ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷା ପରିଚାଳନାକୁ ଅଧିକ କଡ଼ାକଡ଼ି କରାଯିବ। ପରୀକ୍ଷାରେ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଥିବାବେଳେ ମେଧାବୀ ପରୀକ୍ଷାର୍ଥୀ ଯେପରି ଠିକ୍ ମାର୍କ ପାଇବେ ସେଥିଲାଗି ପ୍ରାଥମିକ ସ୍ତରରୁ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷର…
ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ
କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା…
ଖୋଲିଲା ଓଲି ରାଇଜ
ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଏଫ୍ଆଇଏଚ୍ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍ ୨୦୨୩ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ ଭୁବନେଶ୍ୱର। କଟକ ବାରବାଟୀ ଷ୍ଟାଡିୟମରେ ବୁଧବାର ଉଦ୍ଘାଟନୀ ଉତ୍ସବ ପରେ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଖେଳ ଆରମ୍ଭ ହେବ। ଏହାପରେ ଭୁବନେଶ୍ୱରର…
୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍: ମ୍ୟାଚ୍ ଦେଖିବା ଲାଗି ଏଲ୍ଇଡି ଟିଭି ବ୍ୟବସ୍ଥା
ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର…
କାବୁ ହେଲା ସହରକୁ ପଶି ଆସିଥିବା ହାତୀ
ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଗତ କିଛିଦିନ…
ଏଚ୍ଏସ୍ଆର୍ପି ନମ୍ବର ପ୍ଲେଟ୍: ୧୫ରୁ କଟିବ ଚାଲାଣ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍ଏସ୍ଆର୍ପି) ନ ଥିଲେ ଚାଲାଣ କଟିବ । ଜାନୁଆରୀ ୧୫ ତାରିଖରୁ ଏହି ନିୟମ କଡ଼ାକଡ଼ି କରାଯିବ। ତେବେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଚାଲାଣ କଟାଯିବ ବୋଲି ଅତିରିକ୍ତ ପରିବହନ କମିଶନର…
ବୁଧବାର ଦିନ ୧ଟାରୁ ସାରା ରାଜ୍ୟରେ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୧୦।୧(ବ୍ୟୁରୋ): ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ହକି ବିଶ୍ୱକପ ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ଲାଗି ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ମଙ୍ଗଳବାର…
ସାଇକେଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହକିପ୍ରେମୀ
ଭୁବନେଶ୍ବର,୧୦।୧(ବ୍ୟୁରୋ): ବର୍ତ୍ତମାନ ହକିକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି। କଟକରୁ ସୁନ୍ଦରଗଡ, ସବୁଠି ଉତ୍ସବ ମୁଖର । ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ ଆୟୋଜନ ହେଉଥିବାରୁ ଆନନ୍ଦଲହରୀ ଖେଳିଯାଇଛି। ଏହା ସହିତ ରାଉରକେଲାରେ ବିଶ୍ବର ବୃହତ୍ତମ…
ପୁରୁଷ ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବ: ପୂର୍ବାହ୍ନ ୨ଟାରୁ ବନ୍ଦ ରହିବ ସ୍କୁଲ, କଲେଜ
କଟକ ଅଫିସ,୧୦।୧: କଟକର ବାରବାଟୀ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ କଟକ ସହରରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ, କଲେଜଗୁଡିକ ବୁଧବାର ପୂର୍ବାହ୍ନ ୨ଟାରୁ ଛୁଟି କରିଦେବା ପାଇଁ ବୋଲି…
ଜାନୁୟାରୀ ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ ବନ୍ଦ ହେବ ଦରମା
ଭୁବନେଶ୍ୱର,୧୦।୧: ଜାନୁୟାରୀ ଶେଷ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀ ନିଜ ସମ୍ପତ୍ତି ତାଲିକା ଦେବେ। ଏନେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଜାନୁୟାରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ…
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ: ଏକକାଳୀନ ୬ଟି ସ୍ଥାନରେ ଚଢାଉ
ସୁନ୍ଦରଗଡ,୧୦।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଆରଡବ୍ଲ୍ୟୁ ଡିଭିଜନ ନିର୍ବାହୀ ଯନ୍ତ୍ରୀ ନନ୍ଦ କିଶୋର ନାଥ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନନ୍ଦ କିଶୋରଙ୍କ ଘରେ ଭୁବନେଶ୍ୱରର ସ୍ବତନ୍ତ୍ର ଟିମ୍ ପକ୍ଷରୁ ଚଢାଉ କରାଯାଇଛି। ରାଉରକେଲା ପାନପୋଷ ନିକଟରେ ଥିବା ନନ୍ଦ…
କୋଟିପତି ଅଧୀକ୍ଷଣ ଯନ୍ତ୍ରୀ ଗିରଫ
ଭୁବନେଶ୍ୱର, ୯।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍ଡବ୍ଲ୍ୟୁଏସ୍ଏସ୍) ଭୁବନେଶ୍ୱର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ଶନିବାରଠାରୁ ହୋଇଥିବା ଚଢ଼ାଉ ଓ ଯାଞ୍ଚରେ…
Archives


