ରାଜ୍ୟ

ନବୀନ ପୁଣି ୧ ନମ୍ବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ୫ ଥର ମୁଖ୍ୟମନ୍ତ୍ରୀ ପଦରେ ରହିବା ପରେ ମଧ୍ୟ ନବୀନ ପଟ୍ଟନାୟକଙ୍କ ଛବି ଅମଳିନ ରହିଛି। ରାଜ୍ୟଗୁଡ଼ିକ ମଧ୍ୟରେ ସବୁଠାରୁ ଅଧିକ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପୁଣିଥରେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ଇଣ୍ଡିଆ ଟୁଡେ ମୁଡ୍‌…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ, ପ୍ରିୟଙ୍କା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବରରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖାରଗେ ମଧ୍ୟ ଓଡ଼ିଶା ଆସିବା…

ଜାଗା ମିଶନ ତାଲିକାରେ ଭୂତ ହିତାଧିକାରୀ

ଭୁବନେଶ୍ୱର, ୨୬।୮ (ବନ୍ଦନା ସେଠୀ): ଜାଗା ମିଶନ୍‌ ସର୍ଭେରେ ହୋଇଥିବା ବଡ଼ କେଳେଙ୍କାରି ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ଦେଇ ବସ୍ତି ଉନ୍ନୟନ କର୍ତ୍ତୃପକ୍ଷ (ଏସ୍‌ଡିଏ) ତାଲିକାରେ ବହୁ ଅଯୋଗ୍ୟ ତଥା ନିଜ ସମ୍ପର୍କୀୟଙ୍କୁ ସ୍ଥାନ ଦେଇ…

ଛାତ୍ରୀଛାତ୍ରଙ୍କୁ ଦିଆଯିବ ଜୈବବିବିଧତା ଶିକ୍ଷା

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ‘ମୋ ସ୍କୁଲ୍‌’ ଅଭିଯାନ ପରିଚାଳନା ସଙ୍ଗଠନର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଣଶିକ୍ଷା ଶାସନ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବହୁ ନୂତନ କାର୍ଯ୍ୟକ୍ରମ ହାତକୁ ନେବାକୁ ନିଷ୍ପତ୍ତି ହୋଇଛି।…

୭୪ ଜଣଙ୍କୁ ପଦକ ପ୍ରଦାନକଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୮(ସତ୍ୟଜିତ ରାଉତ): ରାଜ୍ୟ ପୋଲିସ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି, ରାଜ୍ୟପାଳ…

ବିଏମ୍‌ସିରେ ୪୧୬ ନୂଆ ପଦବୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସକାଶେ ରାଜ୍ୟ ସରକାର ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପାଇଁ ୪୧୬ ନୂଆ ପଦବୀ ସୃଷ୍ଟି କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦବୀଗୁଡ଼ିକୁ ମଞ୍ଜୁର…

ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ ୨୦ରେ…

ସରକାରୀ କ୍ୱାର୍ଟର୍ସରୁ ଖସିଲା ପ୍ଲାଷ୍ଟର: ରାଜସ୍ବ ନିରୀକ୍ଷକ ଗୁରୁତର

ମୋରଡା,୨୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଗଡ଼ିଗାଁ ପଞ୍ଚାୟତରେ ଥିବା ସରକାରୀ କ୍ୱାର୍ଟର୍ସ ଛାତର ପ୍ଲାଷ୍ଟର ଖସି ଗଡିଗାଁ ରାଜସ୍ବ ନିରୀକ୍ଷକ ଗୁରତର ଆହତ ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ରାଜସ୍ବ ନିରୀକ୍ଷକ ସେବତୀ କିସ୍କୁ ତାଙ୍କ…

ବିଧାୟକ ପ୍ରଦୀପଙ୍କ ଗାଡ଼ି ଉପରକୁ ଅଣ୍ଡା, ପଥର ମାଡ଼

ଗୋପାଳପୁର,୨୫।୮(ନବୀନରାଜ ଆଚାରୀ): ବ୍ରହ୍ମପୁର ନିକଟସ୍ଥ ୧୬ ନଂ. ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ନିକଟରେ ଶୁକ୍ରବାର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଏବଂ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉପସ୍ଥିତିରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ପ୍ରଦୀପଙ୍କ କାର୍‌…

ବିଏମ୍‌ସି ପାଇଁ ୪୧୬ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୮(ଅସମାପିକା ସାହୁ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସମ୍ପନ୍ନ ସହରର ଐତିହାସିକ…

ଓଡ଼ିଶାର କଳା, ସଂସ୍କୃତି, ପାରମ୍ପରିକ ଖାଦ୍ୟକୁ ଉଚ୍ଚପ୍ରଶଂସା

ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ଖାନ୍ନା ଓଡ଼ିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ…

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି ରୋଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?