ଆବର୍ଜନାମୟ ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ୟୁନିଟ-୨ ମାର୍କେଟ ବିଲ୍ଡିଂ ସ୍ଥିତି ଏବେ ଦୟନୀୟ ହୋଇପଡିଛି। ସବୁଠି ଅଳିଆ ଭର୍ତ୍ତି ହୋଇଥିବାବେଳେ ମାର୍କେଟ ଆସୋସିଏଶନ୍ ପକ୍ଷରୁ ସଫେଇ କାର୍ଯ୍ୟ ବନ୍ଦ ରହିଛି। ଅସ୍ଥାୟୀ ବ୍ୟବସାୟୀମାନେ ବସୁଥିବା ସ୍ଥାନକୁ ସଫା ନକରି ଚାଲିଯାଉଛନ୍ତି। ଫଳରେ ଏଣେତେଣେ…
ଡେଙ୍ଗୁ ହଟ୍ସ୍ପଟ୍ ଭୁବନେଶ୍ୱର
ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ। ଆଉ ଡେଙ୍ଗୁର ହଟ୍ସ୍ପଟ୍ ପାଲଟିଛି ରାଜଧାନୀ ଭୁବନେଶ୍ୱର। ଜୁଲାଇ ୧ ସୁଦ୍ଧା ରାଜ୍ୟରୁ ୧୭୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ସର୍ବାଧିକ ୯୨ଜଣ ଭୁବନେଶ୍ୱରରୁ ରହିଥିଲେ। ତେବେ ରବିବାର ସୁଦ୍ଧା ଭୁବନେଶ୍ୱରରେ…
ଗୁଳୁଗୁଳି ଜାରି, ଆଜିଠୁ ବର୍ଷା ବଢ଼ିବ
ଭୁବନେଶ୍ୱର,୩ା୭(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶକୁ ଅଗ୍ରସର ହୋଇଛି। ତେବେ ଓଡ଼ିଶାରେ ମୌସୁମୀ ପ୍ରବାହ ଦୁର୍ବଳ ରହୁଥିବାରୁ ଦିନରେ ଆର୍ଦ୍ରତା ଯଥେଷ୍ଟ ଅଧିକ ରହୁଛି। ତେଣୁ ରାଜ୍ୟର ବିଭିନ୍ନ ଜିଲାରେ ଟାଇଁଟାଇଁ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି।…
ଶ୍ରୀମନ୍ଦିର ସିଂହଦ୍ୱାର କବାଟରେ ଓଲଟା ସିଂହମୂର୍ତ୍ତି
ପୁରୀ,୩ା୭(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରାଯାଇଛି। ତେବେ ସିଂହଦ୍ୱାର ରୁପା ଛାଉଣି କବାଟରେ ଓଲଟା ସିଂହମୂର୍ତ୍ତି ସ୍ଥାନିତ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଥିବାବେଳେ ବିବାଦ ସୃଷ୍ଟି ହୋଇଛି। ତୁରନ୍ତ ଏହାକୁ ଠିକ୍…
ନକଲି ଡାକ୍ତର ଗିରଫ
ଲାଠୋର, ୨ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଆରକ୍ଷୀ ଅଧୀକ୍ଷକ ଋଷିକେଷ ଖିଲାରିଙ୍କ ନିର୍ଦ୍ଦେଶ କ୍ରମେ ଲାଠୋର ଥାନା ଅଧୀନ ବେନ୍ଦେର ଗ୍ରାମରୁ ଲାଠୋର ପୋଲିସ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ କ୍ଳିନିକରୁ ବିପୁଳ ପରିମାଣରେ ଔଷଧ ଜବତ କରିଛି।…
କୋଦାଳରେ ସ୍ତ୍ରୀଙ୍କୁ ହାଣି ହତ୍ୟା
ଝାରବନ୍ଧ,୨।୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଭଣ୍ଡାରପୁରୀ ପଞ୍ଚାୟତ ଅଧୀନ ଜାମପାଲି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବ ପ୍ରସାଦ ସାହୁ(୭୦) ତାଙ୍କ ସ୍ତ୍ରୀ ଶ୍ରୀୟା(୬୫)ଙ୍କୁ କୋଦାଳରେ ହାଣି ହତ୍ୟା କରିଛନ୍ତି। ରବିବାର ପୋଲିସ ମୃତଦେହ ଜବତ କରି…
ଅଧ୍ୟାପିକାଙ୍କୁ କମେଣ୍ଟ ମାରି ବନ୍ଧା ହେଲେ ପୂର୍ବତନ ଛାତ୍ର
ନବରଙ୍ଗପୁର,୨।୭(ସଦାସିବ ପ୍ରହରାଜ): ନବରଙ୍ଗପୁର ବିନୋଦ ବିହାରୀ କଲେଜର ଜଣେ ଅଧ୍ୟାପିକାଙ୍କୁ କମେଣ୍ଟ ମାରି ହଇରାଣ କରିବା ଅଭିଯୋଗରେ ଜଣେ ପୂର୍ବତନ ଛାତ୍ରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନବରଙ୍ଗପୁର ସହରର ବଡହରିଜନ ସାହିର ପର୍ଶୁରାମ ନାଗେଶ। ମିଳିଥିବା ସୂଚନା ଅନୁଯାୟୀ,…
ହାଓ୍ବଡା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍ ଉପରକୁ ପଥରମାଡ଼
ବଡ଼ବିଲ,୨ା୭(ଦେବପ୍ରିୟ ରଣା): ହାଓ୍ବଡ଼ା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍ ଉପରକୁ ପଥର ମାଡ଼ ହୋଇଛି। ଫଳରେ ବଗିର କାଚ ଭାଙ୍ଗି ଯାଇଥିବା ଜଣାପଡିଛି। ରବିବାର ଅପରାହ୍ନରେ ଝାଡ଼ଖଣ୍ଡ ରାଜ୍ୟ ବଡ଼ଜାମଦା ଷ୍ଟେଶନରୁ ଛାଡି ଟ୍ରେନ୍ଟି ବଡ଼ବିଲ ଅଭିମୁଖେ ଆସୁଥିଲା ବେଳେ କେହି ଦୁର୍ବୃତ୍ତ ଚଳନ୍ତା…
ଦେବଦତ୍ତ ବିଓବିର ନୂତନ ପରିଚାଳନା ନିର୍ଦ୍ଦେଶକ
ଭୁବନେଶ୍ୱର,୨।୭: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ନୂତନ ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦେବଦତ୍ତ ଚାନ୍ଦ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଚାନ୍ଦ ଏହା ପୂର୍ବରୁ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ବିଓବିର…
ଲକ୍ଷାଧିକ ଭକ୍ତଙ୍କୁ ଜେଏସ୍ପି ଫାଉଣ୍ଡେଶନର ସହାୟତା
ଭୁବନେଶ୍ୱର,୨।୭: ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର(ଜେଏସ୍ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କୁ ରନ୍ଧାଖାଦ୍ୟ, ଥଣ୍ଡା ପାନୀୟ ଜଳ ଓ ଗ୍ଲୁକୋଜ ଆଦି ଯୋଗାଇ ଦିଆଯାଇଥିଲା। ଏପରିକି ଫାଉଣ୍ଡେଶନର ଚେୟାରପର୍ସନ ଶାଲୁ…
ରିଜର୍ଭ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ
ଭୁବନେଶ୍ୱର,୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ଓଡ଼ିଶା କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ ଭାବେ ଡ. ସାରଦା ପ୍ରସନ୍ନ ମହାନ୍ତି ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଡ. ମହାନ୍ତି ଆର୍ବିଆଇର ମୁମ୍ବାଇ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ।…
ଅଭିଜ୍ଞ ଡାକ୍ତରଙ୍କୁ ଅରୁନ୍ଧତୀର ସମ୍ବର୍ଦ୍ଧନା
ଭୁବନେଶ୍ୱର,୨।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଲଏର୍ସ ପକ୍ଷରୁ ଶନିବାର ଅନ୍ତର୍ଜାତୀୟ ଡକ୍ଟରସ୍ ଡେ ପାଳିତ ହୋଇଯାଇଛି। ଏପରିକି ଅରୁନ୍ଧତୀ ଜୁଏଲର୍ସର ସମସ୍ତ ଶୋ’ରୁମ୍ରେ ମଧ୍ୟ ଡକ୍ଟରସ୍ ଡେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଶୋ’ରୁମ୍ଗୁଡିକରେ…

