ରାଜ୍ୟ

ପ୍ରଭାସ ଆଚାର୍ଯ୍ୟ ଲୋକସେବକ ମଣ୍ଡଳର ନୂଆ ସମ୍ପାଦକ

ଭୁବନେଶ୍ୱର, ୪।୭ (ଅନିଲ ଦାସ): ଡ. ପ୍ରଭାସ ଆଚାର୍ଯ୍ୟ ଲୋକସେବକ ମଣ୍ଡଳର ନୂତନ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଲୋକସେବକ ମଣ୍ଡଳ ସମ୍ବିଧାନ ଧାରା-୬ ଅନୁଯାୟୀ ତାଙ୍କୁ ସଭାପତି ରାଜକୁମାର ମନୋନୀତ କରିଛନ୍ତି। ଏହା ପୂର୍ବରୁ ସେ କାର୍ଯ୍ୟନିର୍ବାହୀ ପରିଷଦର ଜଣେ…

‘ଶାରୀରିକ ସମ୍ପର୍କ ରଖୁଥିଲେ ଶ୍ରୀକାନ୍ତ ସାହୁ’

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ବିଜେଡି ନେତ୍ରୀ ସଞ୍ଜୁକ୍ତା ମହଲା ମଙ୍ଗଳବାର ବିସ୍ଫୋରକ ବୟାନ ଦେଇଛନ୍ତି। ପୂର୍ବତନ ଶ୍ରମମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ତାଙ୍କ ସହ ଶାରୀରିକ ସମ୍ପର୍କ ରଖି ନିର୍ଯାତନା ଦେଉଥିଲେ ବୋଲି ସଞ୍ଜୁକ୍ତା ଗଣମାଧ୍ୟମରେ କହିଛନ୍ତି। ତେବେ ସଞ୍ଜୁକ୍ତାଙ୍କ…

ଡେଙ୍ଗୁ ପରେ ଘାରିଲାଣି ଝାଡ଼ାବାନ୍ତି ଚିନ୍ତା

ଭୁବନେଶ୍ୱର,(ଅଭିଜିତ ଦାସ)/ପଟ୍ଟାଙ୍ଗି, ୫।୭(ଶରତ ଧଳ): ବର୍ଷା ଋତୁ ଆରମ୍ଭରୁ ରାଜ୍ୟରେ ଜଳବାହିତ ରୋଗ ବ୍ୟାପିଲାଣି। ଡେଙ୍ଗୁ ପରେ ଏବେ ଝାଡାବାନ୍ତି, କାମଳ(ହେପାଟାଇଟିସ୍‌-ଏ ଓ ଇ) ରୋଗରେ ଅନେକେ ଆକ୍ରାନ୍ତ ହୋଇଥିବାବେଳେ କେତେଜଣ ରୋଗୀଙ୍କ ଜୀବନ ଗଲାଣି। କୋରାପୁଟ ଜିଲା ପଟାଙ୍ଗି ବ୍ଲକ୍‌ରେ…

ବିଶ୍ୱସ୍ତରରେ ଭାରତ ଉପରେ ବିଶ୍ୱାସ ବଢ଼ିଛି: ଧର୍ମେନ୍ଦ୍ର

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲେଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକ୍‌ହୋଲ୍‌ଡର ମାନଙ୍କୁ ଉଦ୍ୟମ…

ଉଷୁନା ନୁହେଁ, ଅରୁଆ ନେବ ଏଫ୍‌ସିଆଇ

ଭୁବନେଶ୍ୱର,୫।୭(ଅନିଲ ଦାସ): ରାଜ୍ୟର ବଳକା ଉଷୁନା ଚାଉଳକୁ ନେଇ ରାଜ୍ୟ ସରକାର ଚିନ୍ତାରେ ଥିବାବେଳେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଉଷୁନା ବଦଳରେ ଅରୁଆ ଚାଉଳ ନେବ ବୋଲି ରାଜ୍ୟ ସରକାରଙ୍କୁ ଜଣାଇଛି। ଏ ସମସ୍ତ ଚାଉଳ ଇଥାନଲ ପ୍ରସ୍ତୁତିରେ ବ୍ୟବହୃତ…

ଚବ୍ରି ନଦୀରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଦଶମନ୍ତପୁର,୫ା୭(ଅରବିନ୍ଦ ନାୟକ): କୋରାପୁଟ ଜିଲାରେ ଏପରି କେତେକ ଗ୍ରାମ ରହିଛି ଯେଉଁଠିକୁ ଏଯାଏ ପ୍ରଶାସନ ପହଞ୍ଚତ୍ପାରିନାହିଁ। ନଦୀନାଳ, ବଣଜଙ୍ଗଲ ଓ ପାହାଡ଼ ଘେରା ପରିବେଶରେ ଥିବା ଗ୍ରାମଗୁଡ଼ିକୁ ଏଯାଏ ଗ୍ରାମବାସୀଙ୍କ ପାଇଁ ପ୍ରଶାସନ ରାସ୍ତାଟିଏ କରିପାରିନାହିଁ। ଖରା ଓ ଶୀତିଦିନେ ଗ୍ରାମବାସୀ…

୧୮ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୫ା୭(ଅନିଲ ଦାସ): ରାଜ୍ୟରେ ବର୍ଷାଭାବ ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ବଢ଼ିଗଲାଣି। ଜୁନ୍‌ରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ସାଙ୍ଗକୁ ୧୧ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୨୨ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ ପ୍ରବେଶ…

ବିନା ଅନୁମତିରେ ଗଛ କାଟିଛି ଓ୍ବାଟ୍‌କୋ

ଭୁବନେଶ୍ୱର, ୫ା୭ (ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ରେ ଗଛକାଟି ପ୍ରକଳ୍ପ ନିର୍ମାଣ ମାମଲାରେ ମଙ୍ଗଳବାର ଯାଞ୍ଚ କମିଟି ପକ୍ଷରୁ ଏନ୍‌ଜିଟିରେ ରିପୋର୍ଟ ଦାଖଲ କରାଯାଇଛି। ପାହାଡ଼ ଉପରେ ହୋଇଥିବା ଗଛକଟା ପାଇଁ ଡିଏଫ୍‌ଓଙ୍କଠାରୁ କୌଣସି ଅନୁମତି ନିଆଯାଇ ନ ଥିବା ରିପୋର୍ଟରେ…

୬ରୁ ବର୍ଷିବ

ଭୁବନେଶ୍ବର ୪।୭(ଅନିଲ ଦାସ): ମୌସୁମୀ ସ୍ବଭାବିକ ସ୍ଥିତିକୁ ଫେରିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମଙ୍ଗଳବାରଠୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା…

ଓଡ଼ିଶ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶର, ୪।୭ (ଅସମାପିକା ଦାସ): ୧୯ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଓ ରାଜ୍ୟ ପଣ୍ୟାଗାର ନିଗମ ନୂତନ ମୁଖ୍ୟ କାର୍ଯ୍ୟାଳୟ ସୌଧ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ନିଗମ ରାଜ୍ୟର…

ସୁବର୍ଣ୍ଣପୁରରେ ପାଣ୍ଡିଆନଙ୍କ କାରକେଡ଼କୁ ଅଣ୍ଡାମାଡ଼

ସୋନପୁର,୪।୭(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପଣ୍ଡିଆନ ମଙ୍ଗଳବାର ଦିନିକିଆ ସୁବର୍ଣ୍ଣପୁର ଜିଲା ଗସ୍ତରେ ଆସିଛନ୍ତିl ପାଣ୍ଡିଆନ ଭୁବନେଶ୍ୱରରୁ ହେଲିକେପ୍ଟର ଯୋଗେ ଆସି ସକାଳେ ଉଲୁଣ୍ଡା ବ୍ଲକ କୋଟସମଲେଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ। ସଚିବ…

ଏସିଏଫ୍‌  ସୌମ୍ୟ ମୃତ୍ୟୁ ଘଟଣା : ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ 

ଭୁବନେଶ୍ୱର,୪।୭: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ପୋଲିସ ଖୋଜି ପାଉନି। କୋର୍ଟଙ୍କ ଜାମିନ ବିହୀନ ଗିରଫ ପରୱାନା ପରେ ପୋଲିସ ବିଦ୍ୟାଭାରତୀଙ୍କୁ ଖୋଜିବାକୁ କପ୍ତିପଦା ଗୌଡ଼ ଗାଁକୁ ୨ ଥର ଯାଇ ଖାଲି ହାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?