ରାଜ୍ୟ

ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କୋର୍ଟରେ ହାଜର କରାଯାଇଥିଲା। ହେଲେ ଏହି ସମୟରେ ଜଗବନ୍ଧୁଙ୍କୁ ପୁନର୍ବାର ରିମାଣ୍ଡରେ…

ଉଠାଦୋକାନୀ ମହାସଂଘ ସହ ବିଏମ୍‌ସିର ଆଲୋଚନା

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍‌ସି। ସୋମବାର ଉତ୍ତର ବିଏମ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଉଠା ଦୋକାନ ଉଚ୍ଛେଦକୁ ତୁରନ୍ତ ବନ୍ଦ କରିବା,…

ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ ସେମାନେ ନିଜେ ଅପରାଧରେ ସଂଶ୍ଳିଷ୍ଟ ହୋଇ ରାଜ୍ୟ ରାଜନୀତିକୁ ଅପରାଧୀକରଣ କରିବାରେ ପ୍ରୋତ୍ସାହିତ କରୁଛନ୍ତି।…

ଓଡ଼ିଶା କହିଲେ ୨ ଜଣଙ୍କୁ ବୁଝାଏ: ରମେଶ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ): ଓଡିଶା କହିଲେ ଦୁଇ ଜଣଙ୍କୁ ବୁଝାଏ। ଜଣେ ହେଉଛନ୍ତି ଜଗନ୍ନାଥ ଆଉ ଜଣେ ହେଲେ ବିଜୁ ପଟ୍ଟନାୟକ। ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ବିଜେଡି ଏମ୍‌ପି ରମେଶ ମାଝୀ ତାଙ୍କ ଭାଷଣରେ ଏହା କହିଛନ୍ତି। ରମେଶ କହିଛନ୍ତି ଯେ, ଯେଉଁ…

୨୮ରେ କଂଗ୍ରେସ ପ୍ରତିଷ୍ଠା ଦିବସ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଭାରତୀୟ ଜାତୀୟ କଂଗ୍ରେସ ତା’ର ୧୩୮ତମ ପ୍ରତିଷ୍ଠା ଦିବସ ଆସନ୍ତା ଡିସେମ୍ବର ୨୮ ତାରିଖରେ ପାଳନ କରିବ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ଭାରତ ବର୍ଷ ଏବଂ ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ,…

ନୂତନ କୀର୍ତ୍ତିମାନ ସ୍ଥାପନ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ):ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜେଡି ରୌପ୍ୟ ଜୟନ୍ତୀରୁ ବିଗୁଲ ଫୁଙ୍କିଛି। ୨୦୨୪ ନିର୍ବାଚନରେ ବିଜୟଲାଭ କରି ବିଜେଡି ସମଗ୍ର ଦେଶରେ ଏକ ନୂତନ କୀର୍ତ୍ତିମାନ ସ୍ଥାପନ କରିବାକୁ ଲକ୍ଷ୍ୟ ରଖିଛି। ଏହି ଲକ୍ଷ୍ୟରେ ବିଜେଡି ରଣନୀତି ପ୍ରସ୍ତୁତ କରିବା…

କମିଲା ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଓଡ଼ିଶା ଉପକୂଳରେ ଗୁରୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟ ଭିତରକୁ ପ୍ରଚୁର ପରିମାଣରେ ଜଳୀୟ ବାଷ୍ପ ପ୍ରବେଶ କରୁଛି। ଏଥିଯୋଗୁ ଗତ କିଛିଦିନ ଧରି ଲାଗିରହିଥିବା ଥଣ୍ଡା ଗାଏବ ହୋଇଯାଇଛି। ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ୍‌…

ଆନ୍ଦୋଳନରୁ ଓହରିଲେ ପାଚିକା ସହାୟିକା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):୧୩ ଦଫା ଦାବି ନେଇ ଦୀର୍ଘଦିନ ଧରି ଆନ୍ଦୋଳନ ଚଳାଇ ଆସୁଥିବା ପାଚିକା ସହାୟିକା ଶେଷରେ ଧାରଣାରୁ ଉଠିଛନ୍ତି। ଦେଢ଼ମାସ ମଧ୍ୟରେ ଦାବି ପୂରଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପରେ ପାଚିକା ସହାୟିକା ମଜଦୁର ସଂଘ ଆନ୍ଦୋଳନରୁ ଓହରିଛି।…

ବିଏସ୍‌କେୱାଇରେ ୧୨ ମାସରେ ଚିକିତ୍ସିତ ହେଲେଣି ୬.୩୧ ଲକ୍ଷ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ବିଶେଷ ଅଗ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟାନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ବିଏସ୍‌କେୱାଇ ବିଷୟରେ…

ବିନୋଦ କୁମାରଙ୍କୁ ପୁଣି ୩ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍‌ଏଚ୍‌ଡିସି) ଗୃହ ଋଣ ଦୁର୍ନୀତି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏମ୍‌/ଏସ୍‌ ରଶ୍ମି ମାସ୍‌ କନ୍‌ଷ୍ଟ୍ରକ୍ସନ ପ୍ରାଇଭେଟ୍‌ ଲିଃକୁ ଅନୁଚିତ ଅନୁଗ୍ରହ ଦେଖାଇ ଜାଲ୍‌ କାଗଜପତ୍ରରେ ୨୧.୩୫ ଲକ୍ଷ ଟଙ୍କାର ଗୃହ…

ଆଜି କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ):କିଛି ମାସ ପରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଚାଇନାରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟରେ କରୋନା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ସମୀକ୍ଷା କରିବେ। ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ…

‘ସେବା ଏଜେଣ୍ଡାରୁ ବିଜେଡି ହଟିନାହିଁ’

ପୁରୀ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୭ା୧୨:ମା’ମାନେ ଆଗେଇ ଆସନ୍ତୁ। ଦାୟିତ୍ୱ ନିଅନ୍ତୁ। ସେମାନଙ୍କ ଆଶୀର୍ବାଦ ରହିଲେ ୨୫ କି ୫୦ ନୁହେଁ, ବିଜେଡି ଶହେବର୍ଷ ଓଡ଼ିଶା ଲୋକଙ୍କ ସେବା କରି ଚାଲିବ। ଶଙ୍ଖଚିହ୍ନ ସବୁବେଳେ ଓଡ଼ିଆ ସ୍ବାଭିମାନର ଜୟ ନାଦ କରିଚାଲିଥିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri