ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ
ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ବତନ୍ତ୍ର ଅଟେ। ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ…
ସଙ୍କୁଚିତ ହେଉଛି ବୈତରଣୀ
ଯାଜପୁର ଅଫିସ,୬ା୧: କେନ୍ଦୁଝର ଜିଲା ଗୋନାସିକା ପାହାଡ଼ରୁ ବାହାରି ଯାଜପୁର ଜିଲା ଦେଇ ପ୍ରବାହିତ ଚିରସ୍ରୋତା ବୈତରଣୀ ନଦୀର କେତେକାଂଶ ଏବେ ନାଳ ପାଲଟିଛି। ନଦୀକୂଳକୁ ପୋତି ବିକାଶ କାମ ଚାଲିଥିବାରୁ ସାଧାରଣରେ ଏଭଳି ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାସହ ଓସାରିଆ…
ହୁକିଟୋଲାରେ ପର୍ଯ୍ୟଟକଙ୍କ ଭିଡ଼ ବଢୁଛି
ମହାକାଳପଡ଼ା,୬ା୧ (ଡି.ଏନ.ଏ.): ପର୍ଯ୍ୟଟନ ଋତୁ ଆସିଲେ ବଣଭୋଜି କରିବାକୁ ଆଖିଆଗରେ ହୁକିଟୋଲା କଥା ପଡେ। ଚତୁଃପାର୍ଶ୍ୱରେ ନୀଳ ଜଳରାଶି ମଝିରେ ଏହି ଦ୍ୱୀପ। ଘଞ୍ଚ ସବୁଜ ବନାନୀ ନଦୀର ଉଭୟପାର୍ଶ୍ୱରେ ବିସ୍ତୀର୍ଣ୍ଣ ହେନ୍ତାଳ ଜଙ୍ଗଲ ପ୍ରକୃତିର ଅନନ୍ୟ ସୃଷ୍ଟି। ଯେଉଁଠି ଲୁଣି…
୧୦ ଯାଏ ପ୍ରବଳ ଶୀତ
ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାରଠାରୁ ଶୀତ ଆହୁରି ବଢ଼ିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ତଳକୁ ଖସିବ। ଆସନ୍ତା ୧୦ ତାରିଖ ଯାଏ ପାରଦ ତଳମୁହାଁ ରହିବ। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବାୟୁ…
ଭିତରକନିକାରେ ପକ୍ଷୀଗଣନା ଆରମ୍ଭ
କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ୫ଟି ରେଞ୍ଜ୍ରେ ପକ୍ଷୀଗଣନା ଚାଲିଛି। ୧୭ଟି ଟିମ୍ ଏହି ପକ୍ଷୀଗଣନା…
ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ
ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା ଦଦରା ଘରେ ପୋତି ଦେଇଥିଲେ ଜହ୍ଲାଦ ପୁଅ। ଏହି ଘଟଣା ୧ ତାରିଖରେ ଘଟିଥିବା…
ରାଗିଂ ଘଟଣାରେ ବିଜେବି କଲେଜର ୪ ଛାତ୍ର ନିଲମ୍ବିତ
ଭୁବନେଶ୍ୱର,୫।୧(ବ୍ୟୁରୋ): ବିଜେବି କଲେଜରେ ରାଗିଂ ଘଟଣାରେ ଗୁରୁବାର କଲେଜ କର୍ତ୍ତୃପକ୍ଷ ୪ ଛାତ୍ରଙ୍କୁ ସସ୍ପେଣ୍ଡ କରିଛନ୍ତି। ଅନ୍ୟପକ୍ଷେ, ପୋଲିସ ସମ୍ପୃକ୍ତ ୪ ଛାତ୍ରଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ୪ ଛାତ୍ର ହେଲେ ସାଇ ପ୍ରିୟ ରଞ୍ଜନ ଭୋଇ, ସୂର୍ଯ୍ୟକାନ୍ତ ସେଠୀ,…
କେନ୍ଦୁଝର ଗସ୍ତରେ ଯିବେ ରାଜ୍ୟପାଳ
କେନ୍ଦୁଝର,୫।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର କେନ୍ଦୁଝର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ବାହାରି ଯୋଡା ଟିସ୍କୋ ହେଲିପ୍ୟାଡ୍ରେ ପହଞ୍ଚିବେ। ସେଠାରୁ ସେ ଯୋଡା ଭ୍ୟୁକୁ ଯାଇ କିଛି ସମୟ ବିଶ୍ରାମ କରିବା…
ଭାରତ ‘ବିଶ୍ୱ ହକି କପ୍ ଜିତିଲେ ଖେଳାଳିଙ୍କୁ କୋଟିଏ ଲେଖାଏଁ ପୁରସ୍କାର’
ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି…
ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍
ନୀଳଗିରି,୫ା୧(ସ୍ବ.ପ୍ର.): ସ୍ପଷ୍ଟ ଦିବାଲୋକରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ବରହମପୁର ଥାନା ଅଞ୍ଚଳରେ ପୁଣି କଳା ପଲସର ଆତଙ୍କ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଗୁରୁବାର ୧୯ ନଂ ରାଜ୍ୟ ରାଜପଥ ଶେରଗଡ଼ – ନୀଳଗିରି – କପ୍ତିପଦା ରାସ୍ତା…
୬ରେ ବଲାଙ୍ଗୀର ବନ୍ଦ ଡାକରା
ବଲାଙ୍ଗୀର ଅଫିସ, ୫ା୧: ମହାରାଣୀ ସାଗର ପୁନରୁଦ୍ଧାର ଏବଂ ସୌନ୍ଦର୍ଯ୍ୟକରଣ, ଲକ୍ଷ୍ମୀଯୋର ସୌନ୍ଦର୍ଯ୍ୟକରଣ ଏବଂ ସମଲେଶ୍ୱରୀ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ଦାବି ନେଇ ଆସନ୍ତା ୬ ତାରିଖରେ ବଲାଙ୍ଗୀର ବନ୍ଦ ପାଳନ ପାଇଁ ଆକ୍ସନ କମିଟି ନେତୃତ୍ୱରେ ନିଷ୍ପତ୍ତି ହୋଇଥିଲା।…
ମହିଳା ଏସ୍ଆଇଙ୍କୁ ଆକ୍ରମଣ ଘଟଣା: ୩ ଗିରଫ
ଭୁବନେଶ୍ୱର,୫ା୧(ବ୍ୟୁରୋ): ମହିଳା ଏସ୍ଆଇ ଶୁଭଶ୍ରୀ ନାୟକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଶହୀଦନଗର ଥାନାରେ ଅଟକ ରଖି ପଚରାଉଚରା କରିଛି ପୋଲିସ। ଏଥିସହ ଉକ୍ତ ରାତିରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା ଏକ କାର୍କୁ ମଧ୍ୟ ପୋଲିସ ଜବତ କରିଛି। ନୂଆବର୍ଷରେ…
Archives


