ରାଜ୍ୟ

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ କୋଠା। ହେଲେ, ଏଯାବତ୍‌ ତାହାକୁ ହସ୍ତାନ୍ତର ନ କରାଯିବା ଫଳରେ ଲୋକେ ରାଜସ୍ବ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ, ୪ ଦିନ ହେଲା ଅଞ୍ଚଳ ଅନ୍ଧାରରେ ରହିଥିଲା । ଏହାକୁ ନେଇ ଗ୍ରାମବାସୀ…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା ଭଳି ମୋର ମନେ ହେଉଛି। ବିଜେଡିରେ ଥିବା ବେଳେ ମୁଁ ଅଣନିଶ୍ୱାସୀ ହୋଇ…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ ଯିବା ନେଇ ଚର୍ଚ୍ଚା ପୁଣି ଜୋର ଧରିଛି। ଯଦି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଏବଂ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା। ହେଲେ ଅପରାହ୍ନରୁ କାଳବୈଶାଖୀ ବର୍ଷା ଥଣ୍ଡା କରିଦେଇଥିଲା। ଆକାଶରେ କଳାହାଣ୍ଡିଆ ବାଦଲ ଦେଖାଦେବା…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍‌/ତା୧୯.୫.୨୦୨୬…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା ସହ ଘର ଦ୍ବାର ବ୍ୟାପକ କ୍ଷୟକ୍ଷତି ହୋଇଛି । ୨୦ ନମ୍ବର…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି ପ୍ରଦୀପ ନାୟକଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ଜଙ୍ଗମ ସାହି ନିକଟସ୍ଥ ଇଣ୍ଡିଆନ ପେଟ୍ରୋଲ…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା ବେଳେ ଗୋଟିଏ ମହଲା ଛାତରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଛି । ଅନେକ ସମୟରେ ଭଞ୍ଜନଗର ପୋଲିସ ଏବଂ ଅବକାରୀ ବିଭାଗ…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବ୍ରହ୍ମପୁର ଗୋଲାପଲ୍ଲୀ ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?