ବାହାନଗା ରେଳ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ମିଳିଲା ୬ ଲକ୍ଷ ୮୫ ହଜାର
ଭୁବନେଶ୍ବର,୨୨ା୬(ସୁନିତ୍ ମିଶ୍ର): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ…
ନିର୍ମାଣ ହେବ ୩୪୦୪ କି.ମି. ରାସ୍ତା
ଭୁବନେଶ୍ୱର,୨୨ା୬ (ଅନିଲ ଦାସ) ଗ୍ରାମାଞ୍ଚଳରେ କୌଣସି ସଡ଼କ ଆଉ ଅସଂଯୋଜିତ ହୋଇ ରହିବ ନାହିଁ। ଆନ୍ତଃରାଜ୍ୟ, ଆନ୍ତଃଜିଲା ଓ ଆନ୍ତଃବ୍ଲକ ସହ ସମସ୍ତ ରାସ୍ତା ସଂଯୋଗ ହେବ। ଦୁର୍ଗମ ତଥା ମାଓପ୍ରବଣ ଅଞ୍ଚଳ ରାସ୍ତା ମଧ୍ୟ ନିର୍ମାଣ ହେବ। ଗ୍ରାମାଞ୍ଚଳରେ ଗମନାଗମନ…
ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ
ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ ଛାଡ଼…
ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ଦିଗପହଣ୍ଡି…
ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ
ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି କୋର୍ଟ…
ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ
କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ ମାଛଠୁ…
ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ ମହାପାତ୍ର…
ଦିନେ ଦୁଇଦିନ ପରେ ଆସିପାରେ ମୌସୁମୀ
ଭୁବନେଶ୍ୱର,୨୧ା୬(ଅନିଲ ଦାସ): ଆସନ୍ତା ଦିନେ ଦୁଇ ଦିନ ଭିତରେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର ଅନେକ…
କ୍ୟାବିନେଟ୍ ବୈଠକରେ ୧୫ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର,୨୧ା୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ…
ମହିଳାଙ୍କୁ ଟାଣିନେଲା କୁମ୍ଭୀର
ରାଜନଗର,୨୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡ଼ି ଗାଁ ପୋଖରୀରେ ବୁଧବାର ବାସନ ମାଜୁଥିବା ବେଳେ ଜଣେ ମହିଳାଙ୍କୁ ଟାଣି ନେଇଛି କୁମ୍ଭୀର। ମହିଳା ଜଣଙ୍କ ହାତିଆଗଡ଼ି ଗାଁର ସୀତା ରାଣୀ ଦାସ । ଦଳ ଭର୍ତ୍ତି କେନାଲରୁ…
ଓଟିପି ଶେୟାରିଂ ମାମଲା: ସ୍ପେଶାଲ ଟାସ୍କ ଫୋର୍ସକୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୨୧ା୬(ସତ୍ୟଜିତ୍ ବେହେରା): ଓଡ଼ିଶାରୁ ଆଇଏସ୍ଆଇକୁ ଓଟିପି ଶେୟାରିଂ ମାମଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍)କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ପ୍ରୀତମ କର ଓ ସରୋଜ କୁମାର ନାୟକ କ୍ରିପ୍ଟୋ ଟ୍ରେଡିଂ କରିଛନ୍ତି। ୧ କୋଟିରୁ…
ଶରଧାବାଲିରେ ଦାରୁଦିଅଁ
ପୁରୀ,୨୧ା୬(ଅଜିତ୍ ମହାନ୍ତି): ବିଶ୍ୱନିୟନ୍ତା କାଳିଆଠାକୁର ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ମଙ୍ଗଳବାର ଜନ୍ମବେଦି ଅଭିମୁଖେ ବାହାରିଥିଲେ। କାଲି ଅପରାହ୍ନ ୩ଟା ୪ ମିନିଟ୍ରୁ ରଥଟଣା ଆରମ୍ଭ ହୋଇଥିଲେ ହେଁ ଶରଧାବାଲିରେ ପହଞ୍ଚି ପାରି ନ ଥିଲା…

