ରାଜ୍ୟ

କଟକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା

କଟକ,୨୩ା୧୧: କଳା, ସଂସ୍କୃତି, ଐତିହ୍ୟ, ବାଣିଜ୍ୟର ଗନ୍ତାଘର ହେଉଛି କଟକ ବାଲିଯାତ୍ରା। ଦୀର୍ଘବର୍ଷ ଧରି ଚାଲି ଆସୁଥିବା ଏହି ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନ ମିଳିବାରୁ ମେୟର ସୁବାସ ସିଂହ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏନେଇ ଆୟୋଜିତ...

ବିଧାନସଭା ଆଗରେ ଧାରଣା ଦେଲେ ଫିଲ୍ମ ପ୍ରଯୋଜିକା

ଭୁବନେଶ୍ୱର,୨୩ା୧୧: ଗୁରୁବାରଠାରୁ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ। ସନଲିଶା ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଦାବି ରଖିଛନ୍ତି। ଏହି ଦାବିଗୁଡ଼ିକ ମଧ୍ୟରେ ବ୍ଲକ...

ଫ୍ଲାଏ ଓଭରରେ ଫସିରହୁଛି ଗାଡ଼ି

ରାୟଗଡ଼ା,୨୩।୧୧(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରରେ ରେଳଲାଇନ ସମ୍ପ୍ରସାରଣ କାମ ଯୋଗୁ ଅଣ୍ଡରପାସ୍‌ ସବ୍‌ୱେ ରାସ୍ତା ବନ୍ଦ ଥିବାରୁ ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ. ଜାତୀୟ ରାଜପଥରେ...

ରିକିଙ୍କ ସଙ୍ଗୀତରେ ପରିବେଶ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି...

୪୨୬ ପଞ୍ଚାୟତରେ ହାଇସ୍କୁଲ ନାହିଁ

ଭୁବନେଶ୍ୱର,୨୩।୧୧(ଅନିଲ ଦାସ)ରାଜ୍ୟର ୭୯୯୮ ପଞ୍ଚାୟତରେ ୮୦୯୯ ହାଇସ୍କୁଲ ରହିଛି। ତେବେ ୪୨୬ ପଞ୍ଚାୟତରେ କୌଣସି ହାଇସ୍କୁଲ ନାହିଁ। ସେହି ପଞ୍ଚାୟତର ପିଲାମାନେ ନିକଟସ୍ଥ ପଞ୍ଚାୟତରେ ଥିବା ହାଇସ୍କୁଲରେ ପଢୁଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ...

ତାଳଦଣ୍ଡା କେନାଲ: ପାଣି ନ ଥିବାରୁ ବିସର୍ଜନରେ ବିଳମ୍ବ

କଟକ,୨୩ା୧୧(ଶିଳ୍ପା ପ୍ରୟଦର୍ଶିନୀ)ତାଳଦଣ୍ଡା କେନାଲରେ ପାଣି ନ ଥିବାରୁ ବିଦ୍ୟାଧରପୁରର ପ୍ରସିଦ୍ଧ ବଡ଼କାଳୀ, ସାନକାଳୀ ଓ ଦକ୍ଷିଣକାଳୀ ମୂର୍ତ୍ତି ବିସର୍ଜନ ପୂର୍ବରୁ ଘାଟକୂଳରେ ରଖାଯାଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୨ ଘଣ୍ଟାର ଅପେକ୍ଷା ପରେ ତାଳଦଣ୍ଡା କେନାଲରେ...

ଆଳୁ ଉତ୍ପାଦନରେ ସ୍ୱାବଲମ୍ବୀ ହେବା ପାଇଁ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରିଛନ୍ତି ସରକାର: କୃଷିମନ୍ତ୍ରୀ

ଭୁବନେଶ୍ୱର,୨୨ା୧୧: ଆଉ ରାଜ୍ୟରେ ଦେଖା ଦେବନି ଅଭାବୀ ଆଳୁ ସମସ୍ୟା। ଆଳୁ ଉତ୍ପାଦନରେ ରାଜ୍ୟକୁ ସ୍ୱାବଲମ୍ବୀ କରିବାପାଇଁ ସରକାର ଏକ ପଞ୍ଚବାର୍ଷିକ ଯୋଜନା ପ୍ରସ୍ତୁତ କରିଛନ୍ତି ବୋଲି ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ...

ଜାନୁୟାରୀ ୧୫ରୁ ବରଗଡ଼ ଧନୁଯାତ୍ରା

ବରଗଡ଼,୨୨ା୧୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଜାନୁୟାରୀ ୨୫ ପର୍ଯ୍ୟନ୍ତ ଏହା ଚାଲିବ ବୋଲି ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ...

ସୁଜାତା କାର୍ତ୍ତିକେୟନଙ୍କୁ ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧୧: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ...

ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଗୁରୁବାର ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର,୨୨।୧୧: ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବୁଧବାର ଆଦିବାସୀଙ୍କ ଜମି ପ୍ରସଙ୍ଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଧାନସଭା କାର୍ଯ୍ୟ ଆରମ୍ଭ ମାତ୍ରେ ବିରୋଧି ସଦସ୍ୟମାନେ ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟଭାଗକୁ ଆସିବା...

ଆସନ୍ତାକାଲିଠାରୁ କାର୍ତ୍ତିକ ମାସ ପଞ୍ଚୁକ ବ୍ରତ ଆରମ୍ଭ; ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ,୨୨।୧୧: ପବିତ୍ର କାର୍ତ୍ତିକମାସର ପଞ୍ଚୁକ ବ୍ରତ ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ପୁରୀ ଶ୍ରୀମନ୍ଦିରରେ ପଂଚୁକ ବ୍ରତରେ ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଦର୍ଶନ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ ରଖି ମରିଚିକୋଟ ଛକଠାରୁ ସିଂହଦ୍ୱାର...

ବୁଲା ଷଣ୍ଢ ଆକ୍ରମଣ: ଚକଟି ମାରିଲା, ଜଣଙ୍କୁ କଚାଡ଼ିଦେଲା 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ଚରମ୍ପା ହ୍ୟାପିହୋମ ସ୍କୁଲ ନିକଟରେ ଏକ ବୁଲା ଷଣ୍ଢ ଆକ୍ରମଣରେ ବୁଧବାର ସକାଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri