ରାଜ୍ୟ

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ…

ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଧାଡ଼ି ପହଣ୍ଡିରେ ଆସି ରଥରେ…

ନିମନ୍ତ୍ରଣରେ ସ୍ବତନ୍ତ୍ର ଶାକାହାରୀ ଥାଳି

ଭୁବନେଶ୍ୱର,୨୦।୬(ବନ୍ଦନା ସେଠୀ): ରଥଯାତ୍ରା ଅବସରରେ ଓଟିଡିସି ପକ୍ଷରୁ ନିମନ୍ତ୍ରଣ ରେଷ୍ଟୁରାଣ୍ଟରେ ସ୍ବତନ୍ତ୍ର ସାତ୍ତ୍ୱିକ ଓଡ଼ିଆ ଖାଦ୍ୟ ପ୍ଲେଟ୍‌ର ବ୍ୟବସ୍ଥା କରାଯାଇଛି। ୨୦ରୁ ୨୮ଜୁନ୍‌ ପର୍ଯ୍ୟନ୍ତ ଏଠାରେ ବିନା ପିଆଜ ରସୁଣରେ ଏହି ଖାଦ୍ୟ ଉପଲବ୍ଧ ହେବ। ଗୋଟିଏ ପ୍ଲେଟର ଦାମ୍‌ ୫୪୯ଟଙ୍କା…

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଏହି ପବିତ୍ର ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରଥଯାତ୍ରା…

ରାଜଧାନୀରେ ୫୬ ରଥ, ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଭୁବନେଶ୍ୱର, ୨୦।୬(ସତ୍ୟଜିତ୍‌ ରାଉତ): ରାଜଧାନୀରେ ୫୬ଟି ରଥ ଗଡ଼ିବ। ଏଥିପାଇଁ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସର ସୂଚନାନୁସାରେ, ରଥଯାତ୍ରା ପାଇଁ ସହରରେ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ।…

ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ସକାଳ ୬ଟାରେ ମଙ୍ଗଳ…

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା: ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ…

ଉଦୟଗିରିରେ ହେବ ବୌଦ୍ଧ ସଂଗ୍ରହାଳୟ : ପ୍ରତ୍ନତତ୍ତ୍ୱ ଡିଜି

ଚଣ୍ଡିଖୋଲ,୨୦ା୬(ପ୍ରଦୀପ୍ତ କୁମାର ପୃଷ୍ଟି): ବିଶ୍ୱ ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରିଠାରେ ନୂତନ ସଂଗ୍ରାହଳୟ ସ୍ଥାପନ କରାଯିବ। ଏଥିନେଇ ସୋମବାର ଭାରତୀୟ ପ୍ରନତ୍ତତ୍ତ୍ୱ ବିଭାଗର ମହାନିର୍ଦ୍ଦେଶକ ଡ଼. କିଶୋର କୁମାର ବାସା ସୂଚନା ଦେଇଛନ୍ତି। ସେ ବୌଦ୍ଧପୀଠ ଉଦୟଗିରି ପରିସର ବୁଲିବା ସହିିତ ଏହାର…

ରଥଯାତ୍ରାରେ ଛେରା ପହଁରା କରନ୍ତି ରାଣୀ

ଧର୍ମଶାଳା,୨୦ା୬(ବଟକୃଷ୍ଣ ପରିଡ଼ା ): ମଙ୍ଗଳବାର ଶ୍ରୀଗୁଣ୍ଡିଚା । ଧର୍ମଶାଳା ବ୍ଲକର ଗଡମଧୁପୁରର ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ପକ୍ଷରୁ ରଥଯାତ୍ରା ଅନୁଷ୍ଠିତ ହୁଏ । ପରମ୍ପରା ଅନୁଯାୟୀ ଗଡମଧୁପୁର ଜଗନ୍ନାଥ ମନ୍ଦିର ବଡଦାଣ୍ଡରେ ରାଜା ଛେରାପହଁରା କରିଥାନ୍ତି । ତେବେ ଗଡମଧୁପୁରର ଶେଷ…

୧୧ କି.ମି. ରଥ ଦାଣ୍ଡରେ ଗଡ଼ିବ ଶ୍ରୀଜୀଉଙ୍କ ରଥ

ଚଣ୍ଡିଖୋଲ/ଛତିଆ,୨୦ା୬(ପ୍ରଦୀପ୍ତ କୁମାର ପୃଷ୍ଟି/ସୌମ୍ୟ ରଞ୍ଜନ ସାହୁ): ମଙ୍ଗଳବାର ଶ୍ରୀଜୀଉଙ୍କ ଘୋଷ ଯାତ୍ରା। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରା ତିନି ରଥରେ ବିଜେ କରି ସର୍ବଜନଙ୍କୁ ଦର୍ଶନ ଦେବେ। ସେଥିପାଇଁ ରଥ ପ୍ରସ୍ତୁତ ହୋଇସାରିଛି। ପ୍ରଶାସନ ତରଫରୁ…

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ : ସ୍ତ୍ରୀ ଗିରଫ

ରସୁଲପୁର,୨୦ା୬(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡ଼ କଇଁଚି ପଞ୍ଚାୟତ ବାଲିସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଅମୂଲ୍ୟ କୁମାର ଗୁରୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ । ୨୦୦୦ ମସିହାରେ ସେ ଧାମନଗର…

ଲୀଳାକ୍ଷେତ୍ର ଚିଲିକା

ଜଗନ୍ନାଥ ମନ୍ଦିର ଉପରେ ସମୁଦାୟ ୧୮ଥର ଆକ୍ରମଣ ହୋଇଥିଲା। ଶ୍ରୀମହାପ୍ରଭୁ ୨୧ଥର ଶ୍ରୀମନ୍ଦିର ରତ୍ନସିଂହାସନରୁ ସ୍ଥାନାନ୍ତର ହୋଇଥିଲେ। ସେଥିରୁ ଶ୍ରୀକ୍ଷେତ୍ର ମଧ୍ୟରେ ଦୁଇ ଥର ଲୀଳା କରିଥିବା ବେଳେ ଶ୍ରୀକ୍ଷେତ୍ର ବାହାରେ ୧୯ଥର ଲୀଳା କରିଥିଲେ। ଇତିହାସରୁ ଜଣାପଡ଼େ ଯେ, ୨୧ଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?