ରାଜ୍ୟ

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ ଚନ୍ଦ୍ର ଦୋରା ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞଙ୍କ ସହ ଗୁଳିକାଣ୍ଡସ୍ଥଳକୁ ମଙ୍ଗଳବାର…

ନିର୍ବାଚନ କମିଶନଙ୍କୁ ଅବଗତ କଲେ ବିଧାନସଭା ସଚିବ

ଭୁବନେଶ୍ୱର,୧।୨(ବ୍ୟୁରୋ): ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା,…

ସାଇବର ଅପରାଧ ରୋକିବାକୁ ବ୍ୟାପକ ହେବ ପ୍ରୟାସ

ଭୁବନେଶ୍ବର,୧।୨(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀସ୍ତରରେ କରାଯାଉଥିବା ପ୍ରୟାସକୁ ଆହୁରି ବ୍ୟାପକ କରାଯିବ। ଦୈନିକ ଅର୍ଥନୈତିକ ଅପରାଧ ସହ ମହିଳା ଓ ଶିଶୁଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯିବ। ଏଥିନିମନ୍ତେ ମୁଖ୍ୟ…

ଭୁବନେଶ୍ୱରରୁ ଜାମଶେଦପୁର ବିମାନସେବା ଆରମ୍ଭ

ଭୁବନେଶ୍ୱର, ୩୧।୧(ବ୍ୟୁରୋ) – ଭୁବନେଶ୍ୱରରୁ ଝାଡ଼ଖଣ୍ଡର ଜାମଶେଦପୁରକୁ ଦୈନିକ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯାଉଛି। ମଙ୍ଗଳବାର ସକାଳ ୭ଟା ୩୦ରେ ଏୟାରକ୍ରାଫ୍ଟ ଭିଟି-କେଏସ୍‌ଏସ୍‌ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଶୁଭାରମ୍ଭ କରିଥିଲା।…

ଏସ୍‌ଡିପିଓଙ୍କ ପରେ ବଦଳିଲେ ଝାରସୁଗୁଡ଼ା ଏସ୍‌ପି

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ଆକ୍‌ଶନ ମୁଡ୍‌ରେ ଏବେ ରାଜ୍ୟ ପ୍ରଶାସନ। ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ବଦଳି ହେବାର କିଛି ସମୟ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଏସ୍‌ପି ରାହୁଲ…

ବଦଳିଲେ ବ୍ରଜରାଜନଗର ଏସ୍‌ଡିପିଓ

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ବଦଳି କରାଯାଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ଥାନରେ ଆଠମଲ୍ଲିକ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।…

ମନ୍ତ୍ରୀ ହତ୍ୟା ମାମଲା: ତଦନ୍ତର ଦିଗକୁ ନେଇ ମୁହଁ ଖୋଲିଲେ ଦେବୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାର ଦନ୍ତର ଦିଗକୁ ନେଇ ଉଠୁଥିବା ପ୍ରସଙ୍ଗରେ ବିଜେଡି ବିଧାୟକ ଦେବୀ ମିଶ୍ର ମୁହଁ ଖୋଲିଛନ୍ତି। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ସହ ହାଇକୋର୍ଟଙ୍କ ଅନୁମୋଦନରେ ଜୁଡିସିଆଲ ତଦନ୍ତ କରାଯିବ । ତାହା ଟ୍ରାନ୍ସପରେଣ୍ଟ ହେବ…

ଗୁଜୁରାଟ ପ୍ରଶ୍ନପତ୍ର ପ୍ରଘଟ ମାମଲା: ମାଲକାନଗିରିରୁ ଗିରଫ ହେଲେ ଶିକ୍ଷକ

ମାଲକାନଗିରି/ମାଥିଲି,୩୧।୧(ଡି.ଏନ୍‌.ଏ.) ଗୁଜୁରାଟ ଜୁନିୟର କ୍ଲର୍କ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ମାଲକାନଗିରି ଜିଲା କର୍ତନପାଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସରୋଜ ମାଲୁଙ୍କୁ ଗୁଜୁରାଟ ପୋଲିସ ଗିରଫ କରିଛି। ଗୁଜୁରାଟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୧୮୧ ଜୁନିୟର କ୍ଲର୍କ ପଦବୀ ପୂରଣ…

ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି ଦିନରୁ…

ଦାଖଲ ହେଲା ମନ୍ତ୍ରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶର,୩୧।୧(ବ୍ୟୁରୋ) : ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ମଙ୍ଗଳବାର ଦାଖଲ ହୋଇଛି। ଡାକ୍ତରୀ ଟିମ୍‌ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉକ୍ତ ରିପୋର୍ଟ ଦାଖଲ କରିଛନ୍ତି। ପୋଷ୍ଟମୋର୍ଟମ ରିପୋର୍ଟରେ ଦାସଙ୍କୁ କେଉଁ ସମୟରେ ଗୁଳି ବାଜିଥିଲା, କେତୋଟି ଗୁଳି…

୪ ବିମାନ ବନ୍ଦର ପାଇଁ ନିଯୁକ୍ତି ହେବେ ୫୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୫୦ ଅଗ୍ନିଶମ ସେବା କର୍ମଚାରୀ ପଦବୀ ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟସରକାର ଅନୁମୋଦନ କରିଛନ୍ତି । ଆଞ୍ଚଳିକ କନେକ୍‌ଟିଭିଟି ସ୍କିମ (ଆରସିଏସ) – ୟୁଡିଏଏନ୍‌ ଯୋଜନାରେ ୪ଟି ବିମାନବନ୍ଦର ପାଇଁ ବିଭିନ୍ନ ପଦବୀରେ ଅଗ୍ନିଶମ ସେବା କର୍ମଚାରୀଙ୍କ ୫୦ଟି ପଦବୀ…

ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇ ଜେଲ୍‌ରେ ଥିବା ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମଙ୍ଗଳବାର ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ଦେଇଛନ୍ତି। ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ଜେଲ ମାନୁଆଲ ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri