ରାଜ୍ୟ

ବଢ଼ିଲା ଖବରଦାତାଙ୍କ ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର, ୧୯।୭ (ଅନିଲଦାସ): ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ରାଶି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହି ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମଙ୍ଗଳବାର…

୨୪ ବର୍ଷରେ କେତେ ଜଳସେଚନର ସୁଯୋଗ ସୃଷ୍ଟି ହୋଇଛି ଶ୍ୱେତପତ୍ର ଜାରି କର: କଂଗ୍ରେସ

ଭୁବନେଶ୍ବର, ୧୯ା୭(ସୁନିତ୍‌ ମିଶ୍ର): ଓଡ଼ିଶା ଗତ ୧୩ ବର୍ଷରେ ୮ ଥର ମରୁଡ଼ି ପରିସ୍ଥିତିର ସମ୍ମୁଖୀନ ହୋଇଛି। ପ୍ରତିଥର ମରୁଡ଼ି ଆସିଲେ ଗତାନୁଗତିକ ଭାବେ ସରକାରଙ୍କ ଆପଦକାଳୀନ ବୈଠକ ବସିଥାଏ। କୃଷି ବିଭାଗ ଅଧିକାରୀମାନେ ମରୁଡ଼ି ସହ୍ୟ କରିପାରୁଥିବା କୃଷି ସାରଣୀକୁ…

ଦୁଇଗୁଣା ଟୋଲ୍‌ ଫି, ଶ୍ରଦ୍ଧାଳୁଙ୍କୁ ଶୋଷଣ

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସକୁ ଶ୍ରାବଣ ମାସରେ ଜଳଲାଗି ପାଇଁ ଆସୁଥିବା ଶ୍ରଦ୍ଧାଳୁମାନଙ୍କଠାରୁ ଦୁଇଗୁଣା ଟୋଲ୍‌ ଫି ଆଦାୟ କରାଯାଉଛି। ଏପରି କି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକରେ କରାଯାଇଥିବା ନିଷ୍ପତ୍ତିକୁ ଟୋଲଗେଟ୍‌ ନିଲାମଧାରୀ ସମ୍ପୂର୍ଣ୍ଣ ଭାବେ ବେଖାତିର…

ଅସହ୍ୟ ହେଲାଣି ମହଙ୍ଗା ମାଡ଼

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଗତ କିଛି ମାସ ହେବ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଦର ହୁ ହୁ ହୋଇ ବଢ଼ିଚାଲିଛି। ପ୍ରାୟ ଅଧିକାଂଶ ସାମଗ୍ରୀ ଦର କିଲୋ ପ୍ରତି ୫୦ରୁ ୧୦୦ ଟଙ୍କା ବୃଦ୍ଧି ହୋଇଛି। ବର୍ଷା ଯୋଗୁ ପନିପରିବା ଫସଲ ଦର ବୃଦ୍ଧି…

୨୫ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର):ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ…

ରାସ୍ତାରେ ପିସିଆର ଭ୍ୟାନ୍‌କୁ ଠେଲିଲା ପୋଲିସ

ଭୁବନେଶ୍ୱର,୧୮।୭ (ସୂର୍ଯ୍ୟକାନ୍ତ ବେହେରା):ପାଟ୍ରୋଲିଂ ବେଳେ ମଝି ରାସ୍ତାରେ ହଠାତ୍‌ ଅଚଳ ହୋଇପଡିଲା ପିସିଆର୍‌ ଭ୍ୟାନ୍‌। ଡ୍ରାଇଭର ଅନେକ ଚେଷ୍ଟା କରି ବିଫଳ ହେବା ପରେ ଶେଷରେ ବାଧ୍ୟ ହୋଇ ଗାଡିରେ ଥିବା ଅନ୍ୟ ପୋଲିସ କର୍ମଚାରୀମାନେ ଏକାଠି ହୋଇ ଗାଡିକୁ ଠେଲି…

୫୧୯୫ ପ୍ରାଥମିକ ସ୍କୁଲର ଭିତ୍ତିଭୂମି ବିକାଶ ହେବ

ଭୁବନେଶ୍ୱର,୧୮ା୭ (ଅନୁରାଧା ମହାରଣା):ତୋଷାଳୀ ଭବନସ୍ଥିତ ‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦର ୧୧ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ‘ମୋ ସ୍କୁଲ ଅଭିଯାନ’ ପ୍ରକଳ୍ପଗୁଡି଼କର ସାମାଜିକ ସମୀକ୍ଷା, ରାଜ୍ୟର ୫୧୯୫ ପ୍ରାଥମିକ ବିଦ୍ୟାଳୟର ଉନ୍ନତୀକରଣ, ରାଜ୍ୟର ସମସ୍ତ…

ୟୁଟ୍ୟୁବ୍‌ ଦେଖି ସୋଲାର ଅଟୋ ତିଆରି କଲେ ଶ୍ରୀକାନ୍ତ

ଭୁବନେଶ୍ୱର,୧୮।୭(ଅଭିଜିତ୍‌ ଦାସ):ପ୍ରଦୂଷଣ ହ୍ରାସ ଲାଗି ଏବେ ବ୍ୟାଟେରୀ ଚାଳିତ ବା ଇ-ଯାନବାହନର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଏବେ ରାଜଧାନୀ ରାସ୍ତାରେ ଗଡ଼ୁଥିବା ଏକ ସୋଲାର ଅଟୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଜଣେ ଅଷ୍ଟମ ପଢ଼ୁଆ…

ହାତୀ ବେକରେ ପୁଣି ରେଡିଓ କଲାର

ଭୁବନେଶ୍ୱର, ୧୮।୭ (ବନ୍ଦନା ସେଠୀ):ରାଜ୍ୟରେ ହାତୀ ମୃତ୍ୟୁ ଓ ହାତୀ-ମଣିଷ ଲଢେଇ ରୋକିବାକୁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ବିଶେଷକରି ଉତ୍ପାତ କରୁଥିବା ବା ଜନବସତିକୁ ଚାଲି ଆସୁଥିବା ଦୁଷ୍ଟ ହାତୀଙ୍କ ବେକରେ ରେଡିଓ କଲାରିଂ ପାଇଁ ପୁଣି ଉଦ୍ୟମ…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫.୪୩ ଲକ୍ଷ ଦେଲା ବିଏମ୍‌ସି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ୪୩ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ବିଏମସି ମେୟର ସୁଲୋଚନା ଦାସ, ଡେପୁଟୀ ମେୟର ମଞ୍ଜୁଲତା କଅଁରଙ୍କ ସହ ବିଏମ୍‌ସିର ବିଭିନ୍ନ ଷ୍ଟାଣ୍ଡିଂ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ ଦିନ ବର୍ଷା

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

ବିଧାୟକଙ୍କୁ କନକବର୍ଦ୍ଧନଙ୍କ ଖୋଲା ଚ୍ୟାଲେଞ୍ଜ

ବଲାଙ୍ଗୀର, ୧୮ା୭ (ବୀରେନ୍ଦ୍ର କୁମାର ଝାଙ୍କର): ପାଟଣାଗଡ଼ର ପୂର୍ବତନ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କ ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଏହା ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ତଥ୍ୟ ମୁତାବକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?