୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିବା ସହିତ ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ…
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି । ଏହି ବଜାରର ଦୁର୍ଗା ମଣ୍ଡପକୁ ଲାଗିଥିବା ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ…
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର ଜାତୀୟ…
ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ
କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।…
ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
ଭୁବନେଶ୍ୱର, ୨୭|୧୨(ସୁନିତ୍ ମିଶ୍ର): ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର…
୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍ଅପ୍
ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର ଶ୍ରମିକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ତଥା ରାଜ୍ୟରେ ବାନ୍ଧି ରଖିବା ଲାଗି ୯୮…
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା ’ ନିଜ ବାଙ୍କେଶ୍ୱରୀ ମନ୍ଦିର ପରିସରରେ ଥିବା ଦାନହୁଣ୍ଡି ଶୁକ୍ରବାର ଖୋଲା…
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର…
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ କରାଯାଇଛି, ଯାହା ଦ୍ୱାରା ସାଟେଲାଇଟ୍ ମାଧ୍ୟମରେ ସେମାନଙ୍କର ଗତିବିଧି ଉପରେ ନଜର ରଖାଯାଇପାରିବ।…
ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…
ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ…
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ…
ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି। ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ…
Archives


