ରାଜ୍ୟ

୫-ଟି ସଚିବଙ୍କ ଯାଜପୁର ଜିଲା ଗସ୍ତ: ‘ପରିବାରର ଉନ୍ନତି ହେଲେ ରାଜ୍ୟର ବିକାଶ ସମ୍ଭବ’

ଯାଜପୁର/ଯାଜପୁର ରୋଡ,୩୦।୮(ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି): ଘରେ ବାନ୍ଧି ହୋଇ ରହିଥିବା ମହିଳାମାନେ ଘରୁ ପାଦ କାଢି ପାରିଲେ ଓଡ଼ିଶା ଏକ ସଶକ୍ତ ରାଜ୍ୟ ହୋଇ ପାରିବ। ମହିଳାମାନଙ୍କୁ ଆବଶ୍ୟକ ତାଲିମ ନେବାକୁ ପଡ଼ିବ। ମହାଜନ ପାଖକୁ ନ ଯାଇ ବ୍ୟାଙ୍କରୁ…

ବିଜେଡି, ଭାଜପା ବିରୋଧରେ ଏକାକୀ ଲଢ଼ିବ କଂଗ୍ରେସ: ଶରତ

ନୂଆପଡ଼ା,୩୦।୮(ମକାରୁ ବେମାଲ): ନୂଆପଡ଼ା ଜିଲା ପଟ୍ଟନାୟକ ଫାର୍ମ ହାଉସଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଏକ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ଜିଲା କଂଗ୍ରେସ୍‌ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ ସ୍ବାଗତ…

ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୩୦ା୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।…

ମାଟ୍ରିକ ପରୀକ୍ଷା-୨୦୨୫ ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି

କଟକ,୩୦ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ମାଟ୍ରିକ-୨୦୨୫ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମ…

୫ରୁ ୧୮ ବର୍ଷର ପିଲା ପାଇବେ ବିଏସ୍‌କଓ୍ବୋଇ ଚିକିତ୍ସା ସେବା

ଭୁବନେଶ୍ୱର, ୩୦ା୮(ଅସମାପିକା ସାହୁ): ଏଣିକି ୫ରୁ ୧୮ବର୍ଷ ବୟସର ପିଲାମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କଓ୍ବୋଇ) କାର୍ଡରେ ଚିକିତ୍ସା ସେବା ପାଇପାରିବେ। ରାଶନ କାର୍ଡରେ ନାଁ ନ ଥିଲେ ମଧ୍ୟ ସେମାନେ ଚିକିତ୍ସାରୁ ବଞ୍ଚତ୍ତ ହେବେନାହିଁ। ଯେଉଁମାନଙ୍କର ନାଁ ଏନ୍‌ଏଫ୍‌ଏସ୍‌ଏ/ଏସ୍‌ଏଫ୍‌ଏସ୍‌ଏସ୍‌ ଡାଟାବେସ୍‌ରେ…

ଅଗଷ୍ଟ ୧୫ରେ ଓସିଏସ ପ୍ରିଲିମ୍‌

ଭୁବନେଶ୍ୱର,୨୯।୮(ଅସମାପିକା ସାହୁ): ଓଡିଶା ସିଭିଲ ସର୍ଭିସ-୨୦୨୩ର ପ୍ରିଲିମ୍‌ ପରୀକ୍ଷାର ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୧୫ତାରିଖ ରବିବାର ଏହି ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଓଡିଶା ଲୋକସେବା ଆୟୋଗ ଘୋଷଣା କରିଛି। ପରୀକ୍ଷାର ବିସ୍ତୃତ ବିବରିଣୀ ଆୟୋଗ ପରେ ଘୋଷଣା…

ବସ୍ତିବାସିନ୍ଦାଙ୍କ ଭୋଟ୍‌ ପାଇଁ ପଟ୍ଟା ବଣ୍ଟନ ନାଟକ: ମନମୋହନ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର):ଶିକ୍ଷିତ ଲୋକଙ୍କ ଭୋଟ୍‌ ଭାଜପା ସହିତ ଅଛି। ତେଣୁ ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କ ଭୋଟ ବିଜେଡିକୁ ଭରସା ା ଭୁବନେଶ୍ୱରରେ ଯଦି ବସ୍ତି ବାସିନ୍ଦାମାନେ ବିଜେଡିକୁ ପ୍ରତ୍ୟାଖାନ କରିବେ ତେବେ ରାଜଧାନୀରେ ସେମାନେ ୧୦% ଭୋଟ୍‌ ବି ପାଇବେନି।…

ଭୋଟରଙ୍କୁ ଅହଙ୍କାର ଦେଖାଉଛନ୍ତି ଅପରାଜିତା: ବିଜେଡି

ଭୁବନେଶ୍ୱର,୨୯ା୮(ଅନିଲଦାସ):ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ରବିବାର ନିଜ ସଂସଦୀୟ କ୍ଷେତ୍ର ଗସ୍ତବେଳେ ଗିରିଙ୍ଗ ଛକରେ ମିଶନ ଶକ୍ତିର ମହିଳା ଓ ବିଜେଡି କର୍ମୀ ତାଙ୍କୁ ବିରୋଧ କରିଥିବା ସେ ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ନେଇ ଅପରାଜିତା ମୁଖ୍ୟମନ୍ତ୍ରୀ ନବୀନ…

ବିଜେଡି ମୁଖପାତ୍ରଙ୍କ ଅବସ୍ଥା ମିଛୁଆ ରାଧୁଆ ଭଳି ହେବ: ପୃଥ୍ବୀରାଜ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର): ବିଜେଡି ମୁଖପାତ୍ରଙ୍କ ଅବସ୍ଥା ମିଛୁଆ ରାଧୁଆ ଭଳି ହେବ । ସେ ଏତେ ମିଛ କହିଲେଣି ଯେ, ଆଗକୁ ସତ କହିଲେ ବି କେହି ବିଶ୍ୱାସ କରିବେ ନାହିଁ । କେବଳ ନିଜର ଗୁମାସ୍ତାଙ୍କୁ ଖୁସି କରିବା…

ରାଜ୍ୟରେ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର):ଗଣତନ୍ତ୍ରରେ ମର୍ଯ୍ୟାଦା ଓ ପରମ୍ପରାର ନିଜସ୍ବ ସ୍ଥାନ ଅଛି। ଓଡ଼ିଶାରେ ଗତ ମେ ମାସରୁ ଶଶୀକଳା ସିଣ୍ଡ୍ରୋମର ଲକ୍ଷଣ ଦେଖାଗଲାଣି। ତେବେ ଗଣତନ୍ତ୍ରର ଲକ୍ଷ୍ମଣରେଖା ଭିତରେ ସମସ୍ତେ ରହିବା ଜରୁରୀ। ଦମ୍ଭ ଦେଖାଇ ସମ୍ବିଧାନକୁ ନିଜ ଢଙ୍ଗରେ ଚଲାଇବା…

ପ୍ରଶାନ୍ତ ଜଗଦ୍ଦେବ ଘଟଣାରେ ଧରାପଡ଼ିଛି କେନ୍ଦ୍ରମନ୍ତ୍ରୀଙ୍କ ଦୋମୁହାଁ ନୀତି: ବିଜେଡି

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି କରିବା ଉପରେ ବିଶ୍ୱାସ କରେ ନାହିଁ। ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନ ଥିଲା ା ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ…

ଶ୍ରେଷ୍ଠ ମହାନଗର ନିଗମ ଭାବେ ବିଏମ୍‌ସି ପୁରସ୍କୃତ

ଭୁବନେଶ୍ୱର, ୨୯।୮ (ବନ୍ଦନା ସେଠୀ):୧୩୫ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ‘ଶ୍ରେଷ୍ଠ ମହାନଗର ନିଗମ’ ଭାବେ ପୁରସ୍କୃତ ହୋଇଛି। ସୋମବାର କଳିଙ୍ଗ ଷ୍ଟାଡିୟମ୍‌ଠାରେ ଜାଗା ମିଶନ ଅନ୍ତର୍ଗତ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?