ରାଜ୍ୟ

ରେଳ ଦୁର୍ଘଟଣାକୁ ନେଇ ଦଳୀୟ ନେତାଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପ୍ରସଙ୍ଗରେ ୨ ବରିଷ୍ଠ ଭାଜପା ନେତା ମୁହଁାମୁହିଁ ହୋଇଛନ୍ତି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଙ୍ଗଳବାର ରେଳ ଦୁର୍ଘଟଣା ଉପରେ ଦେଇଥିବା ବୟାନକୁ ନେଇ ବୁଧବାର ତାଙ୍କ ନିଜ ଦଳ ପକ୍ଷରୁ ତୀବ୍ର ବିରୋଧ…

୨ ଥର ଆଲୋଚନା ପରେ ବି ତୁଟିପାରିଲାନି ଅମଲାଙ୍କ ସମସ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ତୁଟିପାରୁନି ରାଜ୍ୟସ୍ତରୀୟ ଅମଲା କର୍ମଚାରୀଙ୍କ ଦାବି ସମ୍ପର୍କିତ ସମସ୍ୟା। ୨ଥର ଆଲୋଚନା ପରେ ବି ଏ ପର୍ଯ୍ୟନ୍ତ କିଛି ସମାଧାନର ରାସ୍ତା ବାହାରିପାରିନାହିଁ। ଗତ ୨ ତାରିଖରେ ଅମଲା ମଞ୍ଚର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର…

ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। ଏଥିସହ…

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା…

ଯାଜପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ୍‌ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲ୍‌ବାହୀ ଟ୍ରେନ୍‌ରେ କଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଯାଜପୁର ରୋଡ ଷ୍ଟେଶନ ଟ୍ରେନ୍‌ ଅଘଟଣ…

ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଥିବା ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ…

ଭଣଜାଙ୍କୁ ଯୋଜନା ମୁତାବକ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ମାମୁ

ଉଦଳା,୭ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳୀ ଜଳପ୍ରପାତରେ ବୁଡ଼ି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ଡାକ୍ତରୀ ଛାତ୍ର ଲିପେନ ସାହୁଙ୍କ ମୃତ୍ୟୁ ଘଟଣା ବୁଧବାର ଭିନ୍ନ ମୋଡ଼ ନେଇଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ…

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। କାଲି ଅପରାହ୍ନ ୪ଟାରେ ଭଭୟ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ…

ଟ୍ରେନ୍‌ରେ କଟି ୬ ମୃତ

ଯାଜପୁର ଅଫିସ,୭ା୬: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମଣିଷ ମନରୁ ଲିଭି ନ ଥିବା ବେଳେ ବୁଧବାର ଆଉ ଏକ ଅଘଟଣ ଯାଜପୁରରୋଡ୍‌ ଷ୍ଟେଶନ ନିକଟରେ ଘଟିଛି। ଯାଜପୁର-କେନ୍ଦୁଝର ରୋଡ୍‌ ଷ୍ଟେଶନଠାରୁ କଟକ ଆଡ଼କୁ ପ୍ରାୟ ୨୦୦ ମିଟର ଦୂରତାରେ ଏକ ମାଲବାହୀ…

ତତଲା କଡ଼େଇରେ ରାଜଧାନୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅହସ୍ୟ ଗୁଳୁଗୁଳି ହେଉଛି। ତେବେ ବୁଧବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସବୁଠୁ ଉତ୍ତପ୍ତ ସହର…

ମୃତକଙ୍କ ଚିହ୍ନଟ ପାଇଁ କେବଳ ଏମ୍ସ ଯିବାକୁ କହିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ବର ଜିଲା ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କୁ ଚିହ୍ନଟ କରିବା ପାଇଁ ସମ୍ପର୍କୀୟମାନେ ଅନ୍ୟ କୌଣସି ହସ୍ପିଟାଲ ନ ଯାଇ କେବଳ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ପହଞ୍ଚିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ…

ବାହାନଗା ରେଳ ଦୁର୍ଘଟଣା: ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‌

ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍‌ରେ ମାଗଣା ଶିକ୍ଷାଦାନ କରିବାକୁ କିଟ୍‌ ବୁଧବାର ଘୋଷଣା କରିଛି। ଆଜି ଏ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?