ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ରାଜ୍ୟର ୨୧.୪୨ ଲକ୍ଷ ଚାଷୀ ଧାନ…
ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ
ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ ଦୁଇ ଶିକ୍ଷା । ଏନେଇ ଗଣଶିକ୍ଷା ସଚିବ ଏନ. ଥିରୁମାଲା ନାଏକ ଆଜି…
ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ
ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ ବୋର୍ଡ କାର୍ଯ୍ୟ କରିବ । ଏନେଇ ସୂଚନା ଦେଲେ ଗଣଶିକ୍ଷା ସଚିବ ଏନ୍…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ। ଦୁଇ ପୁଅଙ୍କ ମୃତ୍ୟୁ ପରେ ସେ ମାନସିକ ସ୍ତରରେ ଅସୁସ୍ଥ ଥିଲେ ଏବଂ…
ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା
ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ ଚିହ୍ନଟ କରି ଭାଙ୍ଗିବା ନେଇ ପଦକ୍ଷେପ ନିଆଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ…
ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା
ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି ଦୁଇଦିନିଆ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ସୂଚନା…
ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍ଖଡ଼ି
ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି। ବିଶେଷକରି ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିବା ଓ ପରିଚାଳନା କମିଟି…
ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା
କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା ସମିତିର ସଭାପତି ଭି.ଭି. ୱାର ପ୍ରସାଦ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କୋରାପୁଟ…
ସରକାରୀ ଅଧିକାରୀଙ୍କୁ ବ୍ଲାକ୍ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ
ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍ମେଲ୍ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗିରଫ ୨ ଖବରଦାତା ଜିଲାର ଜୁନାଗଡ଼ର ଦୁଷ୍ମନ୍ତ ପଣ୍ଡା…
ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…
ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍ରେ ସିଂହୀ ମାୟା ଦୁଇଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକଟି ଆଜି ଭୋର୍ ୨ଟା…
ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା
ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ ପୁଣି ଆରମ୍ଭ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା। ବିଶେଷକରି ଉତ୍ତର ଓ ଉପକୂଳ…
ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…
ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮ କୋଟି ଟନ ଉଚ୍ଚମାନର ବକ୍ସାଇଟ ଗଚ୍ଛିତ ଥିବା ଏହି ସମ୍ପଦବହୁଳ ପାହାଡ଼କୁ କମ୍ପାନୀକୁ…

