ରାଜ୍ୟ

ପଞ୍ଜୀକୃତ କିନ୍ନର ଉଦ୍ୟୋଗୀଙ୍କୁ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ରାଜ୍ୟ ସରକାର ଗୁରୁବାର କିନ୍ନରମାନଙ୍କକୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବି କରିବା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେମାନଙ୍କ ସମସ୍ୟା ଦୁର କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କିନ୍ନରମାନଙ୍କୁ ଆତ୍ମନିଯୁକ୍ତିଭିତ୍ତିକ ରୋଜଗାର ନିମନ୍ତେ ରାଜ୍ୟ ସରକାର…

ନକଲି ଟିଟିଇଙ୍କୁ ଧରିଲା ପୋଲିସ

କୋରାପୁଟ,୨୨।୬(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ରେ ଗୁରବାର ଟିକେଟ ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ଜଣେ ନକଲି ଟିଟିଇଙ୍କୁ ରେଳବାଇ ପୋଲିସ ଗିରଫ କରିଛି। ଏନେଇ କୋରାପୁଟ ଜିଆର୍‌ପି ଓଆଇସି ବି.କେ ଭୋଇ ପ୍ରକାଶ କରିଛନ୍ତି। ଗିରଫ ନକଲି ଟିଟିଇ…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ ୨…

ବାହାନଗା ହାଇସ୍କୁଲ ୫-ଟି ଉପକ୍ରମରେ ହେବ ପୁନଃନିର୍ମାଣ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲର ୫-ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ, ଗତ…

ଆହାର କେନ୍ଦ୍ର ପରିଚାଳନା ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ…

ଟ୍ରେନ୍‌ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ କଟିଯାଇଥିବା…

ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୨ା୬: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ କରାଯାଏ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ଗୁରୁବାର ଏଏସ୍‌ଆଇର ୪ ଜଣିଆ ବୈଷୟିକ ଟିମ୍‌ ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସିଂହଦ୍ୱାର କାମ ଆରମ୍ଭ ହୋଇଛି। ପିତ୍ତଳ…

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍‌ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ ଭିଜିଲାନ୍ସ…

ପୋଲିସ ଅଧିକାରୀଙ୍କୁ କାଉନ୍‌ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ

କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍‌ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍‌…

ମାସେ ୨୦ଦିନରେ ୩୮.୩୪ ଲକ୍ଷ ଜରିମାନା ଆଦାୟ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ’ସେଫ୍‌ ସିଟି ଡ୍ରାଇଭ’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ନିଶା କାରବାର, ସର୍ବସାଧାରଣରେ ମଦ୍ୟପାନ ଆଦି ଅସାମାଜିକ କାର୍ଯ୍ୟ କରି ‘ଓଡ଼ିଶା ଅର୍ବାନ ପୋଲିସ୍‌ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠୁ…

ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ ପ୍ରକଳ୍ପ…

ଇଚ୍ଛାଧୀନ କୋଟା ଟାସ୍କଫୋର୍ସ ରିପୋର୍ଟ ସଂଶୋଧନକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ଇଚ୍ଛାଧୀନ କୋଟା ବଳରେ ସରକାରୀ ଜମି ହାତେଇଥିବା ବ୍ୟକ୍ତିଙ୍କୁ ଆଇନଗତ ମାଲିକାନା ହକ୍‌ ଦେବା ନେଇ ୭ମାସ ବ୍ୟବଧାନରେ ଦ୍ୱିତୀୟ ଥର ପାଇଁ ଟାସ୍କଫୋର୍ସଙ୍କ ନିଷ୍ପତ୍ତିର ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ବୁଧବାର ଅନୁମୋଦନ କରିଛି। ଏଥିରେ ଟାସ୍କଫୋର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?