ରାଜ୍ୟ

ପିସିସି ସଭାପତିଙ୍କୁ ଟାର୍ଗେଟ

ଭୁବନେଶ୍ୱର,୧୬।୭(ଅନିଲ ଦାସ): କଂଗ୍ରେସରୁ ନିଲମ୍ବନ ନୋଟିସ ପାଇବା ପରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ପରୋକ୍ଷରେ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆମ ଉତ୍ତରରେ ଶୃଙ୍ଖଳା କମିଟି ସନ୍ତୁଷ୍ଟ ହୋଇ ନ ଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ…

ଦେଶର ଅଗ୍ରଗତି ଯୁବଗୋଷ୍ଠୀ ଦ୍ୱାରା ସମ୍ଭବ

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓ୍ବାର୍ଲଡ ୟୁଥ୍‌ ସ୍କିଲ୍‌ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମର…

ଯୁବଶକ୍ତିଙ୍କୁ ସଶକ୍ତ କରିବା ପାଇଁ ଭଲ ପଦକ୍ଷେପ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୭(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ଯୁବଦକ୍ଷତା ଦିବସ ଅବସରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଉପରେ ଏକ ମାଗଣା ଅନ୍‌ଲାଇନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଏଆଇ ଫର୍‌ ଇଣ୍ଡିଆ ୨.୦’ର ଶୁଭାରମ୍ଭ…

ଚିରଞ୍ଜୀବଙ୍କ ନିଲମ୍ବନ: ଯୁବ କଂଗ୍ରେସର ପ୍ରତିବାଦ

ଜଗତ୍‌ସିଂହପୁର ଅଫିସ,୧୬।୭ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା ଯୁବ କଂଗ୍ରେସ ସଭାପତି…

ରମାଦେବୀ ବିଶ୍ୱବିଦ୍ୟାଳୟରୁ ଅଲଗା ହେବ ଜୁନିୟର କଲେଜ

ଭୁବନେଶ୍ୱର,୧୬।୭(ଅନୁରାଧା ମହାରଣା)ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରୁ ଜୁନିୟର କଲେଜ ଅଲଗା ହେବ। ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସକ୍ରମେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଉକ୍ତ ନିଷ୍ପତ୍ତି ଅନୁସାରେ, ଜୁନିୟର କଲେଜ ବା ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଅଲଗା…

ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ଡେରାବିଶର ଶୁଭାଶିଷ

ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ୍‌-୩’ର ସଫଳ ଉତ୍‌କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍‌-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା…

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ପ୍ରକଳ୍ପ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ, ବ୍ୟୟ ହେବ ୬ କୋଟି ୪୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା…

ଅଙ୍ଗଦଙ୍କ ହାତ ଆକ୍ରମଣ ନୁହେଁ, ଦୁର୍ଘଟଣାରେ କଟିଛି: ପୋଲିସ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ଗ୍ରାମର ଆଦିବାସୀ ଯୁବକ ଅଙ୍ଗଦ ମଲ୍ଲିକ ମୁମ୍ବାଇ କାମ କରିବାକୁ ଯାଇଥିବା ବେଳେ ଦୁଇ ହାତ ହରାଇ ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି।…

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର କ୍ଷେତ୍ର ପରିଦର୍ଶନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୫ା୭(ଅସମାପିକା ସାହୁ): କଟକ ଜିଲା ଅଡ଼ଶପୁରସ୍ଥିତ ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ବିଭାଗର ୨୦ ଜଣ ଛାତ୍ରୀଛାତ୍ର କ୍ଷେତ୍ର ପରିଦର୍ଶନରେ ଆସି ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ବୁଲି ଦେଖିଥିଲେ। ଛାତ୍ରୀଛାତ୍ରଙ୍କୁ ପୁସ୍ତକ ପଞ୍ଜୀକରଣ, ଗ୍ରନ୍ଥାଗାର ପରିଚାଳନା,…

କଂଗ୍ରେସରୁ ମହମ୍ମଦ ମୋକିମ୍‌, ଚିରଞ୍ଜୀବ ବିଶ୍ୱାଳ ନିଲମ୍ବିତ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ଏବଂ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳଙ୍କୁ ଶନିବାର କଂଗ୍ରେସରୁ ନିଲମ୍ବନ କରାଯାଇଛି। ଏହି ଦୁଇ ପ୍ରଭାବଶାଳୀ ନେତାଙ୍କ ନିଲମ୍ବନକୁ ନେଇ ରାଜ୍ୟ କଂଗ୍ରେସରେ ଜୋର୍‌ଦାର ଚର୍ଚ୍ଚା ଚାଲିଛି।…

ଭାଙ୍ଗିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶର,୧୫।୭: ଘଡ଼ଘଡ଼ିରେ ଭୁବନେଶରରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଭାଙ୍ଗିପଡ଼ିଛି। ମନ୍ଦିର ଭିତରେ ସେବାୟତ ଥିବା ବେଳେ ଏହି ଅଘଟଣ ଘଟିଛି। ସଂପୂର୍ଣ୍ଣ ଭାବେ ଦଧିନଉତି ଭାଙ୍ଗି ଯାଇଥିବା ସେବାୟତଙ୍କ ପକ୍ଷରୁ ସୂଚନା ମିଳିଛି।

ଓଏଏସସ୍ତରରେ ଅଦଳବଦଳ: କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍‌ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?