ରାଜ୍ୟ

ଚାରିଧାମ ଦର୍ଶନରେ ବାହାରିଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ସୁବଳୟା ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସ୍ୟାମ ହରାଇ ରାସ୍ତାପାର୍ଶ୍ୱ ଏକ ଖୁଣ୍ଟରେ ପିଟି ହୋଇଯାଇଥିଲା l ହେଲେ ସୌଭାଗ୍ୟ ବଶତଃ ବସ୍‌ରେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ସୌଭାଗ୍ୟ

ଭୁବନେଶ୍ୱର,୩୦ା୭(ଅସମାପିକା ସାହୁ): ନୟାଗଡ଼ ଗୌରବ ଆଇରନ ମ୍ୟାନ ତଥା ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ ଓ ରୁଷିଆର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ ଏଲ୍ବ୍ରସ ଚଢ଼ିବାକୁ ଯାଉଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର…

୬ବର୍ଷ ହେଲା ହାତୀ ଗଣନା ହୋଇନି, ମଲେଣି ୫୨୬

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀ ବିବାଦ ବଢ଼ୁଛି। ବିଶେଷ କରି ହାତୀ ଏବଂ ମଣିଷ ଅଧିକାଂଶ ସମୟ ମୁହଁାମୁହିଁ ହେଉଥିବା ଦେଖାଦେଉଛି। କେଉଁଠି ହାତୀ ମଣିଷକୁ ମାରୁଛି ତ ଆଉ କେଉଁଠି ଶିକାରୀ ହାତୀକୁ ମାରୁଛି। ଏଥିସହ ବିଭିନ୍ନ…

ନବ ଦାସ ହତ୍ୟା ମାମଲାରେ ଭାଜପା ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଭାଜପା ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ସେମାନେ ପ୍ରତି ୧୫ ଦିନରେ ଏହି ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି ବୋଲି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି ା ଶଙ୍ଖ ଭବନଠାରେ…

ବିଜେଡି ସରକାର ସବୁଜ ପତ୍ରିକାଧାରୀଙ୍କୁ ପ୍ରତାରଣା କରିଛନ୍ତି : ଭାଜପା

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଦେଶରେ ଦ୍ରୁତ ଜନସଂଖ୍ୟା ବୃଦ୍ଧିକୁ ରୋକିବା ପାଇଁ ଦେଶବାସୀଙ୍କ ସହଯୋଗରେ ୧୯୮୩ରେ ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ତତ୍କାଳୀନ ସରକାର ସବୁଜ ପତ୍ରିକା ଆରମ୍ଭ କରିଥିଲେ । ବିଭିନ୍ନ ସାମାଜିକ ପ୍ରତିବନ୍ଧକ ଓ ପରିବାର…

ବାଲେଶ୍ୱର ଏସ୍‌ପିଙ୍କ ମନ୍ତବ୍ୟ ହାସ୍ୟାସ୍ପଦ: ଶରତ

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନ (ଓଏସ୍‌ଏସ୍‌ସି) ପ୍ରଶ୍ନପତ୍ର ଲିକ୍‌କୁ ନେଇ ସାରା ରାଜ୍ୟ ହଇଚଇ ହୋଇଥିବା ବେଳେ ଗତ ୨୭ ତାରିଖରେ ବାଲେଶ୍ୱର ଏସ୍‌ପିଙ୍କର ମନ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ। ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରିଣ୍ଟିଂ…

ରେନୋ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୩୦।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ରେନୋ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଆର୍‌ଆଇପିଏଲ୍‌)ର ସ୍ବତନ୍ତ୍ର ଅଭିଯାନ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତୀୟ ଗ୍ରାହକଙ୍କ ନିକଟତର ହେବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଏକ ଅଗ୍ରଗାମୀ…

ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ ଉଦ୍‌ଘାଟିିତ

ଭୁବନେଶ୍ୱର,୩୦।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ଜଟଣୀ କ୍ୟାମ୍ପସଠାରେ ‘ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏମ୍‌.ଆର୍‌. ଶାହା, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଦୀନେଶ ମାହେଶ୍ୱରୀ ଏବଂ…

ଷ୍ଟଲ୍‌ଓ୍ବାର୍ଟକୁ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ

ଭୁବନେଶ୍ୱର,୩୦।୭: ରାଜ୍ୟର ପ୍ରମୁଖ ଘରୋଇ ଗୃହ ନିର୍ମାଣକାରୀ ସଂସ୍ଥା ଷ୍ଟଲ୍‌ଓ୍ବାର୍ଟ ପ୍ରୋଜେକ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌(ଏସ୍‌ପିପିଏଲ୍‌)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ନିର୍ବାଣ ଫାଉଣ୍ଡେଶନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ କାର୍ଯ୍ୟକ୍ରମର ପ୍ରଥମ ସଂସ୍କରଣରେ…

ସରକାରୀ କ୍ରୟ ପ୍ରକ୍ରିୟାରେ ଉଲ୍ଲେଖନୀୟ ପ୍ରଦର୍ଶନ

ଭୁବନେଶ୍ୱର, ୩୦।୭: (ଅଭୟ ଦାଶ): ସରକାରୀ ସେବା ଓ ସାମଗ୍ରୀ କ୍ରୟ ପ୍ରକ୍ରିୟାରେ କାରବାର କରୁଥିବା ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ଭୁବନେଶ୍ୱରଠାରେ ସରକାରୀ…

ରାଇପାହାଡ଼ର ୧୮ପରିବାର ଆନ୍ଧ୍ର ହିତାଧିକାରୀ

ନନ୍ଦପୁର,୩୦ା୭(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଳକ ଚାଟୁଆ ବୈଠକକୁ ଆନ୍ଧ୍ର-ଓଡ଼ିଶା ସୀମା ସମ୍ପର୍କିତ କୌଣସି କାଗଜପତ୍ର ଓ ମାନଚିତ୍ର ନ ଆଣି ଆସିଥିଲେ ଆନ୍ଧ୍ର ପ୍ରଶାସନିକ ଅଧିକାରୀ। ଫଳରେ ବୈଠକରେ ଆଲୋଚନା ଫଳପ୍ରଦ ହୋଇପାରି ନ ଥିଲା। ତେବେ ରାଇପାହାଡ଼ ଗ୍ରାମବାସୀଙ୍କୁ…

ଦେଶରେ ବଢ଼ିଛି, ଓଡ଼ିଶାରେ କମିଛି

ନୂଆଦିଲ୍ଲୀ/ବାରିପଦା,୩୦ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶରେ ବାଘ ସଂଖ୍ୟା ବୃଦ୍ଧି ପାଇଥିବାବେଳ ଓଡ଼ିଶାରେ ବାଘଙ୍କ ସଂଖ୍ୟା ଲଗାତର କମିବାରେ ଲାଗିଛି। ୨୦୦୬ରେ ରାଜ୍ୟରେ ୪୫ ମହାବଳ ବାଘ ଥିବାବେଳେ ୨୦୧୦ରେ ଏହା ୩୨କୁ ଖସିଥିଲା। ୨୦୧୮ରେ ପୁଣି ହ୍ରାସ ପାଇ ୨୮ ଏବଂ ୨୦୨୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?