ରାଜ୍ୟ

ପାନ୍ଥନିବାସରେ ଅସ୍ଥାୟୀ ଖୋଲିବ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ

ଭୁବନେଶ୍ୱର/ସାକ୍ଷୀଗୋପାଳ,୪।୮(ଅନୁରାଧା ମହାରଣା/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ୨୦୨୩-୨୪ ଶିକ୍ଷାବର୍ଷରୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ନାମଲେଖା, ନିଯୁକ୍ତି ଓ ଅନ୍ୟାନ୍ୟ ପ୍ରକ୍ରିୟା ଜାରି ରହିଛି। ହେଲେ ଏବେ ବିଶ୍ୱବିଦ୍ୟାଳୟର ବିଲ୍ଡିଂ ଓ ଭିତ୍ତିଭୂମି ନିର୍ମାଣ…

ବନ୍ୟାପାଣିରେ ଚାଲିଗଲା ଶିଶୁପୁତ୍ରଙ୍କ ଜୀବନ

ହାଟଡିହୀ,୩l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ବନ୍ୟା ପାଣିରେ ବୁଡ଼ି ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋସୋ ଥାନା ସଙ୍ଗମ ଗ୍ରାମ ନାଇକ ସାହିର ଗୋବିନ୍ଦ ନାଇକଙ୍କ ପୁଅ ସତ୍ୟଜିତ(୬ ବର୍ଷ)। ସତ୍ୟଜିତ ସନ୍ଧ୍ୟାରେ ନିକଟସ୍ଥ ନାଳକୁ…

ବନ୍ୟାରେ ଭାସିଗଲେ ନାବାଳକ

ଧାମନଗର,୩ା୮(ଦେବେନ୍ଦ୍ର ଆନ୍ଦିଆ): ବୈତରଣୀ, ଗେଙ୍ଗୁଟି ଓ କୋଚିଳା ନଦୀରେ ବଡ଼ ଧରଣର ବନ୍ୟା ଆସି ଭଦ୍ରକ ଧାମନଗର ବ୍ଲକ୍‌ର ବହୁ ଅଞ୍ଚଳ ପ୍ରଭାବିତ ହୋଇଛି। ବନ୍ୟାଜଳ ରାସ୍ତାଘାଟ, ଗାଁ ଦାଣ୍ଡ, କେତେକଙ୍କ ଘରେ ଓ ଚାଷଜମିରେ ପଶି ଜଳମଗ୍ନ ହୋଇଯାଇି। ଗୁରୁବାର…

୫-ଟି ସ୍କୁଲ ପ୍ରାଙ୍ଗଣ ଜଳାର୍ଣ୍ଣବ

ଜମନକିରା,୩।୮(ରବୀନ୍ଦ୍ର ଦାନି): ରାଜ୍ୟ ସରକାର ସ୍କୁଲଗୁଡ଼ିକ ୫-ଟି ଅଧୀନରେ ରୂପାନ୍ତରଣ ପାଇଁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ରୂପାନ୍ତରଣ ପରେ ପ୍ରଶାସନ ଏହାକୁ ଅଣଦେଖା କରୁଛି। ଏଭଳି ସମସ୍ୟା ଯୋଗୁ ସ୍କୁଲର ସୌନ୍ଦର୍ଯ୍ୟକରଣ ନଷ୍ଟ ହେଉଥିବା ବେଳେ ଛାତ୍ରୀଛାତ୍ର ଓ…

ମାଟି ତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ମାମଲା: ଲିଭ ଇନ୍‌ରୁ ହତ୍ୟା

ହିଞ୍ଜିଳିକାଟୁ, ୩।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୁକୁଡାଖଣ୍ଡି ପଞ୍ଚାୟତ ଅଧୀନ ବୋରିଗାଁ ପଞ୍ଚାୟତ ମହୁଲପଲ୍ଲୀ ଗ୍ରାମ ଏକ ଶ୍ମଶ୍ମାନରୁ ରବିବାର ମାଟି ତଳୁ ଉଦ୍ଧାର ହୋଇଥିବା ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହ ସୋମବାର ଚିହ୍ନଟ ହୋଇଛି। ମୃତ ମହିଳା…

ଦକ୍ଷିଣପୂର୍ବ ରେଳପଥ ଅଣ୍ଡରପାସ୍‌ରେ ୮ଫୁଟ୍‌ ପାଣି

କୁଚିଣ୍ଡା,୩ା୮(ବିରଞ୍ଚତ୍ ଦର୍କା): ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲା ବାମରା ଦକ୍ଷିଣପୂର୍ବ ରେଳପଥ (ନଂ.୪୭୩/୧୧) ଖମ୍ବସ୍ଥିତ ଅଣ୍ଡରପାସ୍‌ରେ ୮ଫୁଟ୍‌ର ପାଣି ଜମିଛି। ଫଳରେ ଉଚ୍ଚକାପାଟ ଓ ବାଉଁଶଲଗା ପଞ୍ଚାୟତର ଲୋକଙ୍କ ଯିବାଆସିବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ପଞ୍ଚାୟତରୁ ମିଳୁଥିବା ଭତ୍ତା, ରାଶନ…

ଘୁଞ୍ଚିଲା ୟୁଜି, ପିଜି ନାମଲେଖା ତାରିଖ

ଭୁବନେଶ୍ୱର,୩।୮(ଅସମାପିକା ସାହୁ): ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୟୁଜି ଏବଂ ପିଜି ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି। ୟୁଜି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଏବଂ ପିଜି ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଅଗଷ୍ଟ ୫ ତାରିଖ ଅର୍ଥାତ୍‌ ଶନିବାରକୁ ଘୁଞ୍ଚାଇ ଦିଆଯାଇଛି।…

ରୋଗୀଙ୍କ ଖାଦ୍ୟ ଅନୁଦାନ ୩୦ ପ୍ରତିଶତ ବୃଦ୍ଧି କଲେ ସରକାର, ଖର୍ଚ୍ଚ ହେବ ୬୪ କୋଟି ଟଙ୍କା

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶା ସରକାର ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ…

ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି ଚାଉଳ। ଏମାନଙ୍କ ପାଖରେ ନା ଅଛି ଘର, ନା ବିଜୁଳି, ନା ମିଳିଛି ଅନ୍ୟାନ୍ୟ…

୨୦୪୭ ସୁଦ୍ଧା ରାଜ୍ୟରୁ ହଟିବ ସିକିଲ୍‌ ସେଲ୍‌

ଭୁବନେଶ୍ୱର,୩।୮(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସିକିଲ୍‌ସେଲ୍‌ ବା ସିକିଲ୍‌ ସେଲ୍‌ ଆନିମିଆ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ରୋଗୀ ଓଡିଶାର ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଦେଖାଯାଉଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବା ସହ…

ଝରିଗାଁ ବ୍ଲକର ୪୬ ଗାଁକୁ ନାହିଁ ରାସ୍ତା

ଝରିଗାଁ,୩।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ୨୩ ପଞ୍ଚାୟତରେ ରହିଛି ୧୧୧ ରାଜସ୍ବ ଓ ୩୬୫ ପଡ଼ା ଗାଁ। ୨୦୧୧ ଜନଗଣନା ଅନୁସାରେ ଏହି ବ୍ଲକରେ ୬୨.୩୭% ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରନ୍ତି। ସରକାର ସେମାନଙ୍କୁ ସ୍ବାସ୍ଥ୍ୟ,…

ମୋ ଘର ଯୋଜନା ପ୍ରତି ଆଗ୍ରହୀ ନାହାନ୍ତି ହିତାଧିକାରୀ

ସାକ୍ଷୀଗୋପାଳ,୩।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ରାଜ୍ୟରେ ଗରିବଙ୍କ ନିମନ୍ତେ ସମସ୍ତ କଚ୍ଚାଘରକୁ ପକ୍କାଘର କରି ଯୋଗାଇଦେବା ଉଦ୍ଦେଶ୍ୟରେ ସରକାର ‘ମୋ ଘର ଯୋଜନା’ କରିଛନ୍ତି। ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକରେ ଏହି ଯୋଜନାର ସୁବିଧା ନେବା ପାଇଁ ହିତାଧିକାରୀଙ୍କ ଆଖିଦୃଶିଆ ସଂଖ୍ୟା ଛୁଇଁପାରିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?