ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ୱର, ୩୧।୧୨ (ବ୍ୟୁରୋ): ସରକାରୀ ସେବା ତଥା କାର୍ଯ୍ୟ ପାଇଁ ରାଜଧାନୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଗୋଟିଏ ଛାତ ତଳେ ସେମାନେ ବିଭିନ୍ନ ସରକାରୀ କାର୍ଯ୍ୟକୁ ସୁବିଧାରେ ସମ୍ପାଦନ କରିପାରିବେ। ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ (ବିଏସ୍ସିଏଲ୍)…
ଇଗ୍ନୋରେ ୨୦୨୩ ପାଇଁ ନାମଲେଖା ଘୋଷଣା
ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି…
ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ…
ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା, କଂସ ମର୍ମାହତ
ମଥୁରାନଗରୀ/ଗୋପପୁର,୩୧।୧୨: ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଚତୁର୍ଥ ଦିବସର ଦୃଶ୍ୟାଭିନୟ ବେଶ୍ ଚିତ୍ତାକର୍ଷକ ଥିଲା। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁର ଉତ୍ସବମୁଖର ହୋଇପଡିଛି। ଅନ୍ୟପକ୍ଷେ କଂସ ପ୍ରେରିତ ରାକ୍ଷସୀ ରାକ୍ଷସଙ୍କ ବଧରେ କଂସ ମର୍ମାହତ ହୋଇପଡିଛନ୍ତି। ଗୋପପୁରକୁ ପ୍ରେରିତ ରାକ୍ଷସୀ ରାକ୍ଷସ ନିହତ…
କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍ଇଆର୍
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍ଇଆର୍)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍ଇଆର୍ ଆଣ୍ଡ୍ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ତଥା…
ଇଗ୍ନୋରେ ୨୦୨୩ ନାମଲେଖା ପାଇଁ ଘୋଷଣା
ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ନେଇ ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର…
ବିଶ୍ୱକପ୍ ହକି ପାଇଁ ଆଉ ୩ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ଆସନ୍ତା ୨୦୨୩ ଜାନୁୟାରୀ ୧୩ରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର…
ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା : ଜାଣନ୍ତୁ କେବେଠୁ କରିବେ ଆବେଦନ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସ୍ସି ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ, ଜାନୁୟାରୀ ୧୭ରୁ ଆଶାୟୀ ଛାତ୍ରୀଛାତ୍ର ଅନଲାଇନରେ…
ଆଇପିଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳ, ୩ ଅଫିସରଙ୍କୁ ଡିଆଇଜି ପାହ୍ୟାଙ୍କୁ ପଦୋନ୍ନତି
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ଜାରି କରାଯାଇଛି। ତଦନୁଯାୟୀ ୨୦୦୯ ବ୍ୟାଚ୍ର ୩ ଜଣ ଆଇପିଏସ୍ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧…
ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ
ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ…
କିଶୋରଙ୍କ ସରଳତା ଥିଲା ତାଙ୍କ ବଡ଼ ପରିଚୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ଝାରସୁଗୁଡ଼ା ଅଫିସ,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଶୋରଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଏନେଇ ସେ…
ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ
ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍ ଟିମ୍ ପହଞ୍ଚି ଡିଏସ୍ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ସାଇଣ୍ଟିଫିକ୍ ଓ ଫରେନସିକ ଟିମ୍ ମଧ୍ୟ ରହିଛନ୍ତି।…
Archives


