ରାଜ୍ୟ

ଦକ୍ଷିଣ ଏସୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା: ବଲାଲ ସ୍ବର୍ଣ୍ଣ, ନାରାୟଣ ରୌପ୍ୟ, ଶୁଭମ୍‌ଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର,୯ା୭ (ବିଜୟ ରଣା): ମାଳଦ୍ୱୀପରେ ଦକ୍ଷିଣ ଏସିଆ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩ଜଣ ପଦକ ଜିତିଛନ୍ତି। ସେମାନଙ୍କ ମଧ୍ୟରୁ ବଲାଲ ଖାଁ ଓ ନାରାୟଣ ବାରିକ ୬୫କେଜି ଓଜନ ଶ୍ରେଣୀରେ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୯।୭: ରିଅଲ୍‌ମିର ନୂତନ ଉତ୍ପାଦ ରିଅଲ୍‌ମି ନାର୍‌ଜୋ ୬୦ ସିରିଜ୍‌ ୫ଜି ଓ ରିଅଲ୍‌ମି ବଡ୍‌ସ ୱାୟାରଲେସ୍‌ ୩’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ରିଅଲ୍‌ମି ନାର୍‌ଜୋ ୬୦ସିରିଜ୍‌ ୫ଜି ୨ଟି ଅତ୍ୟାଧୁନିକ ସ୍ମାର୍ଟଫୋନ୍‌ ରିଅଲ୍‌ମି ନାର୍‌ଜୋ ୬୦ପ୍ରୋ ୫ଜି…

ପିଙ୍କ୍‌ ହ୍ବାଟ୍ସଆପ୍‌କୁ ସାବଧାନ

ଭୁବନେଶ୍ୱର,୯।୭(ସୂର୍ଯ୍ୟକାନ୍ତ ବେହେରା)ଆପଣଙ୍କ ମୋବାଇଲକୁ ପିଙ୍କ୍‌ ହ୍ବାଟ୍ସଆପ୍‌ ଲିଙ୍କ ଆସୁଛି କି ? ତା’ହେଲେ ସାବଧାନ ରୁହନ୍ତୁ। ନ ହେଲେ ଠକ ପଠାଇଥିବା ଲିଙ୍କ୍‌ରେ କ୍ଲିକ କଲେ କ୍ଷଣିକ ଭିତରେ ଆପଣଙ୍କ ମୋବାଇଲକୁ ନିଜ ନିୟନ୍ତ୍ରଣକୁ ନେଇଯିବେ ସାଇବର ହ୍ୟାକର। ଫଳରେ ଆପଣଙ୍କ…

କ୍ୟୁଆର୍‌ କୋଡ୍‌ ଚଞ୍ଚକତା କରି ୧୪ କୋଟି ଠକେଇ

ଭୁବନେଶ୍ୱର,୯।୭(ସୂର୍ଯ୍ୟକାନ୍ତ ବେହେରା)ଏକ କମ୍ପାନୀର କ୍ୟୁଆର୍‌ କୋଡ୍‌କୁ ଚଞ୍ଚକତା କରି ୧୪ କୋଟି ଟଙ୍କା ଠକିନେବା ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଉତ୍ତର ପ୍ରଦେଶ ନୋଏଡାର କରଣ କୁମାର ସିଂହଙ୍କୁ ଗିରଫ କରିବାରେ ସଫଳ ହୋଇଛି। କରଣ ହେଉଛନ୍ତି ପେ’…

ପୋଷାକରେ ଶାଳୀନତା ଆଧ୍ୟାତ୍ମିକ ଭାବ ଜାଗ୍ରତ କରେ

ନିଶ୍ଚିନ୍ତକୋଇଲି,୯।୭(ଅଶୋକ କୁମାର ମହାପାତ୍ର)ଦେଶର ଉତ୍ତର ଓ ଦକ୍ଷିଣ ଭାରତରେ ବିଭିନ୍ନ ପ୍ରତିଷ୍ଠିତ ଦେବଦେବୀ ମନ୍ଦିରରେ ପ୍ରବେଶ ପାଇଁ ସ୍ବତନ୍ତ୍ର ଡ୍ରେସକୋଡର ବିଧିବ୍ୟବସ୍ଥା ରହିଛି। ଏପରିକି ମୁସ୍‌ଲିମ୍‌ ସମ୍ପ୍ରଦାୟର ଲୋକେ ନମାଜ ପାଠ କଲାବେଳେ, ଖ୍ରୀଷ୍ଟିଆନ ଚର୍ଚ୍ଚ ଯିବା ସମୟରେ, ଶିଖ୍‌ମାନେ ଗୁରୁଦ୍ୱାର…

ପ୍ରସ୍ତାବରେ ରହିଗଲା ଲୋକକଳା ଏକାଡେମୀ

ଭୁବନେଶ୍ୱର,୯।୭(ଶର୍ମିଷ୍ଠା ପାଣିଗ୍ରାହୀ)ଲୋକକଳା ଆମ ରାଜ୍ୟର ପରିଚୟ। ଆମ ପରମ୍ପରା, ସଂସ୍କୃତିର ପ୍ରତୀକ। ବର୍ତ୍ତମାନର ସମାଜ ପାଶ୍ଚାତ୍ୟ ମୁହାଁ ହେଉଥିବାବେଳେ ଲୋକକଳାକୁ ବଞ୍ଚାଇ ରଖିବା ଆମ ପାଇଁ ଏକ ବଡ଼ ଆହ୍ବାନ। ଇତିମଧ୍ୟରେ କିଛି ଲୋକକଳା ସତ୍ତା ହରାଇଥିବାବେଳେ ଆଉକିଛି ବିଲୁପ୍ତ ହେବାକୁ…

‘ବୈବାହିକ ସମ୍ପର୍କ ନ ଥିଲେ ସଂଯମୀ ହୁଅନ୍ତୁ ମହିଳା’

କଟକ,୯।୭(କାର୍ତ୍ତିକ ସାହୁ): ପରସ୍ପର ମଧ୍ୟରେ ଭଲ ସମ୍ପର୍କ ଥାଇ ସହମତି ଭିତ୍ତିରେ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ ବୋଲି ହାଇକୋର୍ଟ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବିଚାରପତି ରାଧାକୃଷ୍ଣ ପଟ୍ଟନାୟକ ଏହି ରାୟ ପ୍ରଦାନ କରିବା ପରେ…

ମତଦାନ କଲେ ଓଡ଼ିଶାର ଶଙ୍ଖାମେଦୀ ଭୋଟର

ଭୋଗରାଇ,୯।୭:(ପ୍ରଦୀପ ଦାସ)ସୀମା ବିବାଦକୁ ନେଇ ଆନ୍ଧ୍ର, ଛତିଶଗଡ଼, ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ସ୍ଥିତି ଜଟିଳ ହେଉଥିବା ବେଳେ ଶନିବାର ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନଳିଆ ପଞ୍ଚାୟତ ଅଧୀନ ଶଙ୍ଖାମେଦୀ ଗାଁର ୩ଶହର ଊର୍ଦ୍ଧ୍ୱ ଭୋଟର…

ବାହାନଗା ଟ୍ରେନ ଟ୍ରାଜେଡି: ଚନ୍ଦକା ଥାନାରେ ୩ ଜଣଙ୍କୁ ଜେରା

ଭୁବନେଶ୍ୱର,୮।୭: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ ଗିରଫ ହୋଇଥିବା ୩ ଜଣଙ୍କୁ ପଚରାଉଚରା କରିଛି। ୩ ଜଣଙ୍କୁ ରିମାଣ୍ଡରେ ନେବାକୁ ଶୁକ୍ରବାର ଆବେଦନ କରାଯାଇଥିଲା। ଭୁବନେଶ୍ବର ସିବିଆଇ କୋର୍ଟ ୫ ଦିନିଆ ରିମାଣ୍ଡ…

ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଲୋକକଳା କଳାକାରଙ୍କୁ ପାରିଶ୍ରମିକ ବୃଦ୍ଧି ଘୋଷଣା

ଭୁବନେଶ୍ବର,୮।୭(ଅସମାପିକା ସାହୁ) କଳାକାରଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାରଙ୍କୁ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଭିନ୍ନ ଲୋକକଳା ଯଥା…

ଛାତ୍ର କଂଗ୍ରେସର ପ୍ରତିବାଦ

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗୁଜରାଟ ହାଇକୋର୍ଟ ପକ୍ଷରୁ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ଦଣ୍ଡାଦେଶରେ ରୋକ୍‌ ଲଗାଇବା ପାଇଁ ଆବେଦନ ଖାରଜ ହେବାପରେ ସାରା ଦେଶରେ କଂଗ୍ରେସ କର୍ମୀ, ସାଧାରଣ ଜନତା ଓ…

ବଲାଙ୍ଗୀରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୮ା୭(ବୀରେନ୍ଦ୍ର କୁମାର ଝାଙ୍କର): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଶୁକ୍ରବାର ବଲାଙ୍ଗୀର ଆସି ଏକ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କ ପିତା ମାର୍କଣ୍ଡ ମିଶ୍ର ଓ ମାତା ଜ୍ୟୋତିର୍ମୟୀ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?