ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ
ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ…
ରାଜ୍ୟ କ୍ୟାବିନେଟ୍ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର
ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍…
ଅପରେଶନ ଟେବୁଲରେ ଚାଲିଗଲା ରୋଗୀଙ୍କ ଜୀବନ, ହସ୍ପିଟାଲରେ ଉତ୍ତେଜନା
ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଅପରେଶନ ଟେବୁଲରେ ରୋଗୀଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତେଜନା ଦେଖାଦେଇଛି। ସୂଚନାନୁଯାୟୀ, ଭଦ୍ରକ ଜିଲା ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳିପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା ଟ୍ୟୁମର ଅପରେଶନ ପାଇଁ ଗତ…
ପବିତ୍ରମୋହନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ କଲେଜ
ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ)ର ନାମ ପରିବର୍ତ୍ତନ ହେବ। ଏହାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ…
୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା
ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍ଏମ୍ ଏମ୍ସିଏଚ୍ ବାଲେଶ୍ୱରରେ ସବୁ ସିଟ୍ ପୂରଣ ହୋଇଥିବାବେଳେ ଅନ୍ୟ ମେଡିକାଲ କଲେଜରେ ମୋଟ ୪୫୨ଟି ସିଟ୍ ଖାଲି…
ବର୍ଷା ନାହିଁ, ଘାରିଲାଣି ମରୁଡ଼ି ଚିନ୍ତା
ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ୨୦ ତାରିଖ ଯାଏ ରାଜ୍ୟକୁ ବଡ଼ ବର୍ଷାର କୌଣସି ସୂଚନା ନାହିଁ। ଏହି ଖବର ଚାଷୀଙ୍କ ହୋସ ଉଡ଼ାଇ ଦେଇଛି। ଚାଷ କେମିତି ହେବ ସେଇ ଚିନ୍ତାରେ ଚାଷୀ। ରାଜ୍ୟର ୧୧ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି…
କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ
ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟର…
୧୨୯ ଦିନରେ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର
ପାରାଦୀପ,୧୧।୮(ଶରତ ରାଉତ): ପାରାଦୀପ ବନ୍ଦର ଚଳିତ ଆର୍ଥିକବର୍ଷର ମାତ୍ର ୧୨୯ ଦିନ ମଧ୍ୟରେ ରେକର୍ଡ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର କରିଛି। ଏହା ପୂର୍ବ ବର୍ଷ ତୁଳନାରେ ୬୫% ଅଭିବୃଦ୍ଧି ବୋଲି ବନ୍ଦର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।…
‘ସମବାୟ ବିଭାଗର ପ୍ରତି ସଭାସମିତିରେ କରାଯିବ ବୃକ୍ଷରୋପଣ’
ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ଜଳବାୟୁ ପରିବର୍ତ୍ତନରୁ ପରିବେଶ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ପ୍ରତିଟି ସ୍ତରରେ ପ୍ରତିବଦ୍ଧତାର ସହ ପ୍ରୟାସ ଆରମ୍ଭ ସ୍ବରୂପ ସରକାରୀ ବିଭାଗରେ ଏକ ବୃକ୍ଷ ଚାରାରେ ଜଳଦାନ ସହ ସଭା ଓ ଉତ୍ସବର ଶୁଭାରମ୍ଭ…
ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।…
ଏଏସ୍ଓ ଚୟନ ପ୍ରକ୍ରିୟାରେ ହାଇକୋର୍ଟଙ୍କ ରୋକ
କଟକ,୧୦ା୮ (କାର୍ତ୍ତିକ ସାହୁ)ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କରିବାକୁ ଜଣକିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ ଉପରେ ରୋକ ଲାଗିଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ…
ଅକ୍ଟୋବର ପହିଲାରୁ ଅନ୍ଲାଇନ୍ ପେନ୍ସନ୍ ଆବେଦନ ବାଧ୍ୟତାମୂଳକ
ଭୁବନେଶ୍ୱର,୯ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବାର ପହିଲାରୁ ପେନ୍ସନ୍ ଓ ଭବିଷ୍ୟନିଧି ଆବେଦନ ଅନ୍ଲାଇନ୍ ମାଧ୍ୟମରେ ବାଧ୍ୟତାମୂଳକ ହେବ। ଆବେଦନକାରୀମାନେ କେବଳ ଅନଲାଇନ ଜରିଆରେ ଆବେଦନ କରିବେ। ସ୍ଥାନୀୟ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ଏକାଡେମୀଠାରେ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଏବଂ…

