ରାଜ୍ୟ

ବିଜେଡି ନାରୀ ନିର୍ଯାତନାର ଅନ୍ତୁଡ଼ିଶାଳ: ଭାଜପା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ନାରୀ ନିର୍ଯାତନାରେ ଓଡ଼ିଶା ଆଜି ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି ା ମହିଳାଙ୍କୁ ସବୁଠୁ ଅଧିକ ଅତ୍ୟାଚାର ଏବଂ ଭୋଟବ୍ୟାଙ୍କ ପାଇଁ ଅଧିକ ବ୍ୟବହାର କରୁଥିବା ଦଳ ହେଉଛି ବିଜୁ ଜନତା ଦଳ ା ୨୩ ବର୍ଷର ବିଫଳତାକୁ…

ମହିଳାଙ୍କ ସଶକ୍ତୀକରଣ ଚାହୁଁନି ରାଜ୍ୟ ଭାଜପା: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ମହିଳା ଏସ୍‌ଏଚଜି ଓଡ଼ିଶାରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ବଡ ପରିବର୍ତ୍ତନ ଆଣିଛନ୍ତି ା ସେମାନେ ଭାରତ ଏବଂ ବିଶ୍ୱ ପାଇଁ ସଫଳ ମହିଳା ଏସ୍‌ଏଚଜି ଆନ୍ଦୋଳନର ଉଦାହରଣ ପାଲଟିଛନ୍ତି। ମାତ୍ର ମହିଳାଙ୍କ ଏହି…

୧୩ରୁ ବିମ୍ସଟେକ୍‌ ବ୍ୟବସାୟ କନ୍‌କ୍ଲେଭ

ଭୁବନେଶ୍ୱର,୧୧।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବିମ୍ସଟେକ୍‌ ବ୍ୟବସାୟ କନ୍‌କ୍ଲେଭ-୨୦୨୩ର ଆୟୋଜନ କରାଯାଉଛି। ଏହି କନ୍‌କ୍ଲେଭ ଚଳିତ ବର୍ଷ ଜୁନ୍‌ ୧୩ରୁ ୧୫ ପର୍ଯ୍ୟନ୍ତ କୋଲକାତା ଠାରେ ଅନୁଷ୍ଠିତ ହେବ। ଏ ନେଇ ଆଇଏନ୍‌ଡବ୍ଲ୍ୟୁଇସି ବିଆଇଏମ୍‌ଏସ୍‌ଟିଇସି ନେତୃତ୍ୱ ଫୋରମ୍‌ ପକ୍ଷରୁ ଏକ…

ବେଦାନ୍ତର ବାର୍ଷିକ ଗ୍ରୀନ୍‌ ହାର୍ଟସ ଅଭିଯାନ

ଭୁବନେଶ୍ୱର,୧୧।୬: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ବିଶ୍ୱ ପରିବେଶ ସପ୍ତାହ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ବାର୍ଷିକ ଗ୍ରୀନ୍‌ ହାର୍ଟସ ଅଭିଯାନର ଆୟୋଜନ କରାଯାଇଥିଲା। ସେହିଭଳି କମ୍ପାନୀର ଝାରସୁଗୁଡ଼ା ମେଗା ଆଲୁମିନିୟମ ସ୍ମେଲଟର, ଲାଞ୍ଜିଗଡ଼ ଆଲୁମିନା…

ଅରୁନ୍ଧତୀରେ ରଥଯାତ୍ରା ମେଗା ସେଲ

ଭୁବନେଶ୍ୱର,୧୧।୬: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ‘ରଥଯାତ୍ରା ମେଗା ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ରଥଯାତ୍ରା ଉପଲକ୍ଷେ ଅରୁନ୍ଧତୀ ପକ୍ଷରୁ ଆକର୍ଷଣୀୟ ‘ହୁଇଲ୍ସ ଅଫ୍‌ ଫର୍ଚ୍ୟୁନ’ ଅଫରର ଶୁଭାରମ୍ଭ କରାଯାଇଛି। ସେହିଭଳି ଅରୁନ୍ଧତୀର ଅଭିଜ୍ଞ…

ସୁଲଭ ମୂଲ୍ୟରେ ବ୍ରାଣ୍ଡେଡ୍‌ ସାମଗ୍ରୀ

ଭୁବନେଶ୍ୱର,୧୧।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍ତଃରାଷ୍ଟ୍ରୀୟ ରପ୍ତାନିକାରୀ ସଂସ୍ଥା ପକ୍ଷରୁ ଦି ନ୍ୟୁ ମ୍ୟାରିୟନ ହୋଟେଲଠାରେ ୪ ଦିନିଆ ସର୍ବବୃହତ୍‌ ଡିସ୍‌କାଉଣ୍ଟ ସେଲ୍‌ର ଶୁଭାରମ୍ଭ କରାଯାଇଛି। ଶନିବାରୁଠାରୁ ଆରମ୍ଭ ହୋଇଥିବା ଏହି ସେଲ୍‌ ୨୦୨୩ ଜୁନ୍‌ ୧୩ ପର୍ଯ୍ୟନ୍ତ ଉପଲବ୍ଧ…

ଦାବିଦାର ନ ଥିବା ମୃତଦେହ ଶୀଘ୍ର ସତ୍କାର କରାଯିବ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ବି ବହୁ ମୃତଦେହକୁ ଚିହ୍ନଟ କରାଯାଇପାରି ନାହିଁ। ମୃତଦେହ ଚିହ୍ନଟ ଲାଗି ବିଭିନ୍ନ ପର୍ଯ୍ୟାୟରେ ଏମ୍‌ସ ଭୁବନେଶ୍ୱରକୁ ୧୬୨ମୃତ ଦେହ ଆସିଥିଲା। ୮୧ ମୃତଦେହକୁ ଚିହ୍ନଟ ପରେ ସେମାନଙ୍କ ପରିବାର…

କଲବଲ କରୁଛି ବିଦ୍ୟୁତ୍‌ କାଟ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ବିଜୁଳି ବିନା ଘରେ ରହିବା ଏକ ପ୍ରକାର ଅସମ୍ଭବ ହୋଇପଡ଼ିଛି। ଏପରି ସମୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଲୋକଙ୍କୁ ବିଚଳିତ କରୁଛି। ଗରମଠାରୁ ବଳିଯାଇଛି…

ପୁରୀରୁ ଦିଲ୍ଲୀ ପ୍ରି-ଆକ୍ଟିଭ ସିମ୍‌ କାର୍ଡ କାରବାର

ବେଆଇନ ପ୍ରିଆକ୍ଟିଭ ସିମ୍‌ କାର୍ଡ ଚାଲାଣ କରୁଥିବା ଏକ ଗ୍ୟାଙ୍ଗର ୮ଜଣଙ୍କୁ ଶନିବାର କମିଶନରେଟ ପୋଲିସ ଗିରଫ କରିଛି। ଏଥିସହ ସେମାନଙ୍କଠାରୁ ପ୍ରାୟ ୮୦୦ ସିମ୍‌ ଜବତ କରିଛି। ସମସ୍ତ ଅଭିଯୁକ୍ତ ପୁରୀର ହୋଇଥିବାବେଳେ ସେମାନେ ଦେଶର ବିଭିନ୍ନ ସ୍ଥାନକୁ ସିମ୍‌…

୪୦ ଡିଗ୍ରୀ ଉପରେ ରାଜ୍ୟର ୨୦ ସହର, ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଶନିବାର ରାଜ୍ୟର ୨୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଏଥିମଧ୍ୟରୁ ଝାରସୁଗୁଡ଼ା ତାପମାତ୍ରାରେ ରେକର୍ଡ ଭାଙ୍ଗିଛି। ଝାରସୁଗୁଡ଼ାରେ ଆଜି ତାପମାତ୍ରା ୪୪.୮ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି…

ବଜ୍ରପାତରେ ଚାଲିଗଲା ୨ ଜୀବନ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୦ା୬: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ମନ୍ଦରଡ଼ା ଏବଂ ମାଦୁକାବାଡ଼ ଗାଁ’ରେ ଏକ ଦୁଃଖଦ ଘଟଣା ଘଟିଛି। ବଜ୍ରପାତରେ ଏହି ଦୁଇ ଗାଁର ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମନ୍ଦରଡ଼ା ଗାଁ’ର ହରି…

ଜୁନ ୧୬ରୁ ୨୨ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଜନଜୀବନ ଅସ୍ତବ୍ୟସ୍ତ କରୁଛି। ଏହା ମଧ୍ୟରେ ପାଣିପାଗ ବିଭାଗ ଏକ ଆଶ୍ୱସ୍ତିକର ସୂଚନା ଦେଇଛି। ଜୁନ ୧୬ରୁ ୨୨ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ହେବ । ଏମିତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?