ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ କରାଯାଇଛି, ଯାହା ଦ୍ୱାରା ସାଟେଲାଇଟ୍ ମାଧ୍ୟମରେ ସେମାନଙ୍କର ଗତିବିଧି ଉପରେ ନଜର ରଖାଯାଇପାରିବ।…
ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…
ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ…
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ…
ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି। ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ…
ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍, କେଜିଏ ସୁନା
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା ଅଳଙ୍କାର…
ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ
ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ। ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ। ବିଜୁ ବାବୁ କହୁଥିଲେ…
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ ୧୩ ବର୍ଷୀୟ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦିଆଯାଇଥିବା ଅଭିଯୋଗ ହୋଇଛି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏରସମା…
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି । ବୁଡ଼ି ଯିବା…
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ
ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ ବେଆଇନ ଭାବେ ଧାନ ଆସୁଛି। କାରଣ ନିକଟବର୍ତ୍ତୀ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ଧାନର ସର୍ବନିମ୍ନ…
ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…
ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ…
ଓମ୍ସାର ଆନ୍ଦୋଳନ: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ଅନ୍ୟ କିଛି ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା…
ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…
ଭୁବନେଶ୍ୱର,୨୬।୧୨: ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି । ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ ପଟ୍ଟନାୟକ ସାମିଲ ଦେଇ ବଡ଼ ବୟାନ ଦେଇଛନ୍ତି । ବିଜୁ ଜନତା ଦଳ ଶହେ…
Archives


