ରାଜ୍ୟ

ରତ୍ନଭଣ୍ଡାର ଖୋଲିବାକୁ ଦାବି ଉଠାଇଲେ ବିରୋଧୀ

ଭୁବନେଶ୍ବର, ୧ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ନ ଖୋଲାଯିବା ନେଇ ତେଜିଛି ରାଜନୀତି। ସାଧାରଣ ଭକ୍ତଙ୍କଠାରୁ ଆରମ୍ଭକରି ଅନ୍ୟମାନେ ମଧ୍ୟ ଏନେଇ ଦାବି କରିବା ଆରମ୍ଭ କରିଛନ୍ତି। ତେବେ ସରକାର ଏଥିପ୍ରତି ଧ୍ୟାନ ଦେଉ ନ ଥିବା ବିରୋଧୀ ଅଭିଯୋଗ କରିଛନ୍ତି।…

ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ ଶିଳାନ୍ୟାସ

ବଲାଙ୍ଗୀର, ୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ବହୁ ପ୍ରତୀକ୍ଷିତ ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ସମ୍ପନ୍ନ ହୋଇଛି। ସ୍ଥାନୀୟ ନିର୍ମାଣାଧିନ ସ୍ମାର୍ଟ ପାର୍କ ନିକଟରେ ଅନୁଷ୍ଠିତ ବାଇପାସ୍‌ ରାସ୍ତା ଶିଳାନ୍ୟାସ କାର୍ଯ୍ୟକ୍ରମରେ କେନ୍ଦ୍ର ସଡକ ପରିବହନ ତଥା ରାଜମାର୍ଗ…

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ ପାତ୍ର। ଷ୍ଟାର ଏଣ୍ଟରଟେନ୍‌ମେଣ୍ଟ ଜାତୀୟ ସ୍ତରରେ ଗତ ଡିସେମ୍ବରଠାରୁ ଆରମ୍ଭ ହୋଇଛି ମିସ୍‌…

ଆସିଲା ୨୯ ଡିଏନ୍‌ଏ ରିପୋର୍ଟ, ୬ ମୃତଦେହ ହସ୍ତାନ୍ତର

ଭୁବନେଶ୍ୱର,୧।୭(ଅଭିଜିତ ଦାସ): ଜୁନ୍‌ ୨ ବାଲେଶ୍ୱର ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି। ତେବେ ବିଳମ୍ବ ସତ୍ତ୍ୱେ ଚିହ୍ନଟ ହୋଇପାରି ନ ଥିବା ୮୧ ମୃତଦେହ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୯ଟିର ଡିଏନ୍‌ଏ ପରୀକ୍ଷା…

ନୀଳାଦ୍ରି ବିଜେରେ ରସଗୋଲା

ଦାରୁଦିଅଁଙ୍କ ଜଗତମଙ୍ଗଳ ଲୀଳାର ଶେଷ ଦିବସରେ ହୁଏ ନୀଳାଦ୍ରି ବିଜେ। ଏହି ଦିନକୁ ରସଗୋଲା ଦିବସ ଭାବେ ୨୦୧୫ରୁ ପାଳନ କରାଯାଇଆସୁଛି। ମହାପ୍ରଭୁଙ୍କ ଉପାସନାରେ ଦୁଇ ପ୍ରକାର ଭୋଗ ବ୍ୟବସ୍ଥା ରହିଛି। ତାହା ହେଲା ସଙ୍କୁଡ଼ି ଓ ନିଃସଙ୍କୁଡ଼ି। ସାଧାରଣତଃ ଅନ୍ନ,…

ଶାରଳା, ଗୋରେଖନାଥ ମନ୍ଦିର ଉନ୍ନତୀକରଣ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର, ୧ା୭(ପ୍ରମୋଦ କୁମାର ନାୟକ): ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତର ଅନ୍ତିମ ଦିନରେ ସେ ଜଗତ୍‌ସିଂହପୁର ପୌରପାଳିକା ସମେତ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନ ଗସ୍ତ କରି ବିକାଶମୂଳକ କାର୍ଯ୍ୟର…

ଜୁନ୍‌ରେ ଉତ୍ତପ୍ତ ଓଡ଼ିଶା: ସ୍ବାଭାବିକଠାରୁ ଅଧିକ ତାତି

ଭୁବନେଶ୍ୱର,୧ା୭ (ଅନିଲ ଦାସ): ଜୁନ୍‌ ମାସରେ ରାଜ୍ୟକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବାକୁ ପଡିଛି। ଜୁନ୍‌ ପହିଲାରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ୧୪ ଦିନ ହିଟ୍‌ଓ୍ବେଭ ବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ…

ଆଜି ରାଜ୍ୟର ୩୦୭ କେନ୍ଦ୍ରରେ ଓଟିଇଟି

କଟକ ,୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ପକ୍ଷରୁ ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)କୁ ନେଇ ପୁଣି ବିଭ୍ରାଟ ଦେଖାଦେଇଛି। ବିଗତ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଦେଖାଦେଇଥିବାବେଳେ ଏବେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ଚର୍ଚ୍ଚା ଜୋର୍‌…

ରତ୍ନଭଣ୍ଡାରକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ,୧ା୭ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ପୁଣି ଚର୍ଚ୍ଚାକୁ ଆସିଛି। ରତ୍ନଭଣ୍ଡାରର ବିପଦସଙ୍କୁଳ ସ୍ଥିତି ସମେତ ବିବିଧ ସମସ୍ୟା ନେଇ ହାଇକୋର୍ଟରେ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ…

ଏକଜିଦିଆ ଛତିଶଗଡ଼, ଖୋଲିଲା କଲମାର ସବୁ ଗେଟ୍‌

ସମ୍ବଲପୁର, ୧ା୭(ଶୁଭାଶିଷ ପାଢ଼ୀ): ଆସନ୍ତା ୪ ତାରିଖରେ ଲଘୁଚାପ ଯୋଗୁ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଅନୁମାନ କରାଯାଇଛି। ଏଭଳିସ୍ଥଳେ ହୀରାକୁଦ ଡ୍ୟାମର ଉପରମୁଣ୍ଡ ମହାନଦୀରେ ଥିବା ଛତିଶଗଡ଼ର କଲମା ବ୍ୟାରେଜ୍‌ର ସମସ୍ତ ୬୬ ଗେଟ୍‌କୁ…

ବିକାଶ ନାମରେ ଲକ୍ଷେ ବୃକ୍ଷ ବଳି

ଅନୁଗୋଳ, ୧ା୭(ଅମିତ କୁମାର ସାମଲ): ୨୦୧୭ରୁ ୨୦୨୩ ମଧ୍ୟରେ ଅନୁଗୋଳ ଜିଲାର ଶତାଧିତ୍କ ହେକ୍ଟର ଜଙ୍ଗଲ ଜମିରୁ ହୋଇଛି ବ୍ୟାପକ ବୃକ୍ଷ ଛେଦନ। ତାଳଚେର-ବିମଳାଗଡ଼ ଓ ଅନ୍ୟ ରେଳପଥ ପାଇଁ କଟାଯାଇଛି ୭ ହଜାର ୯୩୫ ଗଛ। ଜାତୀୟ ଓ ରାଜ୍ୟ…

ବାହାନଗା ଟ୍ରେନ ଦୁର୍ଘଟଣା: ୨୯ଜଣଙ୍କ ଡିଏନ୍‌ଏ ରିପୋର୍ଟ ଚିହ୍ନଟ

ଭୁବନେଶ୍ୱର,୩୦ା୬(ଅଭିଜିତ ଦାସ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଏମ୍ସ ପକ୍ଷରୁ ଡିଏନ୍‌ଏ ପରୀକ୍ଷା ପାଇଁ ନମୁନା ଦିଲ୍ଲୀ ପଠାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୯ଜଣଙ୍କ ଡିଏନ୍‌ଏ ରିପୋର୍ଟ ଚିହ୍ନଟ ହୋଇଛି। ଏହି ରିପୋର୍ଟ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?