ରାଜ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

କଟକସଦର,୧୨ା୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ସକାଳୁ କଟକ ଏବଂ ଭୁବନେଶ୍ୱରର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା…

ଗାଁ ଦାଣ୍ଡରେ ଗଡୁନି ଶଗଡ଼, କ୍ଷେତକୁ ଯାଉନି ହଳ

ପଟ୍ଟାମୁଣ୍ଡାଇ, ୧୨ା୬(ସ୍ବ.ପ୍ର.): ବର୍ତ୍ତମାନ ବିଜ୍ଞାନ ଯୁଗରେ ବାସ କରୁଛି ମଣିଷ। ପୁରଠୁ ପଲ୍ଲୀ ସବୁଠି ଆଧୁନିକତାର ଛାପ। ଦିନ ଥିଲା ଶଗଡ଼ ଗାଡ଼ି ଯାତ୍ରୀ ପରିବହନଠାରୁ ଆରମ୍ଭ କରି ମାଲ ପରିବହନ ପାଇଁ ଏକମାତ୍ର ମାଧ୍ୟମ ଥିଲା। ଅଧିକାଂଶ ଘରେ ବଳଦ,…

ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟର ପ୍ରାଥମିକ ଶିକ୍ଷକ ୨ ଦଫା ଦାବି ନେଇ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇବା ସତ୍ତ୍ୱେ ରାଜ୍ୟ ସରକାର ସେମାନଙ୍କ ଦାବି ପୂରଣ କରିନାହାନନ୍ତି। ତେଣୁ ଶିକ୍ଷକମାନେ ସାମୂହିକ ଛୁଟିନେଇ ଆନ୍ଦୋଳନକୁ ଓହ୍ଳାଇବେ ବୋଲି ମିଳିତ ପ୍ରାଥମିକ ଶିକ୍ଷକ ମଞ୍ଚ ପକ୍ଷରୁ…

୩ଦିନ ହେବ ପ୍ଲାନେଟାରିୟମ୍‌ ବନ୍ଦ

ଭୁବନେଶ୍ୱର, ୧୨।୬ (ବ୍ୟୁରୋ): ପିଲାଙ୍କ ପାଇଁ ଉଭୟ ମନୋରଞ୍ଜନ ଓ ଶିକ୍ଷାର ଏକ ପ୍ରମୁଖ ମାଧ୍ୟମ ହେଉଛି ପ୍ଲାନେଟୋରିୟମ୍‌। ମହାକାଶ, ଗ୍ରହ, ନକ୍ଷତ୍ର ଆଦି ବିଭିନ୍ନ ମହାଜାଗତିକ ତଥ୍ୟ ଉପରେ ଜ୍ଞାନ ଲାଭ କରିବା ପାଇଁ ପ୍ରତିଦିନ ଶହ ଶହ ଛାତ୍ରୀଛାତ୍ର,…

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

ଦିଗପହଣ୍ଡି,୧୨ା୬(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନୀତା କୁମାରୀ ସେଠୀଙ୍କ ରବିବାର ଅପରାହ୍ନରେ ୨୭ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଥାଲାସେମିଆ (ରକ୍ତ ଶିକୁଳି) ରୋଗରେ ପୀଡିତ ଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏକ…

ଆଉ ୨ଦିନ ଅସମ୍ଭାଳ ତାତି

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ଧରି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଖରା ସାଙ୍ଗକୁ ହିଟ୍‌ଓ୍ବେଭ୍‌ (ଗୁଳୁଗୁଳି) ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ମଧ୍ୟ ସମାନ ସ୍ଥିତି ଲାଗି ରହିଥିଲା। ୪୪ ଡିଗ୍ରୀ ଉପରେ ୪ ସହର ରହିଥିଲାବେଳେ ସର୍ବାଧିକ ୪୪.୫ ଡିଗ୍ରୀ…

ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ

ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ। ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରିବା ସହ ସେମାନଙ୍କ ସିଡିଆର୍‌ ଯାଞ୍ଚ କରୁଥିବା ସୂଚନା…

ଓଡ଼ିଶାରୁ ବଢ଼ୁଛି ଆଇଏସ୍‌ଆଇ ଲିଙ୍କ୍‌

ଭୁବନେଶ୍ୱର(ବ୍ୟୁରୋ),୧୨ା୬: ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆତଙ୍କବାଦୀ, ଅନ୍ତଃରାଷ୍ଟ୍ରୀୟ ଅପରାଧୀଙ୍କ ସହ ଲିଙ୍କ୍‌ ରହୁଥିବା କ୍ରମାଗତ ଭାବେ ଦେଖିବାକୁ ମିଳିଲାଣି। ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ର କେତେଜଣ କର୍ମଚାରୀ ହନିଟ୍ରାପ୍‌ର ଶିକାର ହୋଇ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ…

ଇନ୍‌ଡୋର ଷ୍ଟାଡିୟମର ଉଦ୍‌ଘାଟନ କଲେ ଧର୍ମେନ୍ଦ୍ର

ବଲାଙ୍ଗୀର ଅଫିସ,୧୧ା୬: ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ସିଏସ୍‌ଆର ଅନୁଦାନରେ ନିର୍ମିତ ବଲାଙ୍ଗୀର ପୃଥୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମକୁ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍‌ଘାଟନ କରିଛନ୍ତି। ରବିବାର ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ଉଦ୍‌ଘାଟନୀ…

ସୁନା, ରୂପା ଅଳଙ୍କାର ଚୋରି କରି ବନ୍ଧା ହେଲେ ଭଉଣୀ, ଭାଇ

ବରଗଡ଼ ଅଫିସ,୧୧।୬: ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ କଲାପାଣି ଗ୍ରାମରୁ ଗତ ୯ତାରିଖରେ ସଂଘଟିତ ସୁନା, ରୂପା ଅଳଙ୍କାର ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୨ ଭଉଣୀ, ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼…

ରଥଯାତ୍ରା ସମୟରେ ଡ୍ରୋନ୍‌ ଉଡ଼ାଣ ମନା

ପୁରୀ ଅଫିସ,୧୧ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମୟରେ ଡ୍ରୋନ ଉଡ଼ାଣ ଉପରେ କଟକଣା ଲାଗୁ କରାଯାଇଛି। ଏନେଇ ପୁରୀ ପୋଲିସ ଟୁଇଟ୍‌ ଯୋଗେ ସୂଚନା ଦେଇଛି। ଟୁଇଟ୍‌ରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ୍‌ ଉଡ଼ାଣ ମନା।…

ଦେବଗଡ଼ର ପ୍ରତି ପରିବାରକୁ ମିଳିଛି ୩ ଲକ୍ଷ ଟଙ୍କା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୋଦି ସରକାରଙ୍କ ୯ ବର୍ଷ ଶାସନରେ ଦେବଗଡ଼ ଜିଲାକୁ ଚାଉଳ, ଘର, ଶୌଚାଳୟ, ଉଜ୍ଜ୍ୱଳା ଗ୍ୟାସ, ମୁଦ୍ରା ଋଣ, ବାର୍ଦ୍ଧକ୍ୟ ଭତ୍ତା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସହାୟତା ଏବଂ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ୭୩ ହଜାର ୭୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?