ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…
ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ଟାଙ୍କୁଳପଦର ଛକ…
ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ
ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ ଏକାଧିକ ମାମଲାର ଶୁଣାଣି କରିଥିଲେ। ପରେ ସେ ଅଚାନକ ଭଞ୍ଜନଗର ତହସିଲ କାର୍ଯ୍ୟାଳୟକୁ…
ବରଗଡ଼ ଏମ୍ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE) ଘୋଷଣା କରିଛନ୍ତି । ବରଗଡ ଉପଖଣ୍ଡ ପାଇଁ ଆଇନଜୀବୀ ଲିପସିତ୍ ମିଶ୍ର ଏବଂ…
ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…
ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା ମହେଶ ସାହୁ କଟାକ୍ଷ କରିଛନ୍ତି। ମହେଶ ସାହୁ କହିଛନ୍ତି ଯେ, “ନବୀନ ବାବୁଙ୍କୁ…
ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍ପିଙ୍କ ନାମ ନଥିବାରୁ…
ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ ଗୁରୁତ୍ୱ ଦେଉଛନ୍ତି। ଅନ୍ୟଦଳର ନେତା ଓ କର୍ମୀଙ୍କୁ ଦଳରେ ମିଶାଇ ନେବା ସହ…
ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….
ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ ଯୁବକଙ୍କ ସୋମବାର ସନ୍ଧ୍ୟାରେ ମୃତ୍ୟୁ ହୋଇଥିବା ବେଳେ ଅଂଶୁଘାତ ଏହାର କାରଣ ବୋଲି…
କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….
ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ। ଏହା ସହ ସେ କହିଛନ୍ତି, ମନ୍ତ୍ରିମଣ୍ଡଳ ବିସ୍ତାର ପାଇଁ ଦଳ…
ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ ପରେ ଆଲୋଚନା କରିବା ପାଇଁ ନୀତିନ ନବୀନଙ୍କୁ ସାକ୍ଷାତ କରିଥିଲେ। ଏହି ସାକ୍ଷାତକାର…
ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?
ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଯୁବତୀ ଜଣକ ଭୁବନେଶ୍ୱରର ଏକ…
ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା
ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର ଜଣେ ଦୁଇ ଜଣ ପ୍ରଭାବଶାଳୀ ରାଜ୍ୟ ସଭା ଏମ୍ପି ଏବେ ଭାଜପା ଶିବିର…
ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…
ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତଙ୍କ ହେଲେ ଭୁବନେଶ୍ୱର ସତ୍ୟନଗର ଅଞ୍ଚଳର ବିନୋଦ ବେହେରା ପୂର୍ବରୁ…
କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….
କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ ରହିଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଅନୁମାନ…

