ରାଜ୍ୟ

ଭାଜପା ହୀନ ରାଜନୀତି କରୁଛି: ବିଜେଡିି

ଭୁବନେଶ୍ୱର,୨୫ା୭ (ଅନିଲ ଦାସ):ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍‌ ଧରାପଡ଼ିବା ପରେ ଓଡ଼ିଶା ଭାଜପା ଏହାକୁ ନେଇ ହୀନ ରାଜନୀତି ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ…

ଓଏସ୍‌ଏସ୍‌ସି କାର୍ଯ୍ୟାଳୟ ଆଗରେ ସାଷ୍ଟାଙ୍ଗ ଦଣ୍ଡବତ କରି ବିକ୍ଷୋଭ

ଭୁବନେଶ୍ୱର,୨୫ା୭(ଅନୁରାଧା ମହାରଣା):ଜେଇ ସିଭିଲ ମେନ୍‌ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରତିବାଦରେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବେକାରି ଡିପ୍ଲୋମା ଇଞ୍ଜିନିୟର୍ସ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିକ୍ଷୋଭକାରୀମାନେ ପ୍ରଶ୍ନପତ୍ର ବିକ୍ରିରେ…

‘ବାଘ ନୁହେଁ ଫିଶିଂକ୍ୟାଟ୍‌’

ଚାନ୍ଦବାଲି, ୨୫।୭ (ଅଶୋକ କୁମାର ପଣ୍ଡା)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ କଲେଜ ସମ୍ମୁଖ ପଡ଼ିଆରେ ଦୁଇଟି ଚିତାବାଘ ଥିବା ଖବର ସୋମବାର ପ୍ରଚାରିତ ହୋଇଥିଲା। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ…

ଏବେ ବି ୧୨ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୫ା୭(ଅନିଲଦାସ):ଲଘୁଚାପ ପରେ ଲଘୁଚାପ ହେଉଛି। ଚଳିତ ମାସରେ ୫ରୁ ଅଧିକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମାତ୍ର ଆଶାନୁରୂପ ବର୍ଷା ହେଉନାହିଁ। ଜୁଲାଇ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଚାଷ କାମ ଆରମ୍ଭ ହୋଇପାରି ନାହିଁ। ଚାଷୀମାନେ ତଳି ପକାଇ…

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍‌ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରି…

ଘରୋଇ କଳହ ଜୀବନ ନେଉଛି

ଭୁବନେଶ୍ୱର,୨୫ା୭(ସତ୍ୟଜିତ୍‌ ରାଉତ):ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହଶ୍ରଦ୍ଧା ଦ୍ୱାରା ସମ୍ପର୍କ ମଜଭୁତ ହୋଇଥାଏ। ହେଲେ ଅନେକ ସମୟରେ ଭୁଲ୍‌ ବୁଝାମଣା ଓ ମତଭେଦ ଏବଂ ବିଭିନ୍ନ ସମସ୍ୟା ପାଇଁ ଏହି ସମ୍ପର୍କରେ ତିକ୍ତତା ସୃଷ୍ଟି ହେଉଛି। ପରବର୍ତ୍ତୀ ସମୟରେ ଏହା ବିପଦ ସୃଷ୍ଟି…

ବଦଳିଲେ ୧୨ ଓଏଏସ୍‌ ଅଧିକାରୀ

ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ସେକ୍ରେଟାରି…

୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ…

ସ୍ତ୍ରୀ, ପୁଅଙ୍କ ତଣ୍ଟିଚିପି ହତ୍ୟାକଲେ ସ୍ବାମୀ

ଭଦ୍ରକ,୨୪ା୭(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡ଼ିଆ ଠାରେ ଜଣେ ମଦ୍ୟପ ସ୍ବାମୀ ସ୍ତ୍ରୀ ଓ ପୁଅର ତଣ୍ଟି ଚିପି ହତ୍ୟା କରିଛନ୍ତି। ସୂଚନାନୁଯାୟୀ, କୁଶଗଡ଼ିଆଠାରେ ବନ୍ତ ଥାନା ଦୋଳପଦୀ ଗ୍ରାମର ଉମେଶ ନାୟକ ଏକ ଭଡ଼ାଘରେ…

ରେଳଧାରଣାରୁ ଦମ୍ପତିଙ୍କ ମୃତଦେହ ଜବତ

ଭୁବନେଶ୍ୱର,୨୪ା୭(ସୂର୍ଯ୍ୟକାନ୍ତ ବେହେରା): ବାଣୀବିହାର ଷ୍ଟେଶନ ନିକଟସ୍ଥ ବମିଖାଲ ରେଳଧାରଣାରୁ ସୋମବାର ସକାଳୁ ଜିଆରପି ଏକ ଦମ୍ପତିଙ୍କ ମୃତଦେହ ଜବତ କରିଛି। ଦମ୍ପତିଙ୍କ ଘର କଟକରେ ହୋଇଥିବା ବେଳେ ଉଭୟ ସହିଦନଗର ଶାନ୍ତିପଲି ବସ୍ତିରେ ରହୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ…

୮୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ବନ୍ଦ

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସିଟ୍‌ ତୁଳନାରେ ଯୁକ୍ତ୨ ନାମଲେଖା ହାର କମ୍‌ ଥିବା ବା ଆଦୌ ହୋଇ ନ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏଚ୍‌ଏସ୍‌ଏସ୍‌୍‌) ଉପରେ ପଦକ୍ଷେପ ଆରମ୍ଭ ହୋଇଛି। ରାଜ୍ୟର ୮୯ଟି ଏଚ୍‌ଏସ୍‌ଏସ୍‌ରେ ଆଉ ନାମଲେଖା ହେବ ନାହିଁ। ସେହିପରି…

ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?