ଅମୂଳକ ଭାବେ ଟଙ୍କା ବାଣ୍ଟିବାକୁ ‘ମୋ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା: କଂଗ୍ରେସ
ଭୁବନେଶ୍ବର, ୧୨ା୭(ସୁନିତ୍ ମିଶ୍ର): ୨୪ ବର୍ଷର ସରକାର, ମାଳ ମାଳ ଯୋଜନା କିନ୍ତୁ ଗୋଟିଏ ବି ଯୋଜନା ସଫଳ ରୂପାୟନ ହୋଇପାରିଲା ନାହିଁ। ଏହି ଯୋଜନାଗୁଡିକର ସୁଫଳ ମଧ୍ୟ ରାଜ୍ୟବାସୀ ପାଇଲେ ନାହିଁ। ପ୍ରତିଥର ନିର୍ବାଚନ ଆସିଲେ ରାଜ୍ୟ ରାଜକୋଷରୁ ଅନେକ…
ଡିଗ୍ରୀ ପାଠ୍ୟକ୍ରମ ପାଇଁ ଏସ୍ସି/ଏସ୍ଟି ଛାତ୍ରଙ୍କୁ ମିଳିବ ୫୦ ହଜାର
ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଚଳିତ ବର୍ଷରୁ କୌଣସି ସରକାରୀ କଲେଜରେ ଡିଗ୍ରୀ ପାଠ୍ୟକ୍ରମ ପାଇଁ ଅସହାୟ ତଥା ଆର୍ଥିକ କ୍ଷେତ୍ରରେ ଦୁର୍ବଳ ଥିବା ଅନୁସୂଚିତ ଜାତି ଓ ଜନଜାତି ବିର୍ଗର ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ଏକକାଳୀନ ୫୦ ହଜାର ଟଙ୍କା ଆଥିର୍କ ସହାୟତା…
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂଆ ପଦବୀ ସୃଷ୍ଟି
ଭୁବନେଶ୍ୱର,୧୧ା୭(ଅନୁରାଧା ମହାରଣା)- ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ସୃଷ୍ଟି କରିଛନ୍ତି। ଏଥିମଧ୍ୟରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦବୀ ରହିଛି। ଖୁବ୍ଶୀଘ୍ର ଏନେଇ…
ମାଟ୍ରିମୋନି ସାଇଟ୍ରେ ହେଉଛି ସାଇବର ଠକେଇ
ଭୁବନେଶ୍ୱର,୧୧।୭(ସତ୍ୟଜିତ୍ ରାଉତ): ଅନେକେ ମାଟ୍ରିମୋନି ସାଇଟ୍ରେ ବିବାହ ପାଇଁ ଜୀବନସାଥୀ ଖୋଜିବାକୁ ଯାଇ ସାଇବର ଠକେଇର ଶିକାର ହେଉଛନ୍ତି। ବିଭିନ୍ନ କୌଶଳ ଆପଣାଇ ସାଇବର ଅପରାଧୀମାନେ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଉଛନ୍ତି। ଏନେଇ ମଙ୍ଗଳବାର ଓଡ଼ିଶା ପୋଲିସ ପକ୍ଷରୁ ସାମାଜିକ…
ବାହାନଗା ଟ୍ରେନ ଟ୍ରାଜେଡି: ୩ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର,୧୧।୭: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ ସୋମବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି। ଏହି ତିନି ଅଭିଯୁକ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମେଣ୍ଢାଶାଳ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟ ପରୀକ୍ଷା ପରେ ପୁଣି ସେମାନଙ୍କୁ ଚନ୍ଦକା ଥାନାକୁ ନିଆଯାଇଛି। ଅପରାହ୍ମରେ…
ଆଖି ଧରିଥିଲେ ପିଲାଙ୍କୁ ସ୍କୁଲ ଛାଡ଼ନ୍ତୁ ନାହିଁ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର,୧୧।୭: ଆଖିଧରା ଲାଗି ସ୍କୁଲକୁ ଜାରି ହୋଇପାରେ ନିର୍ଦ୍ଦେଶାବଳୀ। ଏ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ଏବେ ରାଜ୍ୟରେ ସ୍କୁଲ ଯାଉଥିବା ଛାତ୍ରଛାତ୍ରୀଙ୍କଠାରେ ଅଧିକ ଆଖିଧରା ରୋଗ ଦେଖାଯାଉଥିବା ଖବର ଆସୁଛି । ତେବେ…
ବିଶାଖାପାଟଣା-କିରାଣ୍ଡୁଲ ରେଳ ଲାଇନକୁ ଖସିଲା ପଥର
ନନ୍ଦପୁର/କୋରାପୁଟ, ୧୧ା୭ (ଶଙ୍କର ପୂଜାରି/ଅମିତାଭ ବେହେରା): ବିଶାଖାପାଟଣା କିରାଣ୍ଡୁଲ ରେଳ ଧାରଣାର କୋତାବାଲସା ଓ ବରା ଷ୍ଟେଶନ ମଝିରେ ସୋମବାର ଅପରାହ୍ନରେ ପାହାଡ ଉପରୁ ଏକ ବିରାଟ ପଥର ରେଳ ଧାରଣାକୁ ଖସିଛି। ଫଳରେ ଏହି ରୁଟ୍ରେ ସମସ୍ତ ରେଳ ଚଳାଚଳ…
ହାତୀପଲ ଉପରକୁ ଚଢିଗଲା ଟ୍ରେନ
କେନ୍ଦୁଝର,୧୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ ଖଣ୍ଡ ଅଧୀନ ଦଇତାରୀ ରେଞ୍ଜ ବ୍ରାହ୍ମଣୀପାଳ ନିକଟ ଟ୍ରେନ୍ ଲାଇନରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଯଖପୁରା-ବାଂଶପାଣି ମଝି ରେଳ ଲାଇନ୍ରେ ଏକ ହାତୀପଲ ପାର ହେଉଥିବା ବେଳେ ଏକ ମାଲବାହୀ…
ପାଖରୀରୁ ମିଳିଲା କନଷ୍ଟେବଳଙ୍କ ମୃତଦେହ
ହାଟଡିହୀ,୧୧l୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ସମ୍ମୁଖ ପୋଖରୀରୁ ମଙ୍ଗଳାବର ଜଣେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ପ୍ରଦୀପ ବେହେରା l ମିଳିଥିବା ସୂଚନା ମୁତାବକ, ୧ ମାସ ତଳେ ପ୍ରଦୀପ କେନ୍ଦୁଝରରୁ…
ଜୁରୁଡ଼ି-ବାମେବାରି ରାସ୍ତା ମରଣଯନ୍ତା
ଯୋଡ଼ା,୧୧ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ଜୁରୁଡ଼ି ବାମେବାରି ରାସ୍ତା ମରଣଯନ୍ତା ପାଲଟିଛି। ଜରିବାହାଲ, ଆନ୍ତରାମାନ୍ତର ଛକ ନିକଟରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ରାସ୍ତା ଦେଇ ବିଭିନ୍ନ ଖଣି କମ୍ପାନୀ ଖଣିଜ ପରିବହନ କରିଥାଆନ୍ତି।…
ଉତ୍ତରକାଶୀସ୍ଥିତ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ କରିବେ ଉତ୍ତରାଖଣ୍ଡ ସରକାର
ଭୁବନେଶ୍ବର, ୧୧ା୭(ସୁନିତ୍ ମିଶ୍ର):ଉତ୍ତରାଖଣ୍ଡ ଉତ୍ତରକାଶୀସ୍ଥିତ ସାଲଡ ଗ୍ରାମରେ ପାହାଡ଼ ଉପରେ ଆଢୁଆଳ ଅବସ୍ଥାରେ ଥିବା ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ଉନ୍ନତି କାର୍ଯ୍ୟ ନେଇ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ…
ପିଜିଆଇ ରିପୋର୍ଟ ସରକାରଙ୍କ ମୁଖା ଖୋଲିଦେଇଛି: ଭାଜପା
ଭୁବନେଶ୍ବର, ୧୧ା୭(ସୁନିତ୍ ମିଶ୍ର):ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲିଯାଇଛି। ସର୍ବଭାରତୀୟ ସ୍ତରରେ ଓଡ଼ିଶାର ମାନ ୧୦ରୁ ଯାଇ ୨୪ରେ ପହଞ୍ଚିଛି। ଶିକ୍ଷା ବ୍ୟବସ୍ଥା ପ୍ରତି ୨୩…

