ବାଲିଯାତ୍ରାରେ ଓର୍ମାସର କଟକିଆ ବ୍ରାଣ୍ଡ୍
କଟକ ଅଫିସ,୪ା୧୧: ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠଛି ତଳ ଓ ଉପର ପଡିଆ। ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ବ୍ୟବସାୟୀମାନେ ଦୋଳି ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। କରୋନା ମହାମାରୀ ଯୋଗୁ ୨ବର୍ଷ ଧରି ବାଲିଯାତ୍ରା ବନ୍ଦ ରହିଥିବାବେଳେ ଚଳିତବର୍ଷ…
ଫଟୋ ସାମ୍ବାଦିକଙ୍କୁ ଆକ୍ରମଣ, କ୍ୟାମେରା ଭାଙ୍ଗିଲେ
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଛି ପ୍ରୋ-ହକି ଲିଗ୍ ଟୁର୍ନାମେଣ୍ଟ। ଖେଳାଳିମାନେ ବସ୍ ଯୋଗେ ଷ୍ଟାଡିୟମକୁ ଯିବାଆସିବା କରୁଛନ୍ତି। ଗୁରୁବାର ଅପରାହ୍ନରେ ଫାଟକ ନଂ.୮ ସମ୍ମୁଖରେ ନ୍ୟୁଜିଲ୍ୟାଣ୍ଡ୍ ଟିମ୍ ଖେଳାଳିଙ୍କ ଫଟୋ ଉତ୍ତୋଳନ କରୁଥିବାବେଳେ ରାସ୍ତା ଉପରେ ଫଟୋ ସାମ୍ବାଦିକ ରାକେଶ…
ହଂସପାଳ ପୁରୀ କେନାଲ ବନ୍ଧ ରାସ୍ତାରୁୁ ଉଚ୍ଛେଦ
ଭୁବନେଶ୍ୱର,୪।୧୧ (ବ୍ୟୁରୋ): ଜାତୀୟ ରାଜପଥ ନଂ.୧୬ରୁ ହଂସପାଳ ନିକଟରୁ ବାହାରିଥିବା ପୁରୀ କେନାଲ ବନ୍ଧ ରାସ୍ତାର ଅଣ୍ଡିଲୋ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଲାଗି ରହିଛି। ସରକାରୀ ରାସ୍ତା ଉପରେ ବହୁ ଦୋକାନ ଗଢ଼ି ଉଠିଥିବାରୁ ଗାଡ଼ି ମୋଟର ଯାତାୟାତରେ ସମସ୍ୟା ଉପୁଜୁଛି।…
ଲଳିତ ଦାସ ରାଜ୍ୟ ପ୍ରିଣ୍ଟିଂ ପ୍ରେସ୍ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍ ଓଡ଼ିଆ ଆଇପିଏସ୍ ଅଫିସର ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ, ଷ୍ଟେସନେରି ଓ ପବ୍ଲିକେଶନ୍ ନିର୍ଦ୍ଦେଶକ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏ ନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଦୀର୍ଘ…
ସିଏମ୍ସି,ଓଏଚ୍ପିସି, ଜଗନ୍ନାଥ ବିଶ୍ୱବିଦ୍ୟାଳୟ ପାଇଁ ଆରମ୍ଭ ହେଲା ଇ-ଅଫିସ
ଭୁବନେଶ୍ବର,୪ା୧୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର କଟକ ମହାନଗର ନିଗମ (ସିଏମ୍ସି), ଓଡ଼ିଶା ଜଳବିଦ୍ୟୁତ୍ ନିଗମ (ଓଏଚ୍ପିସି) ଏବଂ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ନିମନ୍ତେ ଇ-ଅଫିସ୍ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ଲୋକସେବା ଭବନ ସଭାଗୃହରୁ ଏହି…
ମିଳିଲା ଆଉ ୫୦ କ୍ରିପ୍ଟୋ ୱାଲେଟ୍
ଭୁବନେଶ୍ୱର,୪।୧୧ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍ଡବ୍ଲ୍ୟୁଏସ୍ଏସ୍) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଗୁରୁବାର ୩ ଦିନିଆ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ପଚରାଉଚରା…
ଫୁଲନଖରାରୁ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା
ଭୁବନେଶ୍ୱର/କଟକ ଅଫିସ/ ଫୁଲନଖରା/ ମଙ୍ଗୁଳି,୪ା୧୧(ବ୍ୟୁରୋ/ଡି.ଏନ୍.ଏ.):ଫୁଲନଖରାସ୍ଥିତ ଲକ୍ଷେଶ୍ୱର ମନ୍ଦିରଠାରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଗୁରୁବାର ରାଜ୍ୟ କଂଗ୍ରେସର ଭାରତ ଯୋଡ଼ୋ-ଓଡ଼ିଶା ପରିବର୍ତ୍ତନ ଯାତ୍ରାର ଦ୍ୱିତୀୟ ଦିବସ ଆରମ୍ଭ ହୋଇଥିଲା। କଟକ ଜିଲା ସୀମାରେ ନଖରାଛକ ପୂର୍ବରୁ…
ମିଥ୍ୟା ଏକ୍ଜିଟ୍ ପୋଲ୍ କରି ଭ୍ରମିତ କରୁଛି ବିଜେଡି
ଭୁବନେଶ୍ବର,୪ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଜିତିବା ଲାଗି ବିଜେଡି ଏବେ ସାମାଜିକ ଗଣମାଧ୍ୟମ ଜରିଆରେ ଭୋଟରଙ୍କୁ ଭ୍ରମିତ କରୁଛି। ପୂର୍ବରୁ ବିଜେଡି ପ୍ରଶାସନିକ ଅଧିକାରୀ, ଏସ୍ଏଚ୍ଜି, ଏମ୍ବିକେ, ସିଆର୍ପି ମାଧ୍ୟମରେ ଟଙ୍କା ବଣ୍ଟନକରି ଭୋଟରଙ୍କୁ ବିଚଳିତ କରିବାର ସମସ୍ତ ଅପଚେଷ୍ଟା କରିଥିଲା। ଏନେଇ ଭାଜପା…
ଧଳାସୁନାରେ କୀଟ
ବଲାଙ୍ଗୀର ଅଫିସ, ୪ା୧୧:ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଦୀର୍ଘବର୍ଷ ହେଲା ଚାଷୀ ଉତ୍ସାହିତ ହୋଇ ଅର୍ଥକରୀ କପାଚାଷ କରୁଛନ୍ତି। ଧଳାସୁନାର ଅଞ୍ଚଳ ଭାବେ ପରିଚିତ ଏହି ଇଲାକାର ଅନୁକୂଳ ଜଳବାୟୁ ଏବଂ ଭୂମିରୂପ କପାକୁ ସୁହାଉଛି। ଏଠାକାର ଉତ୍କୃଷ୍ଟ…
ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ
ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଓକିଲ ସର୍ମତ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି…
ନିଜକୁ ଗୁଳିକରି ଜୀବନ ହାରିଲେ ଯବାନ
ମାଲକାନଗିରି,୩।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଗୁରୁବାର ଜଣେ ଯବାନ ନିଜ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୋହକାମେଟା ପୋଲିସ ଷ୍ଟେସନରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅରୁଣ ଉଇକେ। ସେ ଧମତାରୀ ଜିଲାର ସିହାୱା…
୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ
ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍ଏସ୍ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…
Archives


