ରାଜ୍ୟ

ଗୋଟିଏ ଦିନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଗର୍ଭବତୀଙ୍କ ମୃତ୍ୟୁ, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଦୁଇ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ବାଂଶପାଳ ବ୍ଲକ ସଦର ଥାନା ଅନ୍ତର୍ଗତ କୁମୁଣ୍ତି ଗ୍ରାମର ଦେବ ମୁଣ୍ତାଙ୍କ ସ୍ତ୍ରୀ ରଜନୀ(୨୬)। ଅନ୍ୟଜଣେ ଅନୁଗୋଳ ଜିଲା…

ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର, ପିଲାଙ୍କ ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ପ୍ରଧାନ ଶୁକ୍ରବାର ରାତିରେ ଉକ୍ତ ବିଦ୍ୟାଳୟର ଦୁଇ ମହିଳା…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୮(ସୂର୍ଯ୍ୟକାନ୍ତ ବେହେରା): ଶନିବାର ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ ଯୁବକଙ୍କ ଗୋଡ଼ ଓ ଛାତିକୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବର୍ତ୍ତମାନ…

ଯୁବକଙ୍କୁ ଘେରିଗଲେ ୩ ଭାଲୁ: ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଧର୍ମଗଡ଼ ବ୍ଲକ ଅଧୀନ ବଡ଼ଘୁମର ଗ୍ରାମର ଭୋଦେ ଗୋପାଳ(୩୦)। ତାଙ୍କୁ ଚିକିତ୍ସା ପାଇଁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା…

ଯୋଗାଉ ଥିଲେ ନକଲି ସାର୍ଟିଫିକେଟ: ବନ୍ଧା ହେଲେ ବାପ-ପୁଅ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ନକଲି ସାର୍ଟିଫିକେଟ ଯୋଗାଇବା ଅଭିଯୋଗରେ ଭବାନୀପାଟଣା ଟାଉନ ଥାନା ପୋଲିସ ଶନିବାର ଅଭିଯୁକ୍ତ ଡାକ ମାଷ୍ଟର ପ୍ରଭାତ ମହାନନ୍ଦ ଏବଂ ସ୍କୁଲ ଶିକ୍ଷକ ପଦ୍ମନାଭ ମହାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

କପିଳାସ ପ୍ରାଣୀ ଉଦ୍ୟାନରେ ବିଶ୍ୱ ହାତୀ ଦିବସ

ଢେଙ୍କାନାଳ,୧୨।୮: ଢେଙ୍କାନାଳସ୍ଥିତ କପିଳାସ ପ୍ରାଣୀ ଉଦ୍ୟାନରେ ଶନିବାର ବିଶ୍ୱ ହାତୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରାଣୀ ଉଦ୍ୟାନରେ ଥିବା ୬ ହାତୀଙ୍କୁ ଚନ୍ଦନ, ସିନ୍ଦୂର ଲଗାଇ ଚାନ୍ଦୁଆ ପକାଇ ପୂଜାର୍ଚ୍ଚନା କରି ଉଦ୍ୟାନ ପରିସରରେ ବୁଲାଯାଇଥିଲା । ଏପରିକି…

କେନ୍ଦ୍ରମନ୍ତ୍ରୀ-ବିଧାୟକ ମକରନ୍ଦଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ରାୟଗଡ଼ା,୧୨।୮(ଆଶିଷ ରଞ୍ଜନ ପଣ୍ଡା): ସ୍ବାଧୀନ ଭାବେ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ବିଧାୟକ ହେବା ପରେ ବହୁତ ଚର୍ଚ୍ଚାରେ ଥିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି । ଏବେ ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ପରେ…

ଉଦ୍ଧାର ଶିଶୁପୁତ୍ର ପାଇଲା ନୂଆ ପରିଚୟ

ବଲାଙ୍ଗୀର/ଟିଟିଲାଗଡ଼, ୧୧ା୮ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ଅର୍ଥଲୋଭରେ ଟିଟିଲାଗଡର ଏକ ଦମ୍ପତି ନିଜ ଜନ୍ମକଲା ଏକ ମାସର ଶିଶୁପୁତ୍ରକୁ ପ୍ରାୟ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି କରିବା ଏବଂ ଏହି ଶିଶୁବିକ୍ରି ଘଟଣାରେ ପିତା ସମେତ ୩ ଜଣ ଅଭିଯୁକ୍ତ…

୨୦୧୬ରୁ ହୋଇନି ହାତୀ ଗଣନା

ରାଉରକେଲା,୧୨।୮(ସଙ୍ଗୀତା ଜେନା): ଅଗଷ୍ଟ ୧୨ ତାରିଖ ହେଉଛି ବିଶ୍ୱ ହାତୀ ଦିବସ। ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଜଙ୍ଗଲ ପରିମାଣ କମୁଥିବାରୁ ହାତୀପଲ ଜନବସତି ମୁହାଁ ହୋଇଛନ୍ତି। ଏବେ ସେମାନଙ୍କ ସୁରକ୍ଷା ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଏହି ବିଶାଳକାୟ ପ୍ରାଣୀ ପାଇଁ…

ଓଡ଼ିଶା ମିଲେଟ୍‌ ମିଶନ ପାଇଁ ୧୨,୬୮୭ କୋଟି ମଞ୍ଜୁରୀ

ଭୁବନେଶ୍ୱର,୧୨ା୮(ଅନିଲ ଦାସ): ପୁଷ୍ଟି ଶସ୍ୟର ପ୍ରସାର ଏବଂ ଆଦିବାସୀ ଅଞ୍ଚଳରେ ଚାଷ ଜମି ଓ ଖାଦ୍ୟ ପ୍ରଣାଳୀରେ ପୁଷ୍ଟି ଶସ୍ୟର ପୁନଃପ୍ରଚଳନ ନିମନ୍ତେ ରାଜ୍ୟରେ ଓଡ଼ିଶା ମିଲେଟ୍‌ ମିଶନ ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ୨୦୧୭-୧୮ ଆର୍ଥିକ ବର୍ଷଠାରୁ କାର୍ଯ୍ୟକାରୀ ହେଉଛି।…

‘ନୂଆ ଉନ୍ନତ ଅଭିଳାଷ ଓଡ଼ିଶା’ ଯୋଜନାକୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର, ୧୨ା୮(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ସମୟ ପାଖେଇ ଆସୁଥିବା ବେଳେ ଯୁବ ଭୋଟରଙ୍କ ଉପରେ ବିଜେଡି ଫୋକସ୍‌ କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଶୁକ୍ରବାର ରାଜ୍ୟ ସରକାର କ୍ୟାବିନେଟ୍‌ରେ ନୂଆ ଉନ୍ନତ ଅଭିଳାଷା ଓଡିଶା ସମ୍ପର୍କିତ ନୂଆ…

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?