ରାଜ୍ୟ

ଆଜି ଇସ୍କନରେ ସୁନାବେଶ

ଭୁବନେଶ୍ୱର,୨୯।୬(ଶର୍ମିଷ୍ଠା ପାଣିଗ୍ରାହୀ) ନମ୍ବର ଗୁଣ୍ଡିଚା ମନ୍ଦିରରୁ ଇସ୍କନ ଅଭିମୁଖେ ରଥ ବାହାରିବା ସମୟରେ ଭକ୍ତଙ୍କ ଭିଡ଼ ଖୁବ୍‌ ଜମିଥିଲା। ସମସ୍ତେ ହାତଯୋଡ଼ି ନତମସ୍ତକରେ ହରିବୋଲ ଓ ହୁଳହୁଳି ପକାଇ ଦାରୁବ୍ରହ୍ମଙ୍କୁ ମାଉସୀ ମା’ ଘରୁ ବିଦାୟ ଦେଇଛନ୍ତି। ଦିନ୧୨ଟାରୁ ୨ଟା ପର୍ଯ୍ୟନ୍ତ…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ ଆଣି ରାସ୍ତା ଉପରେ ଭକ୍ତଙ୍କୁ ବିକ୍ରୟ କରୁଥିବା ଦେଖିବାକୁ ମିଳିଥିଲା। ମହାପ୍ରଭୁ ନବଦିନାତ୍ମକ…

ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ନାମଲେଖା ଆବେଦନରେ ସମସ୍ୟା

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା)ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ସେଲ୍ଫ ଫାଇନାନ୍ସିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜୁନ ୨୦ରେ ଶେଷ ହୋଇଥିବା ବେଳେ ହାର୍ଡ କପି ୨୨ ଓ ୨୩ ତାରିଖରେ ଦାଖଲ କରିବାର ଥିଲା। ମାତ୍ର ଅନ୍‌ଲାଇନ୍‌ରେ ବିଭିନ୍ନ ସମସ୍ୟା…

ମୌସୁମୀ ବର୍ଷା: ଉପକୂଳ ଶୁଖିଲା

ଭୁବନେଶ୍ୱର,୨୮ା୬(ଅନିଲ ଦାସ)ଗତ ଦୁଇଦିନ ଧରି ରାଜ୍ୟରେ ମୌସୁମୀଜନିତ ବର୍ଷା ଥମିଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧାରୁ ଅଧିକ ଜିଲାରେ ବର୍ଷା ନାହିଁ। ଫଳରେ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଭାରତୀୟ…

ମହାନଦୀ ଟ୍ରିବ୍ୟୁନାଲ ଅବଧି ୨୦୨୬ ଏପ୍ରିଲ ୧୩ ଯାଏ ବୃଦ୍ଧି

ଭୁବନେଶ୍ୱର,୨୯।୬ (ଅନିଲ ଦାସ)ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଅବଧିକୁ କେନ୍ଦ୍ର ସରକାର ୨୦୨୬ ଏପ୍ରିଲ ୧୩ ବୃଦ୍ଧି କରିଛନ୍ତି। ଧାର୍ଯ୍ୟ ସମୟସୀମା ମଧ୍ୟରେ ଟ୍ରିବ୍ୟୁନାଲ ଏହି ବିବାଦର ସମାଧାନ କରିବାରେ ସକ୍ଷମ ହୋଇ ନ ଥିବାରୁ କେନ୍ଦ୍ର ସରକାର ଏହି ଅବଧି…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଗୁରୁବାର ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ରଥ ଉପରେ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି…

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ ମିଳିଛି। ଏଥିଯୋଗୁ ଅନେକ ସ୍ଥାନରେ କ୍ଷୟକ୍ଷତି ଘଟିଛି। ଜମନକିରା ବ୍ଲକ କେନାଢିପା ପଞ୍ଚାୟତ…

ବାହୁଡା ଯାତ୍ରାରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ୨ ଜୀବନ

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ କେନ୍ଦୁଆ ଗ୍ରାମରେ ବାହୁଡା ଯାତ୍ରାରେ ଅଘଟଣ ଘଟିଛି। ରଥକୁ ଟାଣି ସାଇଟ୍‌ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ…

ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ

ପୁରୀ,୨୮ା୬(ଅଜିତ୍‌ ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଆଡ଼ପ ମଣ୍ଡପ ଛାଡ଼ି…

କେନ୍ଦୁଝର ଟ୍ରକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ଅସମାପିକା ସାହୁ): କେନ୍ଦୁଝର ଜିଲା ଷଠୀଘରଠାରେ ମଙ୍ଗଳବାର ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩…

ଗଡିଲା ମା ସୁଭଦ୍ରା ଓ କାଳିଆ ସାଆନ୍ତଙ୍କ ରଥ

ପୁରୀ,୨୮।୬(ଅଜିତ୍‌ ମହାନ୍ତି): ବଡଭାଇ ବଳଭଦ୍ରଙ୍କ ରଥ ପରେ ଶରଧାବାଲିରେ ଗଡିଲା ଭଉଣୀ ସୁଭଦ୍ରା ଏବଂ ସାନଭାଇ ଜଗନ୍ନାଥଙ୍କର ରଥ। ଆଗେ ଆଗେ ବଡଭାଇ ଯାଉଥିବା ବେଳେ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଜୟ ଜଗନ୍ନାଥ ଧ୍ୱନୀରେ ବଡଦାଣ୍ଡ ଉଛୁଳି…

ଦାରିଙ୍ଗବାଡ଼ିରେ ପ୍ରଥମଥର ଫଳିଛି ସେଓ

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଏକ ପର୍ଯ୍ୟଟନସ୍ଥଳ ଭାବେ ସାରା ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଏଠାକାର ଜଳବାୟୁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଛି। ହଳଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?