ରାଜ୍ୟ

୬ ଦିନ ହେଲା ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଟେନ୍‌ସା,୨ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ପଞ୍ଚାୟତ କଳମଙ୍ଗ ଗ୍ରାମର ଦେବେନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୁରା ନାଏକ(୪୫) ଗତ ୨୭ ତାରିଖରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପରିବାର ଲୋକେ ତାଙ୍କର କୌଣସି ସନ୍ଧାନ…

ବର୍ଷାରେ ବିଗିଡ଼ିଲା ରାଜଧାନୀ ସ୍ଥିତି

ଭୁବନେଶ୍ୱର, ୨।୯ (ବନ୍ଦନା ସେଠୀ): ଶୁକ୍ରବାର ଦିନତମାମ ପାଗ ଖରାଟିଆ ଥିଲା। ଏପରି କି ଗରମ ମଧ୍ୟ ଅନୁଭୂତ ହେଉଥିଲା। ପରେ ଅପରାହ୍ନରୁ ପାଗ ଆଂଶିକ ମେଘୁଆ ରହିବା ସହ କାଁ ଭାଁ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇଥିଲା। ହେଲେ ସନ୍ଧ୍ୟାରେ…

ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ର ଟିଜର ରିଲିଜ୍‌

ପୁରୀ,୨ା୯(ଅଜିତ ମହାନ୍ତି): ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ ଆସନ୍ତା ଗଣେଶ ପୂଜାରେ ରିଲିଜ୍‌ ହେବାକୁ ଯାଉଛି। ଶୁକ୍ରବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏହି ଚଳଚ୍ଚିତ୍ରର ଟିଜର ମୁକ୍ତିଲାଭ କରିଛି। ଦୀପଦାନ ପୂର୍ବକ ‘ପୁଷ୍କରା’ର ସଫଳତା କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ…

କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାରେ ସାଇ ସୁକନ୍ୟା

ଭଦ୍ରକ, ୨ା୯ (ସନାତନ ରାଉତ): ଭାବର ଠାକୁର କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ସାଇ ସୁକନ୍ୟା। ଜଗନ୍ନାଥ ଓ ବଳଭଦ୍ରଙ୍କୁ ନିଜର ବଡ଼ଭାଇ ମାନି ତିହିଡ଼ି ବ୍ଲକ ବାମନବିନ୍ଧା ଗ୍ରାମର ସଞ୍ଜୟ ମହାନ୍ତିଙ୍କ…

କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇଁ ବିଜ୍ଞପ୍ତି

ନୟାଗଡ଼,୨ା୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କଣ୍ଟିଲୋର କଣ୍ଟେଇମୁଣ୍ଡି ବାଇଗଣ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିପାରିିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜିଓଗ୍ରାଫିକାଲ୍‌ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମାନ୍ୟତା ପାଇଁ ଅଗଷ୍ଟ ୩୧ ଗୁରୁବାର ଜର୍ନାଲ ନଂ. ୧୭୮ରେ ପବ୍ଲିକ…

୨ରୁ ୮ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨ା୯(ଅନିଲ ଦାସ): ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏଭଳି ସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା…

୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧ା୯(ଅନିଲ ଦାସ)-ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏମିତି ପରିସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା…

ପିଜି ଚତୁର୍ଥ ପର୍ଯ୍ୟାୟ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୧।୯(ଅସମାପିକା ସାହୁ) : ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡିକରେ ଚତୁର୍ଥ ପର୍ଯ୍ୟାୟ ପିଜି ନାମଲେଖା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ମନୋନୀତ ଛାତ୍ରୀଛାତ୍ର ଆସନ୍ତା ୪ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ତେବେ ରବିବାର ଦିନ…

ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା

ତାଳଚେର,୧ା୯(ମନୋଜ ନନ୍ଦ): ତାଳଚେର ବ୍ଲକ ଅନ୍ତର୍ଗତ ନନ୍ଦିରା ଛକସ୍ଥିତ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ କାର୍ଯ୍ୟାଳୟ ଗେଟ୍‌ ନିକଟରେ ଏକ ବମ୍‌ ପଡ଼ିଥିବା ଦେଖିବାକୁ ମିଲିଥିଲା। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଉକ୍ତ ରାସ୍ତାର…

ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲା: ୧୧ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୧।୯(ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ ଜୈବ ବିବିଧତା ନଷ୍ଟ ମାମଲାରେ ଗୁରୁବାର ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଶୁଣାଣି ହୋଇଥିଲା। ଏଥିସହ ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୧କୁ ଧାର୍ଯ୍ୟ କରାଯାଇଥିବାବେଳେ ସେ ପର୍ଯ୍ୟନ୍ତ ପାହାଡ଼ ଉପରେ ଓ୍ବାଟ୍‌କୋର କୌଣସି କାର୍ଯ୍ୟ…

ସରକାରୀ ମେଡିକାଲ, ଇଞ୍ଜିନିୟରିଂ କଲେଜରେ ପଢୁଥିବା ଏସ୍‌ଟି,ଏସ୍‌ସିଙ୍କ ଫି’ ଫେରସ୍ତ ହେବ

ଭୁବନେଶ୍ୱର,୧ା୯(ଅନିଲ ଦାସ):ସରକାରୀ ମେଡିକାଲ କଲେଜ ଏବଂ ଇଞ୍ଜିନିୟରିଂ କଲେଜରେ ପଢୁଥିବା ସମସ୍ତ ଏସ୍‌ଟି,ଏସ୍‌ସି ଛାତ୍ରୀଛାତ୍ରଙ୍କ ସମସ୍ତ ଫି’ ଫେରାଯିବ। ସମସ୍ତ ପାଠପଢ଼ା ଖର୍ଚ୍ଚ ବିଭାଗ ତରଫରୁ ବହନ କରାଯିବ। ଏ ନେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ…

୨୨ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,୧ା୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ଏହି ଅଧିବେଶନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?