ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ସଭାପତି
ଭୁବନେଶ୍ୱର,୧୮ା୭(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ରାଜ୍ୟ କାର୍ଯ୍ୟାଳୟ ଏବଂ ରାଉରକେଲା ବିଜେଡି ଜିଲାର କର୍ମକର୍ତ୍ତା ନିଯୁକ୍ତି କରାଯାଇଛି। ବିଜେଡି ପକ୍ଷରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ରାଉରକେଲା ସାଙ୍ଗଠନିକ ଜିଲା କାର୍ଯ୍ୟକାରୀ…
କଂଗ୍ରେସକୁ ଦୁର୍ବଳ କରିବା ଉଦ୍ୟମ ଚାଲିଛି
ଭୁବନେଶ୍ବର, ୧୮ା୭(ସୁନିତ୍ ମିଶ୍ର): କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯିବା ପରେ ଦଳ ଭିତରେ ରାଜନୀତି ଜୋର୍ ଧରିବାରେ ଲାଗିଛି। ମୋକିମ୍ ନିଲମ୍ବନ ଆଦେଶ ପାଇବା ପରେ ନିଜର ପ୍ରତିକ୍ରିୟା ପୂର୍ବରୁ ରଖିସାରିଥିବା…
ଭୁଲ୍ ଇଞ୍ଜେକଶନ୍ ଯୋଗୁ ଶିଶୁ ମୃତ୍ୟୁ ଅଭିଯୋଗ
ଯାଜପୁର ଟାଉନ/ପ୍ରୀତିପୁର, ୧୮ା୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସୁଶାନ୍ତ ବେହୁରିଆ) : ଯାଜପୁର ଜିଲାରେ ସ୍ବାସ୍ଥ୍ୟ ସେବାକୁ ନେଇ ଜୋରଦାର ପ୍ରଚାର ଚାଲିଥିବା ବେଳେ ପ୍ରକୃତ ସ୍ଥିତି କିନ୍ତୁ ଭିନ୍ନ । ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାରୁ କ୍ୱାକ୍ ଓ ମେଡିସିନ୍…
ଶ୍ରୀଲଙ୍କାରେ ଯାଜପୁରର ଅୟେସଙ୍କ କମାଲ
ଯାଜପୁର,୧୮।୭(ହର୍ଷବର୍ଦ୍ଧନ ବେହେରା)ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ଦ୍ୱାରା ପରିଚାଳିତ କ୍ରିକେଟ ଏକାଡେମୀ ‘କ୍ରିକ୍ କିଙ୍ଗ୍ଡ଼ମ’ ପକ୍ଷରୁ ୧୭ବର୍ଷରୁ କମ୍ ଚମ୍ପିୟନ ଟ୍ରଫି ଖେଳିବା ପାଇଁ ଯାଜପୁରର ଅୟେସ ପତି ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ସୋମବାର କଲମ୍ବୋଠାରେ ଶ୍ରୀଲଙ୍କା…
ଦୋକାନ ମାଲିକ, କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଆଉ ୨ ଗିରଫ
ଭୁବନେଶ୍ୱର,୧୭।୭ (ସୂର୍ଯ୍ୟକାନ୍ତ ବେହେରା): ଚିକେନ ଦୋକାନ ମାଲିକ ଓ ତାଙ୍କ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଖଣ୍ଡଗିରି ଥାନା ପୋଲିସ ଆଉ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶିରିପୁରର ବଳରାମ ପ୍ରଧାନ ଓ କ୍ୟାପିଟାଲ ଥାନା…
ସାଢେ ୭ କେଜିରୁ ଅଧିକ ଗଞ୍ଜେଇ ଜବତ,ଜଣେ ଗିରଫ
ଭୁବନେଶ୍ୱର,୧୭।୭ (ସୂର୍ଯ୍ୟକାନ୍ତ ବେହେରା): ବରମୁଣ୍ଡା ବସ ଷ୍ଟାଣ୍ଡ ନିକଟରୁ ସୋମବାର ନିଶାଦ୍ରବ୍ୟ ବେପାର କରୁଥିବା ଜଣେ ଅଭିଯୁକ୍ତକୁ ଭରତପୁର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ହେଲେ କଟକର ଶରତ କୁମାର ପୃଷ୍ଟି । ତାଙ୍କ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୨୪ ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୧୭ା୭(ଅନିଲଦାସ)- ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…
ମନୁଷ୍ୟକୃତ ବନ୍ୟାର ସମାଧାନ ନ ହେଲେ ବିକ୍ଷୋଭ କରିବ ଭାଜପା
ଭୁବନେଶ୍ବର, ୧୭ା୭(ସୁନିତ୍ ମିଶ୍ର): ଗୋଟିଏ ପଟେ ରାଜ୍ୟର ଚାଷୀକୁଳ ବର୍ଷାକୁ ଅନାଇ ବସିଥିବାବେଳେ ଅନ୍ୟପଟେ ସାମାନ୍ୟ ବର୍ଷା ପାଣିରେ ରାଜ୍ୟବାସୀଙ୍କ ଜୀବନ ଦୁର୍ବିସହ ହୋଇପଡୁଛି। ମାତ୍ର କେଇ ଘଣ୍ଟା ବର୍ଷାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମନୁଷ୍ୟକୃତ ବନ୍ୟା ବିପଦ ମାଡି ଆସିଛି…
ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା ଉଠାଇ ନେଲେ
ବାଲିଗୁଡା,୧୭।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏନେଇ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର ବିରସେନ…
ଦନ୍ତାନଦୀ ପୋଲ ଉପରେ ୩ ଫୁଟ ପାଣି
ଭେଡ଼େନ,୧୭ା୭(ସୁଦନ ମହାକୁର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାରଠାରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲାରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ…
ନକଲି ଡାକ୍ତର ଗିରଫ
ବ୍ରହ୍ମପୁର,୧୭।୭(ସୁବାସ ଚନ୍ଦ୍ର ପାଢ଼ୀ): ଜାଲ୍ ସାର୍ଟିଫିକେଟ୍ ପ୍ରସ୍ତୁତକରି ନିଜକୁ ଜଣେ ଡାକ୍ତରର ପରିଚୟ ଦେଇ ଡେଙ୍ଗାଉସ୍ତା ଛକଠାରେ ଏକ କ୍ଲିନିକ୍ରେ ଚିକିତ୍ସା କରୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣକୁ ଗିରଫ କରିଛି। ସେ ହେଲେ ଶୁଭ୍ରଜିତ ପଣ୍ଡା (୨୯)। ତାଙ୍କ ଘର…
ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ…

