ରାଜ୍ୟ

ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିସିଟିଭି ନଜରରେ ପ୍ରଶ୍ନପତ୍ର

ଭୁବନେଶ୍ୱର,୧୨।୭(ଅନୁରାଧା ମହାରଣା): ଚଳିତ ମାସ ୧୩ ଓ ୧୪ ତାରିଖରେ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ସୁପରିଚାଳନା ପାଇଁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ପରୀକ୍ଷା କେନ୍ଦ୍ରଗୁଡ଼ିକର କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ପ୍ରଶ୍ନପତ୍ର ସୁରକ୍ଷିତ ରଖିତ୍ବା…

ରାଜ୍ୟର ବିକାଶ ପାଇଁ ସମବାୟ ସବୁଠାରୁ ପ୍ରଭାବୀ ମାଧ୍ୟମ: ମନ୍ତ୍ରୀ

ଭୁବନେଶ୍ବର, ୧୨।୭(ସୁନିତ୍‌ ମିଶ୍ର): ଓଡ଼ିଶାର ସମବାୟ ବ୍ୟବସ୍ଥା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାକୁ ବଳିଷ୍ଠ ଓ ଋଦ୍ଧିମନ୍ତ କରିଛି। ରାଜ୍ୟର ସଫଳ ସମବାୟ ବ୍ୟବସ୍ଥା ଅନ୍ତର୍ଜାତୀୟ ଫୋରମରେ ଅନ୍ୟ ଦେଶଗୁଡିକ ଦ୍ବାରା ପ୍ରଶଂସିତ ହୋଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ…

ବଦଳିବ କଲେଜ କ୍ୟାମ୍ପସ୍‌ ରୂପରେଖ

ଭୁବନେଶ୍ୱର,୧୨।୭(ଅନୁରାଧା ମହାରଣା): ୫-ଟି ରୂପାନ୍ତରଣ ମାଧ୍ୟମରେ ପୂର୍ବରୁ ବିଦ୍ୟାଳୟଗୁଡ଼ିକର ରୂପରେଖ ବଦଳୁଥିବାବେଳେ ଏବେ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସାମିଲ କରାଯାଉଛି। କଲେଜରେ ଛାତ୍ରୀଛାତ୍ରଙ୍କ ପାଇଁ ସ୍ମାର୍ଟଶ୍ରେଣୀଗୃହଠାରୁ ଆରମ୍ଭକରି ଇ-ଲାଇବ୍ରେରି ସୁବିଧା କରାଯିବ। ଉତ୍ତମମାନର ଲାବୋରେଟରି ସାଙ୍ଗକୁ ଉନ୍ନତ ଶ୍ରେଣୀଗୃହରେ ପିଲାମାନେ…

କୁଆଖାଇରେ ବୁଡିଥିବା ୨ ନିଖୋଜ ଛାତ୍ରଙ୍କ ମୃତଦେ ହଉଦ୍ଧାର 

ଭୁବନେଶ୍ୱର,୧୨।୭: ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ମଙ୍ଗଳବାରଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ବୁଧବାର ସକାଳୁ ଉଦ୍ଧାର ହୋଇଛି। ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର ଜାମସେଦପୁରରେ…

ସରିଲା ରିମାଣ୍ଡ ଅବଧି, ଜେଲ ଫେରିଲେ ଅଭିଜିତ୍‌

ଭୁବନେଶ୍ୱର,୧୨।୭(ସତ୍ୟଜିତ୍‌ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ(ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଦ୍ୱାରା ରିମାଣ୍ଡରେ ଆସି ଜେରା ହେଉଥିବା ଅଭିଜିତ ସଞ୍ଜୟ ଜମ୍ବୁରେ ମଙ୍ଗଳବାର ପୁଣି ଜେଲକୁ ଫେରିଯାଇଛନ୍ତି। ୪…

ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…

ରାଜ୍ୟରେ ବଢୁଛି ଆଖିଧରା ରୋଗ

ଭୁବନେଶ୍ୱର, ୧୨।୭ (ବନ୍ଦନା ସେଠୀ): ରାଜ୍ୟରେ ଆଖିଧରା ରୋଗ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ ଜଣ ଲୋଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ…

ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…

ସିଗ୍‌ନାଲିଂ ବ୍ୟବସ୍ଥା ବିକଶିତ କରିବେ ଓଡ଼ିଆ ଆଇଆଇଟି ପ୍ରଫେସର

ଭୁବନେଶ୍ୱର, ୧୨। ୭: ବାହାନଗାରେ ଟ୍ରିପଲ ଟ୍ରେନ୍‌ ଦୁର୍ଘଟଣା ପରେ ଭାରତୀୟ ରେଳପଥ ସିଗ୍‌ନାଲିଂ ବ୍ୟବସ୍ଥାକୁ ବିକଶିତ କରିବା ଉପରେ ଏବେ ଲକ୍ଷ୍ୟ କେନ୍ଦ୍ରିତ କରିଛି। ଏହି କ୍ରମରେ ଆଇଆଇଟି ଖଡ଼ଗପୁରରେ ଇଲେକ୍‌ଟ୍ରିକାଲ ଆଣ୍ଡ୍‌ ଇଲେକ୍‌ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗ ଓଡ଼ିଆ ପ୍ରଫେସର…

୧୩ ଯାଏ ବଢ଼ିଲା +୨ ପରୀକ୍ଷାଖାତା ରିଚେକିଂ ପ୍ରକ୍ରିୟା

ଭୁବନେଶ୍ୱର,୧୨।୭ (ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚଳାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରଙ୍କ ଖାତା ରିଚେକିଂ ବା ରିଆଡିସନ ପାଇଁ ଆବେଦନ ତାରିଖରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ପରିଷଦ…

ଅପରାଜିତାଙ୍କ କାର୍ଯ୍ୟ ପାଇଁ ଓଡ଼ିଶା ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଏକାମ୍ର କ୍ଷେତ୍ର ଐତିହ୍ୟ ବିକାଶ ପ୍ରକଳ୍ପ ଭଳି ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅଟକାଇବା ପାଇଁ ଆପଣ ଯେଭଳି କାର୍ଯ୍ୟ କଲେ ଦେଖି ଅନେକେ ଆଶ୍ଚର୍ଯ୍ୟ ହେଲେ। ସେଥିପାଇଁ ଲଜ୍ଜା ଅନୁଭବ କଲେ ନାହଁ କି ଓଡ଼ିଶାର ଲୋକମାନଙ୍କ…

ଓଡ଼ିଶା ଶାସନ ବ୍ୟବସ୍ଥା ହାସ୍ୟାସ୍ପଦ ହୋଇସାରିଛି: ଅପରାଜିତା

ଭୁବନେଶ୍ବର, ୧୨ା୭(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ ପାଣ୍ଡିଆନଙ୍କୁ ପୁଣିଥରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟାର୍ଗେଟ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି, ଓଡିଶାରେ ଶାସନ ବ୍ୟବସ୍ଥା ହାସ୍ୟାସ୍ପଦ ହୋଇସାରିଛି। ଆମ ସରକାରକୁ ନେଇ ଏବେ ଲଜ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?