ରାଜ୍ୟ

ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ

ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଟିମ୍‌ ପହଞ୍ଚି ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ସାଇଣ୍ଟିଫିକ୍‌ ଓ ଫରେନସିକ ଟିମ୍‌ ମଧ୍ୟ ରହିଛନ୍ତି।…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ…

ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌,ତଦନ୍ତ ଆରମ୍ଭ

ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଟିମ୍‌ ତଦନ୍ତ କରିବ। ଏପରିକି ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ରହିଥିବା…

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି। ଟୁଇଟ୍‌…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ…

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ ରୋଗୀଙ୍କ…

ସୁରକ୍ଷା ଅର୍ଥ ଯାଉଛି କୁଆଡ଼େ

ବାରିପଦା ଅଫିସ,୩୦ା୧୨: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ନେଇ ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କଲେଣି। ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ କାଠମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ଶିମଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ଓ ଦିଗହରା…

ସବୁ ନାମୀଦାମୀ ହୋଟେଲ, ଲଜ୍‌ ବୁକ୍‌

ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର ପ୍ରଥମ…

ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍‌

ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍‌ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ ଯାଇ…

ରାଜ୍ୟ କ୍ଷମତା ହଡ଼ପ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):କେନ୍ଦ୍ର ସରକାର ରାଜ୍ୟଠାରୁ ଗୋଟିଏ ପରେ ଗୋଟିଏ କ୍ଷମତା ହଡ଼ପ କରିବାକୁ ଷଡ଼ଯନ୍ତ୍ର ଚଳାଇଛନ୍ତି। ବିଦ୍ୟୁତ୍‌ ଆଇନ-୨୦୦୩କୁ କେନ୍ଦ୍ର ସରକାର ଏବେ ସଂଶୋଧନ କରି ପ୍ରସ୍ତାବିତ ବିଦ୍ୟୁତ୍‌ ଶକ୍ତି ବିଲ୍‌-୨୦୨୨ ଆଣିବାକୁ ଯାଉଛନ୍ତି। ଫଳରେ ବିଦ୍ୟୁତ୍‌ ସଂକ୍ରାନ୍ତୀୟ ନିଷ୍ପତ୍ତି ଏବେ କେନ୍ଦ୍ର…

ଟିକା ଯୋଗାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶାକୁ ଆବଶ୍ୟକ କରୋନା ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନ୍‌ସୁଖ୍‌ ମାଣ୍ଡବ୍ୟଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିଠି ଲେଖି ଅନୁରୋଧ କରିଛନ୍ତି। ମନ୍ତ୍ରୀ ଦାସ ତାଙ୍କ ଚିଠିରେ…

୫ ଆଇପିଏସ୍‌ ଅଫିସରଙ୍କୁ ଏଡିଜି ପାହ୍ୟା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ):୧୯୮୮ ବ୍ୟାଚ୍‌ର ୫ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଲେ ଅମିତାଭ ଠାକୁର, ସୁରେଶ ଦେବଦତ୍ତା ସିଂ, ରାଜେଶ କୁମାର, ରବି କାନ୍ତ ଏବଂ ଦୟାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri