ରାଜ୍ୟ

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ଛାତ୍ରୀ ଜଣକ ପଞ୍ଚମ…

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି…

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ…

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ ଧାନମଣ୍ଡି ଜିଲାପାଳ ହେମକାନ୍ତ ସୟଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲା…

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି ଜେନା ଶନିବାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପ୍ରମାଣ ପତ୍ର ଥିବା…

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର…

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ…

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ନିରଞ୍ଜନଙ୍କ ଘରୁ ୧ କେଜିର ସୁନା ଅଳଙ୍କାର ଠାବ ହୋଇଥିଲା। ୨ ବହୁତଳ କୋଠା…

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି ନିଷ୍ପତ୍ତି ନେଇଥିବା ନେଇ କୁହାଯାଇଛି । ହାତୀ ନଯିବା ପର୍ଯ୍ୟନ୍ତ ଶିଖରଚଣୀ ପୀଠକୁ ବନ୍ଦ…

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା ଦେଇ କହିଛନ୍ତି, ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା…

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର…

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୂଚନା ମୁତାବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri