା…
ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ
ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ ଅଧେଖାଙ୍କୁ ପୋଲିସ ଗିରଫ କରିଥିବା ବେଳେ, ଏସ୍ପି ପକ୍ଷରୁ ପ୍ରେସମିଟ୍ରେ ଏହା ସମ୍ବନ୍ଧୀୟ…
ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି ମାମୁଘର ଗାଁରେ ଏକ ଯୁବତୀ ଫାଶୀ ଲଗାଇଥିବା ଦେଖିବାକୁ ମିଳୁଛି। ଖବର ପାଇ…
ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ
ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇ କଟକ DCP ଅଫିସକୁ ପଠାଯାଇଛି। ଏହି ଘଟଣା…
ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବର୍ଷିଥିଲେ। ଏହି ଅବସରରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ମହାକାଳପଡ଼ା…
କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ
ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି ସୃଷ୍ଟି ହୋଇଛି। ଭଞ୍ଜନଗରର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ମଧ୍ୟ ଲକ୍ଷାଧିକ ଟଙ୍କାର…
ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ
ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ ଲୁଟ କରିବା ସହିତ ବଳାତ୍କାର କରାଯାଇଛି। ଏହି ଅପରାଧ କରିବା ସହିତ ଦୁଇ…
କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି
କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି କ୍ଷତି ହୋଇନାହିଁ। ଜଣେ ବ୍ୟକ୍ତିଙ୍କୁ ଗୁଳି ଚଳାଇବା ସନ୍ଦେହରେ ପୋଲିସ ଉଠାଇ ନେଇଛି।…
ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର
ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ ନିଶା ଦେଇ ଗଣବଳାତ୍କାର କରାଯାଇଥିବା ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ ହୋଇଛି। ଯୁବତୀଙ୍କ ଅଭିଯୋଗକୁ…

