ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍ ରହିଛି। ଆସନ୍ତା ୬ଦିନ ଅର୍ଥାତ୍ ଜୁନ୍ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଶନିବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍ରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି
ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନ୍ରେ ଅସ୍ଥାୟୀ ଭାବେ ଅତିରିକ୍ତ କୋଚ୍ ସଂଯୋଗ କରିବାକୁ ନିଷ୍ପତ୍ତି…
ଆଜିଠୁ ଓଡ଼ିଶାରେ ଏସ୍ଆଇଆର୍: ସାମାନ୍ୟ ତ୍ରୁଟି ଥିଲେ…
ଭୁବନେଶ୍ୱର,୩୦।୫ (ସୁନିତ୍ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍ ୨୮ ପର୍ଯ୍ୟନ୍ତ ବିଏଲ୍ଓମାନେ ଘରକୁ ଘର ଯାଇ ଲୋକମାନଙ୍କ ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଏଥିରେ ଲୋକଙ୍କ…
ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…
ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …
ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ ପଙ୍କ ଉଦ୍ଧାର ନହେବା ପୂର୍ବରୁ ଅନିୟମିତତା ଅଭିଯୋଗ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି। ଦିଗପହଣ୍ଡି ସହରର…
ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା
ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ‘ଲକ୍ଷ୍ୟ ନିକେତନ’ ଯୋଜନା ଚଳିତ ବର୍ଷ ଆରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ…
ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…
ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏ ନେଇ ସ୍ବାମୀ ସୂଚନା ପାଇବା ପରେ…
ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ
ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ଥାନା ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ ଅଟକାଇଥିଲା। ଗାଡ଼ିରେ ୬ଟି ବଳଦ ଥିବାବେଳେ ସେଗୁଡ଼ିକୁ ଅମାନବୀୟ ଭାବରେ ଚାଲାଣ କରାଯାଉଥିବା…
ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍ ଗଲେ ଅଭିଯୁକ୍ତ
କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ଦୁଇ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି।…
ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…
କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର ବନବାସୀ କହି ଅପମାନିତ କରିବା ସହିତ ତାତ୍ସଲ୍ୟ କରିଥିଲେ। ଯାହାକି ଆଦିବାସୀ ସମାଜ…
ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…
ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ ଗରିବ ଶ୍ରମିକଙ୍କୁ ମିଳୁନି ତାଙ୍କ ହକ୍ର ପାଉଣା। ଦିନ ମଜୁରିଆଙ୍କ ପେଟକୁ ଲାତ…
ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ
ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ ନେଇ ଉତ୍ତେଜନା କମି ନ ଥିବାବେଳେ ଶୁକ୍ରବାର ତାଙ୍କୁ ଡ଼ାକ୍ତରଖାନାରୁ କେଉଁଆଡେ ପୋଲିସ…

