ରାଜ୍ୟ

ଟୁଇନ୍‌ ସିଟି ଜଳମଗ୍ନ: ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ଟୁଇନ୍‌ ସିଟି ସମେତ ଉପକୂଳ ଓ ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଶନିବାର ସକାଳୁ ବର୍ଷା ଲାଗି ରହିଛି। ଶନିବାର ଠାରୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଶୁକ୍ରବାର ବାହାରି ଥିଲେ ଘରୁ, ଶନିବାର ମିଳିଲା ମୃତଦେହ

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସହରର ଗାନ୍ଧୀଛକ ନିକଟ ଏକ ଗଳିରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡିଛି। ମୃତ ଯୁବକ ଜଣକ ବରଗଡ଼ ମଙ୍ଗଳାଝୁମ୍ପୁଡି ବାସିନ୍ଦା ସୁରଜ ନାଗ ବୋଲି ଚିହ୍ନଟ ହୋଇଛି।…

ଅଜଣା ଜନ୍ତୁ ଆତଙ୍କ: ୪୦ ମେଣ୍ଡା ମୃତ୍ୟୁ

ଢେଙ୍କାନାଳ,୧୫।୭(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ସୋଗରପଶି ପଞ୍ଚାୟତ ଆରଦା ଗ୍ରାମରେ ଶନିବାର ଭୋରରେ ଚାଷୀ ସାଧୁ ଚରଣ ରାଉତଙ୍କ ୪୦ଟି ମେଣ୍ଡାଙ୍କ ମୃତ୍ୟୁ ହୋଇଯାଇଛି । ମୃତ ମେଣ୍ଡାଗୁଡ଼ିକର ବେଳ ଏବଂ ପେଟରେ କ୍ଷତ ଚିହ୍ନ ରହିଥିବା ଦେଖିବାକୁ…

୨୨ କୋଟିର ରାସ୍ତା ବର୍ଷେ ଗଲାନାହିଁ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତାରେ ଏବେ ମରାମତି କାର୍ଯ୍ୟ ଆରମ୍ଭ ହୋଇଗଲାଣି। କଟକ ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ଏହି ରାସ୍ତା। ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ମାତ୍ର ୧୦…

ଅତିରିକ୍ତ ବଜେଟ ପ୍ରସ୍ତୁତି

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟ ସରକାରଙ୍କ ନୂତନ ଯୋଜନା, କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଏବଂ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଜନକଲ୍ୟାଣ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଅତିରିକ୍ତ ବଜେଟ ପ୍ରସ୍ତୁତ ହେବ। ଏହାକୁ ଦୃଷ୍ଟିରେ ରଖି ଚଳିତ ୨୦୨୩-୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ…

ଅଡ଼ୁଆ କରିପାରନ୍ତି ଅସନ୍ତୁଷ୍ଟ

ଗୁଣପୁର,୧୫।୭ (ପ୍ରଦୀପ କୁମାର ପାଢ଼ୀ): ୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାୟଗଡ଼ା ଜିଲାର ରାଜନୈତିକ ବାତାବରଣ ସେତେ ଉଷ୍ମ ହେବାରେ ଲାଗିଛି। କେଉଁ ଦଳ ଏଥର ବାଜିମାତ୍‌ କରିବ ସେ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଆଗାମୀ ସାଧାରଣ…

ଅପରାଜିତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ

ଭୁବନେଶ୍ବର, ୧୫ା୭(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପିତ କରିଛନ୍ତି। ଅପରାଜିତା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଜରିଆରେ ଏନେଇ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇ ପାର୍ଲାମେଣ୍ଟ…

‘ମୁକାବିଲା ପାଇଁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରୁହ’

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ଛାତ୍ରମାନେ ଦେଶର ଭବିଷ୍ୟତ। ଛାତ୍ରମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଶିକ୍ଷା ଓ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଲୋକମାନଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ଦଳ ଅନେକ ଭ୍ରମ ସୃଷ୍ଟି କରୁଛନ୍ତି। ଭୁଲ ସୂଚନାକୁ ପ୍ରତିହତ…

ନାବାଳିକାଙ୍କ ତଣ୍ଟିକାଟି ହତ୍ୟା ଘଟଣାରେ ୨ ଗିରଫ

ବଲାଙ୍ଗୀର, ୧୫ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର କେନ୍ଦ୍ରୀୟ ବିଦ୍ୟାଳୟ ନିକଟସ୍ଥ ନିଖିଳ ନଗରରେ ଗୁରୁବାର ଘରେ ପଶି ନାବାଳିକା ଶେଷାଦ୍ରୀ ନାଗ (୧୫)ଙ୍କ ତଣ୍ଟି କାଟି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଦୁଇଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ…

ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୧୫ା୭(ଅନୁରାଧା ମହାରଣା): ଯୁକ୍ତ ୩ ପ୍ରଥମ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟ ଓ ସେଲ୍ଫ ଫାଇନାନ୍‌ସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇଛି। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…

ଲଣ୍ଡା ହୋଇ ଶପଥ କରିଥିଲେ ଗୋପାଳ

ସମ୍ବଲପୁର,୧୫ା୭(ଶୁଭାଶିଷ ପାଢୀ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଗୁରୁବାର ଅଭିଯୁକ୍ତ ତଥା ପୂର୍ବତନ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହଜାର କରିଥିଲା। ଏହାର ଦିନକ ପରେ ବରଗଡ଼ ଏମ୍‌ପି ତଥା ବରିଷ୍ଠ…

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ବେଲଜିୟମ/ଭୁବନେଶ୍ୱର, ୧୪।୦୭ : ବେଲଜିୟମ ଗସ୍ତରେ ଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ସେଠାରେ ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?