ରାଜ୍ୟ

ଓଢ଼ଣି ଲଗାଇ ଜୀବନ ହାରିଲେ ଯୁବତୀ: ପ୍ରେମ ସମ୍ପର୍କରୁ ନାଁ ଆଉ କିଛି…

ସମ୍ବଲପୁର,୨୬ା୧୦(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତୋଲା ଡ୍ରାଇଭର କଲୋନୀରେ ରହୁଥିବା ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯୁଯୁମୁରା ବ୍ଲକ ବାର୍ଲେ ଗ୍ରାମର ସୋନାଲି ବେହେରା। ଧନୁପାଲିରେ ଏକ ସୁନା ଦୋକାନରେ କାର୍ଯ୍ୟ କରୁଥିବା…

ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ନରହରି ସେଠୀ କଟକର ନୂଆ ଜିଲାପାଳ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ହେଲେ ଭବାନୀ ଶଙ୍କର

ଭୁବନେଶ୍ୱର,୨୬।୧୦: ଅନେକ ଦିନ ଦାୟିତ୍ୱରେ ରହିବା ପରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି ହୋଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲାପାଳ ଭାବରେ ଦାୟିତ୍ୱ ମିଳିଛି। ସେହିପରି ଭବାନୀ ଶଙ୍କର ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ…

ମ୍ୟାନ୍‌ ଅଫ୍‌ ମିଶନ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ତଥା ୨୦୦୦ ବ୍ୟାଚ୍‌ ବରିଷ୍ଠ ଆଇଏଏସ୍‌ ଅଫିସର ଭି.କେ. ପାଣ୍ଡିଆନ ଅକ୍ଟୋବର ୨୩ ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଭାବେ ଅବସର ନେଇଛନ୍ତି। ସେ ନିଜର ଚାକିରି କାଳରେ ଓଡ଼ିଶା ବିକାଶରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛନ୍ତି।…

ତମାଖୁମୁକ୍ତ ଗାଁ ଅଭିଯାନରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର, ୨୬।୧୦ (ଅସମାପିକା ସାହୁ)ତମାଖୁମୁକ୍ତ ଗାଁ ଅଭିଯାନରେ ସାରା ଦେଶରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହା ଟବାକୋ ଫ୍ରି ୟୁଥ୍‌ କ୍ୟାମ୍ପେନ-୨୦୨୩ ଅଧୀନରେ ହୋଇଥିଲା। ଏହି ଅଭିଯାନ ଗତ ଜୁଲାଇ ଓ ଅଗଷ୍ଟ ପର୍ଯ୍ୟନ୍ତ ଚାଲିଥିଲା। ଭାରତ ସରକାରଙ୍କ…

ବାକି ଟଙ୍କା ନ ଦେବାରୁ ମହିଳାଙ୍କୁ ବଳାତ୍କାର

ଗୋପ, ୨୬ା୧୦(ଭାରତୀ ଭୂଷଣ ଉପାଧ୍ୟାୟ)ବାକି ଟଙ୍କା ପରିଶୋଧ ନ କରିବାରୁ ଗୋପ ଥାନା ଅଞ୍ଚଳରେ ଜଣେ ୪୫ ବର୍ଷୀୟା ବିବାହିତା ମହିଳା ବଳାତ୍କାରର ଶିକାର ହୋଇଛନ୍ତି। ଏ ନେଇ ଗୋପ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତେବେ ଅଭିଯୋଗ ଅନୁଯାୟୀ ପୋଲିସ…

ବାଡ଼ିଙ୍ଗଲୁ ଗ୍ରାମରେ ବ୍ୟାପୁଛି ଚର୍ମ ରୋଗ

ତୁମୁଡିବନ୍ଧ,୨୬ା୧୦(ଦୀପକ କୁମାର ପରାସେଠ)ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତର ବାଡିଙ୍ଗଲୁ ଗ୍ରାମରେ କାଚୁ କୁଣ୍ଡିଆ ବ୍ୟାପିବାରେ ଲାଗିଛି। ଏଥିପାଇଁ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝି ବୁଧିବାର ଉକ୍ତ ଗ୍ରାମକୁ ଯାଇ ପୀଡ଼ିତ ଲୋକଙ୍କୁ ଭେଟିଛନ୍ତି। ବୁଡିଙ୍ଗଲୁ ଗ୍ରାମରେ ୪୦ପରିବାରର କୁଟିଆ କନ୍ଧ…

ଭଗ୍ନ ଅବସ୍ଥାରେ ପରିବା ମାର୍କେଟ

ଛତ୍ରପୁର,୨୬ା୧୦(ଦିଲୀପ ସାମଲ)ଛତ୍ରପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ବହୁ ପୁରାତନ ମାର୍କେଟଟି ଦୀର୍ଘଦିନ ଧରି ଭଗ୍ନ ଅବସ୍ଥାରେ ପଡିରହିଛି। ଫଳରେ ପରିବା ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟବସାୟୀମାନେ ଏ ନେଇ ବାରମ୍ବାର ଅଭିଯୋଗ କରୁଥିଲେ…

ଏ ଫର୍ମକୁ ଚାପି ଦେଇ ଦୁର୍ନୀତି ଅଣାୟତ୍ତ

ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ବିଷାକ୍ତ ମଦ ତିଆରି ହେଉ ବା ବିକ୍ରୀ କରିବା ଯେପରି ଏକ ଗର୍ହିତ ଅପରାଧ, ସେହିଭଳି ମଦ ବିକ୍ରୀ ନାମରେ ବିପୁଳ ଟଙ୍କା ରାଜସ୍ବ ଅତ୍ମସାତ୍‌ କରିବା ମଧ୍ୟ ଗୁରୁତର ଦେଶଦ୍ରୋହ କାର୍ଯ୍ୟ। ସରକାର ଅବକାରୀ ବିଭାଗକୁ ରାଜସ୍ବ…

ଉଷ୍ମ ଜଳବାୟୁ, ଚିନ୍ତାରେ କୋବିଚାଷୀ

ରସୁଲପୁର,୨୬ା୧୦(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳ ଏକ କୃଷି ପ୍ରଧାନ ବ୍ଲକ ଭାବେ ପରିଚିତ। ପରିବା ଚାଷ ପାଇଁ ରାଜ୍ୟରେ ଏହି ଅଞ୍ଚଳର ସ୍ବତନ୍ତ୍ର ପରିଚୟ ରହିଛି। ବାରବାଟୀ ଅଞ୍ଚଳରୁ ଉତ୍ପାଦିତ କୋବି ବ୍ୟବସାୟ ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ପରିବହନ ହୋଇଥାଏ।…

ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା

ବ୍ରହ୍ମବରଦା,୨୬ା୧୦(ଯଯାତି କେଶରୀ ବେହେରା):ରସୁଲପୁର ବ୍ଲକ୍‌ର ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା ଲାଗି ରହିଛି। ୧୩ ୱାର୍ଡର ୫ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ନେଇ ଗଠିତ ଏହି ପଞ୍ଚାୟତ କାର୍ଯ୍ୟାଳୟଟି ୪ ନମ୍ବର ୱାର୍ଡର ମଦରସା ମସଜିଦ ନିକଟରେ ଅବସ୍ଥିତ। ପଞ୍ଚାୟତ କାର୍ଯ୍ୟାଳୟଟି…

ସମବାୟ ସମିତି ସମ୍ପାଦକଙ୍କ ଏକଚାଟିଆ ନୀତି

ପଟ୍ଟାମୁଣ୍ଡାଇ, ୨୬ା୧୦ (କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ଅଞ୍ଚଳର ପ୍ରାୟ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଚଳନ୍ତି। କୃଷିର ଉନ୍ନତି ହିଁ ଗ୍ରାମାଞ୍ଚଳ ଚାଷୀମାନଙ୍କ ଆର୍ଥତ୍କ ମାନଦଣ୍ଡ ସୁଦୃଢ କରି ପାରିବାକୁ ନେଇ କୃଷି ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?